Daily Archives

ପ୍ରଧାନ ଶିକ୍ଷକ ନୀଳମଣି ସ୍ୱାଇଁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ୍ ଅନ୍ତର୍ଗତ କନସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଳମଣି ସ୍ୱାଇଁଙ୍କୁ ଆଜି ତାଙ୍କ ଚାକିରିରୁ ଅବସର ଗ୍ରହଣ କରିଥିବା ଯୋଗୁଁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପଦ୍ମପୁର
Read More...

ପ୍ରଧାନ ଶିକ୍ଷକ ପ୍ରମୋଦ ମିଶ୍ରଙ୍କ ବିଦାୟ ସମ୍ବର୍ଦ୍ଧନା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ସ୍ଥାନୀୟ ନୀଲେଶ୍ଵର ୟୁ.ଜି.ୟୁ.ପି. ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ମିଶ୍ରଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ପ୍ରଶାନ୍ତ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୬ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ 'କ'ର ପ୍ରଧାନ ଶିକ୍ଷୟିତ୍ରୀ କବିତା ପତିଙ୍କ ଅଧ୍ୟକ୍ଷତାରେ ଶିକ୍ଷୟିତ୍ରୀ ଲୀଳାବତୀ ଚୌଧୁରୀଙ୍କ ଅବସର ଉଦ୍ଦେଶ୍ୟରେ ଏକ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଯାଇଛି । ଆର୍‌ପିଏଲ୍ କ୍ଲଷ୍ଟରର ସିଆର୍‌ସିସି ଦୀପକ
Read More...

ଦାଦନ ଖଟିବାକୁ ଯାଇ ଶ୍ରମିକ ନିଖୋଜ ଥିବା ଅଭିଯୋଗ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲାରେ ଦାଦନକୁ ନେଇ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଲଖନା ଥାନା ଅନ୍ତର୍ଗତ ପେଠିଆପାଲି ଗ୍ରାମର କୁମର ରାଉତ(୪୯) ସ୍ତ୍ରୀ ଓ ପିଲାଛୁଆକୁ ଛାଡ଼ି ବ୍ରହ୍ମପୁର ସହରର କେଶପୁର ଗାଁର ଇଟାଭାଟିକୁ କାମ କରିବାକୁ ଯାଇ ୪ ମାସ ହେଲା ଘରକୁ ଫେରି
Read More...

ଜିଲ୍ଲା ପ୍ରଶାସନର ମିଳିତ ଟିମ୍‌ ଯାଞ୍ଚ କଲେ ପେଟ୍ରୋଲ୍ ପମ୍ପ୍

ଆଜିଠୁ କଡାକଡ଼ି ହେଲା ‘ନୋ ହେଲ୍‌ମେଟ୍ ନୋ ପେଟ୍ରୋଲ' ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ "ନୋ ହେଲମେଟ୍‌ ନୋ ପେଟ୍ରୋଲ"କୁ ସମଗ୍ର ଜିଲ୍ଲାରେ କଡାକଡି କରିବା ଉପରେ ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ପର୍ଯ୍ୟାୟରେ ବୈଠକ କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଯେଉଁ ପେଟ୍ରୋଲ
Read More...

ଚକେଶ୍ୱରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଦ୍ୟାଳୟ ଖରିଦଚକରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଭୋଗରାଇ, (ଶିବନାରାୟଣ ପାତ୍ର) : ଭୋଗରାଇ ବ୍ଲକ ନାଚିନ୍ଦା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଖରିଦଚକ ଚକେଶ୍ୱରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଦ୍ୟାଳୟ ପରିସରରେ ଅବସରକାଳୀନ ସମ୍ଵର୍ଦ୍ଧନା ସଭାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକାର୍ଯ୍ୟକୁ ସ୍ଥାନୀୟ ସରପଞ୍ଚ ଶିଶିର କୁମାର
Read More...

ଡାଏଲିସିସ୍‌ ବିଭାଗର ସାଂଘାତିକ ଅବସ୍ଥା, ମୃତ୍ୟୁ ଅପେକ୍ଷାରେ କିଡିନି ରୋଗୀ

ଗତ ଦେଢ ମାସରେ ୧୦ ମୃତ, ୯୦ ରୋଗୀଙ୍କ ପାଇଁ ଜଣେ ଟେକ୍‌ନିସିଏନ୍‌ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଥିବା ଏକ ମାତ୍ର ଡାଏଲିସିସ୍‌ ସେଣ୍ଟରର ଅବସ୍ଥା ସାଂଘାତିକ ରହିଛି । ଜଣେ ବେସରକାରୀ ସଂସ୍ଥା ହାତକୁ ଏହି ଅତି ସମ୍ବେଦନଶୀଳ
Read More...

ବଲାଙ୍ଗିରରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ରାଜ୍ୟରେ ଶିଶୁ ଶ୍ରମିକ ଉଚ୍ଛେଦ ସଂପର୍କିତ ଏକ ୧୫ ଦିନିଆ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି ଅବସରରେ ଆଜି ବଲାଙ୍ଗିର ଜିଲ୍ଲା ଶ୍ରମ ବିଭାଗ ତରଫରୁ ଆୟୋଜିତ ଶିଶୁ ଶ୍ରମିକ
Read More...

ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ମେଡ଼ିକାଲ ଅଧିକ୍ଷକଙ୍କ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଏବଂ ବଲାଙ୍ଗିରର ବିଭିନ୍ନ ସଂଗଠନ ମିଶି ମେଡ଼ିକାଲ ଅଧିକ୍ଷକଙ୍କ ସହ ଆଲୋଚନା କରିଛନ୍ତି । ଆଲୋଚନାର ବିଷୟ ଗୁଡିକ ହେଲା, ମେଡିକାଲରେ ରେଡ଼ିଓଲୋଜିଷ୍ଟ ଛୁଟିରେ
Read More...

ଧୂମାଭଟାଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଶୁଭ ଉଦ୍‌ଘାଟନ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ ଧୁମାଭଟା ପଞ୍ଚୟତରେ ଆଜି ସକାଳ ୯ଟା ସମୟରେ ଧୂମାଭଟା ରାଜୀବ ଭାବନଠାରେ ନୂତନ ଭାବରେ ଶିକ୍ଷା ବିକାଶ ସମିତି ଓଡିଶା ଆନୁକୂଲ୍ୟରେ ଶିଶୁ ମନ୍ଦିରର ଶୁଭ ଉଦ୍‌ଘାଟନ ହୋଇଯାଇଛି । ବେଲପଡା ବ୍ଲକ ଅଧ୍ୟକ୍ଷ୍ୟା କୁମାରୀ ଟିନା
Read More...