Monthly Archives

May 2022

ପାଣିରେ ବୁଡ଼ି ଅଷ୍ଟମ ଶ୍ରେଣୀ ଛାତ୍ର ମୃତ

ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅଧିନସ୍ଥ ବିପୁଲିଙ୍ଗି ଗ୍ରାମରେ ପୋଖରୀରେ ଗାଧୋଇବା ବେଳେ ଗୋଡ ଖସିଯିବାରୁ ଛାତ୍ର ଜଣଙ୍କ ପାଣିରେ ବୁଡ଼ି ଯାଇଥିବା ଜଣାପଡିଛି । ସୂଚନାନୁଯାୟୀ, ଛତ୍ରପୁର ଥାନା ଅଧିନ ବିପୁଲିଙ୍ଗି ଗ୍ରାମର ରୋଷନ ମହାରଣା ଆଜି ସ୍କୁଲରୁ ଫେରି ଗାଁ ନିକଟ ପୋଖରୀକୁ
Read More...

ଅଧିକ ନିଶା ଥିବା କଫ୍‌ ସିରପ୍‌ ପେଟି ଜବତ ସହ ଜଣେ ଗିରଫ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚୋରାଚାଲାଣ ହେଉଥିବା ବେଳେ ଅଧିକ ନିଶା ଥିବା ୪ ପେଟି କଫ ସିରପ୍ ଏସଟିଏଫ୍‌ ଓ ଭରତପୁର ଥାନା ପୁଲିସ ଜବତ କରିଥିବା ଜଣାପଡିଛି । । ଏହି ମାମଲାରେ ଜଣେ ଯୁବକ ଗିରଫ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଶୁକ୍ରବାର ପୋଖରୀପୁଟ ଠାରେ ଥିବା ପଦ୍ମନାଭ ବେହେରା
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ମୃତ

ମହାରାଜଗଞ୍ଜ : ଉତ୍ତର ପ୍ରଦେଶର ମହାରାଜଗଞ୍ଜ ଜିଲ୍ଲାର ଫରେଦା ବାଇପାସ୍‌ ନିକଟରେ ଗତକାଲି ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାଘଟିଥିବା ଜଣାପଡିଛି । ମିଳିଥିବା ଖବର ଅନୁସାରେ, ଫରେଦା ଥାନା ଅନ୍ତର୍ଗତ ସୋନୋଲି-ଗୋରଖପୁର ଜାତୀୟ ରାଜପଥରେ ଏକ ଦୃତଗତିରେ ଆସୁଥିବା ଟ୍ରକ୍ ନିୟନ୍ତ୍ରଣ
Read More...

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ଥିବା ପଦବୀ ପୂରଣ ପାଇଁ ଏହି ଉପନିର୍ବାଚନ ହେବ । କଟକ ମେୟର ଭାବେ ନିର୍ବାଚିତ ହେବା ପରେ ଇସ୍ତଫା ଦେଇଥିଲେ ସୁବାସ । ଉପନିର୍ବାଚନରେ ନିର୍ବାଚିତ ସଦସ୍ୟ ୨୦୨୬
Read More...

ଅରୁଣାଚଳ ପ୍ରଦେଶରେ ଭୂମିକମ୍ପ ଅନୁଭୂତ

ନୂଆଦିଲ୍ଲୀ : ଆଜି ପୂର୍ବାହ୍ନ ପ୍ରାୟ ୧୨ଟା ୩୯ ସମୟରେ ଚାଙ୍ଗଲାଙ୍ଗ ଜିଲ୍ଲାରୁ ପ୍ରାୟ ୨୨୨ କିଲୋମିଟର ଦୂରରେ ଭୂକମ୍ପ କେନ୍ଦ୍ରିଭୂତ ହୋଇଥିଲା । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ରିକ୍ଟର ସ୍କେଲରେ ଭୂକମ୍ପର ତ୍ରୀବତା ୪.୨ ରେକର୍ଡ କରାଯାଇଛି । ତେବେ ବର୍ତ୍ତମାନ
Read More...

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭିଜିଲାନ୍ସ ଅଧିକାରୀ

ସମ୍ୱଲପୁର : ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭିଜିଲାନ୍ସ ଅଧିକାରୀ । କେସ୍ ରଫାଦଫା କରିବା ପାଇଁ ନେଉଥିଲେ ଲାଞ୍ଚ । ସୂଚନା ଅନୁସାରେ ସମ୍ବଲପୁରର ଭିଜିଲାନ୍ସ ଡିଭିଜିନର ଇନ୍ସପେକ୍ଟର ମାନସୀ ଜେନା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି ।
Read More...

ପିଆଇବି ଓ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ ପକ୍ଷରୁ ଯୋଗ ଶିବିର ଆୟୋଜିତ

ଭୁବନେଶ୍ୱର, (ପିଆଇବି) : ଅନ୍ତର୍ଜାତୀୟ ଯୋଗ ଦିବସ -୨୦୨୨କୁ ଆଉ ୩୯ ଦିନ ବାକି ରହିଛି । ଏଥିପୂର୍ବରୁ ୭୫ଦିନିଆ ଅବଗଣନାର ଅଂଶବିଶେଷ ସ୍ବରୂପ ପତ୍ର ସୂଚନା କାର୍ୟ୍ୟାଳୟ (ପିଆଇବି), ଭୁବନେଶ୍ବର ପକ୍ଷରୁ ଶୁକ୍ରବାର ଦିନ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ସୂଚନା ଏବଂ
Read More...

ଟେବୁଲ ଟେନିସ ପ୍ରଶିକ୍ଷଣ ଶିବିରର ଶୁଭ ଉଦ୍‌ଘାଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ନାଇସ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ଆସନ୍ତା ତା ୧୯/୦୫/୨୦୨୨ ପର୍ଯ୍ୟନ୍ତ ସାତଦିନିଆ ‘ଟେବୁଲ ଟେନିସ୍‌’ ପ୍ରଶିକ୍ଷଣ ଶିବିରର ଶୁଭ ଉଦ୍‌ଘାଟନ ହୋଇଯାଇଛି । ଉକ୍ତ ଉଦ୍‌ଘାଟନୀ ଉତ୍ସବରେ ଅନୁଷ୍ଠାନର ଯୁଗ୍ମ ପରିଚାଳକ ଆଶୁତୋଷ
Read More...

ନିଷ୍ଠା ପରିବାର ତରଫରୁ ଅଜଣା ଶବ ସତ୍କାର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ବ୍ରିଜରୁ ମୃତ ଅବସ୍ଥାରେ ପାଖାପାଖି ୩୦ରୁ ୩୫ବର୍ଷ ବୟସ ହେବ ଜଣେ ଯୁବକଙ୍କ ମୃତ ଦେହ ଅତ୍ୟନ୍ତ ଖରାପ ଅବସ୍ଥାରେ ଉଦ୍ଧାର କରିଥିଲେ ସଦର ଥାନା ପୋଲିସ । ଯୁବକଙ୍କ କୌଣସି ପରିଚୟ ନ ମିଳିବାରୁ ତାଙ୍କ ଶବକୁ ସଂରକ୍ଷଣ କକ୍ଷରେ
Read More...

ବାଇକ୍ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ରୁ କଣ୍ଟାବାଞ୍ଜି ରାସ୍ତା ସାଲେପାଲି ଛକ ନିକଟ ମୁଖ୍ୟ ରାସ୍ତାରେ ଏକ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ଜଣକ ସଲାଣ୍ଡିର ନୀଳ ଧାରୁଆ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ
Read More...