Monthly Archives

May 2022

କଟକ ମୋଟର କର୍ମଚାରୀ ୟୁନିଅନ୍ ପକ୍ଷରୁ କଟକ ଡିସିପିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କଟକ : କଟକ ମୋଟର କର୍ମଚାରୀ ୟୁନିଅନ୍ ପକ୍ଷରୁ ସମସ୍ତ କର୍ମକର୍ତ୍ତା ବର୍ଗଙ୍କ ପକ୍ଷରୁ କଟକର ନୂତନ ଡିସିପି ପିନାକ ମିଶ୍ରଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ମାଧ୍ୟମରେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ସମ୍ବର୍ଦ୍ଧନା ଉତ୍ସବରେ ସଂଘର ଉପ ସଭାପତି ବଦ୍ରୀ ନାରାୟଣ ଦାସ, ସମ୍ପାଦକ ଶିଶିର
Read More...

ଯୁବ କୁଲତା ସମାଜ ତରଫରୁ ହରିଶଙ୍କରଠାରେ ଅନ୍ନଛତ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସାମାଜ ଅଧିନସ୍ଥ ଖପ୍ରାଖୋଲ ବ୍ଲକ କମିଟି ତରଫରୁ ବୈଶାଖ ମେଳା ଉପଲକ୍ଷେ ହରିଶଙ୍କରଠାରେ ଏକ ଅନ୍ନଛତ୍ରର ଉଦ୍‌ଘାଟନ କରାଯାଇଛି । ବୈଶାଖ ଚତୁର୍ଦ୍ଦଶୀ ମେଳା ଉପଲକ୍ଷେ ଲୋକଙ୍କ ସୁବିଧା ପାଇଁ ଦୂର ଦୂରାନ୍ତରରୁ ଆସୁଥିବା ଲୋକଙ୍କୁ
Read More...

ସିମେଲପଦର ନିକଟସ୍ଥ ଚାଷ ଜମିରୁ ହାତୀ ଛୁଆ ଗୁରୁତର ଘଟଣା : ବନ ବିଭାଗ ଓ ପ୍ରାଣୀ ବିଭାଗ ପକ୍ଷରୁ ପ୍ରୟାସ ଜାରି, ୩୦…

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥ ବନାଞ୍ଚଳ ଅଧୀନରେ ଥିବା ମୂଷାନାଳ ସେକ୍ସନର ପାହାଡପଦର ପଞ୍ଚାୟତର ସିମେଲପଦର ଗାଁ ନିକଟରେ ଥିବା ଧାନ ଚାଷ ଜମିରେ ଗୁରୁବାରଠାରୁ ଏକ ଢେଡ଼ ବର୍ଷର ମାଈ ହାତୀ ଛୁଆ ଚାଷ ଜମି କାଦୁଅରେ ପଡି ଗୁରୁତର ହୋଇଥିଲା । ଖବର
Read More...

ବଲାଙ୍ଗିରରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ନ୍ୟାୟାଧୀଶ ଲୋକନାଥ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ସମେତ ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି ।
Read More...

ରାଉରକେଲା ବିକାଶ ମଞ୍ଚ ତରଫରୁ ୪ସି ବିମାନ ବନ୍ଦର ପାଇଁ ଦାବୀପତ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗତ ଦୁଇ ଦିନ ଧରି ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି । ଆଗାମୀ ହକି ବିଶ୍ୱକପ ଉପଲକ୍ଷେ ହେଉଥିବା ବିପିୟୁଟି ପରିସରରେ ନିର୍ମାଣାଧୀନ ହକି ଷ୍ଟାଡିୟମ ଓ ଅନ୍ୟାନ୍ୟ
Read More...

ମା’ ତାରାତାରିଣୀଙ୍କ ମନ୍ଦିର ପୁନଃ-ପ୍ରତିଷ୍ଠା ମହୋତ୍ସବରେ ଯୋଗଦେବେ ନବୀନ !

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶାର ପ୍ରତିଷ୍ଠିତ ଶକ୍ତିପୀଠ ଯାହାକି ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ସହର ନିକଟରେ ଅବସ୍ଥାପିତ ସ୍ତନପୀଠେ ପୂଜିତା ଆରାଧ୍ୟ ଦେବୀ ବିଶ୍ୱବନ୍ଦନୀୟା ମା' ତାରାତାରିଣୀଙ୍କ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ମନ୍ଦିର, ପ୍ରାସାଦ ପ୍ରତିଷ୍ଠା
Read More...

ସଦଗୁରୁ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୬୬ତମ ଜନ୍ମୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ବରେଣ୍ୟ ଆଧ୍ୟାତ୍ମିକ ଗୁରୁ ତଥା ସନ୍ଥ ପରମ ପୂଜ୍ୟ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୬୬ତମ ଜନ୍ମ ମହୋତ୍ସବ ସ୍ଥାନୀୟ ଆର୍ଟ ଅଫ୍ ଲିଭିଂ ପରିବାର ଦ୍ଵାରା ମହାସମାରୋହରେ ପାଳିତ ହୋଇଯାଇଛି । ଗୁରୁଦେବଙ୍କ ଜନ୍ମୋତ୍ସବ ପାଳନ ଉପଲକ୍ଷେ ଦିବସ ବ୍ୟାପୀ ବିଭିନ୍ନ
Read More...

ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଉନ୍ନିତ ଉଚ୍ଚ ବିଦ୍ୟାଳୟ ଚଟୁଅନକାର ପ୍ରଧାନ ଶିକ୍ଷକ ଜଗତରାମ ତାଣ୍ଡୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ସଭା ପରିଚାଳନା ମାଝୀପଡା ପ୍ରାଥମିକ
Read More...

ବାଞ୍ଜିପାଲି ଜଗନ୍ନାଥ ମନ୍ଦିରରୁ ତାଲା ଭାଙ୍ଗି ଚୋରି ହୋଇଥିବା ଅଭିଯୋଗ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବାଞ୍ଜିପାଲି ଗ୍ରାମର ଜଗନ୍ନାଥ ମନ୍ଦିରର ତାଲା କାଟି ଚୋରି ହୋଇଥିବା ନେଇ ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି । ବାଞ୍ଜିପାଲି ଗ୍ରାମର ଜଗନ୍ନାଥ ମନ୍ଦିରରୁ ଶୁକ୍ରବାର ରାତିରେ ଦୁର୍ବୃତ୍ତ ମାନେ
Read More...

ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡିଶା ଆଇନ ସେବା ପ୍ରାଧିକରଣ ଆଦେଶ କ୍ରମେ ପଦ୍ମପୁର ତାଲୁକ ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ପଦ୍ମପୁର କୋର୍ଟ ପରିସରରେ ୨୦୨୨ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲା
Read More...