Daily Archives

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ
Read More...

ସିରିଜ୍ ଦୁର୍ଘଟଣା, ୫ଟି କାର୍‌କୁ ପିଟିଲା ଟ୍ରକ୍

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଭୁବନେଶ୍ଵର ରସୁଲଗଡ଼ ବ୍ରିଜ୍ ନିକଟରେ ସିରିଜ୍ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନାନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ଵର ରସୁଲଗଡ଼ ବ୍ରିଜ୍ ନିକଟରେ ସିରିଜ୍ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ୫ଟି କାର୍‌କୁ ଏକ ଟ୍ରକ୍ ଧକ୍କା ଦେଇଛି । ଏହି
Read More...

ଆମେରିକାରେ ଗୁଳିକାଣ୍ଡ : ୪ ମୃତ

ୱାଶିଂଟନ : ଆମେରିକାରେ ଗୁଳିକାଣ୍ଡ ଘଟଣା ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହି ଗୁଳିକାଣ୍ଡ ଓକଲାହୋମାର ତୁଲସା ସହରର ସେଣ୍ଟ ଫ୍ରାନ୍ସିସ ହସ୍ପିଟାଲ କମ୍ପ୍ଲେକ୍ସରେ ଥିବା ନୈଟାଲୀ ବିଲଡିଂରେ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Read More...

ଜେଇଇ ମେନ୍‌ ପରୀକ୍ଷା ପାଇଁ ଆରମ୍ଭ ହେଲା ଆବେଦନ : ଶେଷ ତାରିଖ ଜୁନ୍‌ ୩୦

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜେଇଇ ମେନ୍‌ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଆବେଦନ ପ୍ରକ୍ରିୟାର ଶେଷ ତାରିଖ ଜୁନ୍‌ ୩୦ ତାରିଖ ରହିଛି । ଜୁଲାଇ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ୩୦ ତାରିଖ ଯାଏଁ ହେବ । ଶିକ୍ଷାର୍ଥୀମାନେ ଚୟନ କରିଥିବା ପରୀକ୍ଷା
Read More...

ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ଖାତା ଦେଖା

ଭୁବନେଶ୍ୱର : ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତଥା ସିଏଚ୍‌ଏସ୍‌ଇର ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ ବୋଲି ସୂଚନା ମିଳିଛି । ତେବେ ପ୍ରତିବର୍ଷ ଭଳି ଚଳିତ ଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବାକୁ ଥିବା ବେଳେ ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଜୁନ୍‌ ୨ରୁ ୧୨ ଏବଂ
Read More...

ଆଜିଠୁ ଭାଜପାର ୨ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ

ହାଇଦ୍ରାବାଦ : ଆଜିଠୁ ଭାଜପାର ୨ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ର୍ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ବସିବ ବୋଲି ଦଳ ପକ୍ଷରୁ କୁହାଯାଇଛି । ତେବେ ଏଥିରେ ଦଳର କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ
Read More...

ନଡ଼ିଆ ବୋଝେଇ ଟ୍ରକ୍‌ରୁ ଗଞ୍ଜେଇ ଜବତ

ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ବିଷମ କଟକ ପୋଲିସ ଗତକାଲି ବିଳମ୍ବିତ ରାତିରେ ହାଜାରଡାଙ୍ଗ ଗାଁ ନିକଟରେ ଗାଡି ମଟର ଯାଞ୍ଚ୍ କରିବା ସମୟରେ ଉତ୍ତର ପ୍ରଦେଶ ଅଭିମୁଖେ ଯାଉଥିବା ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌କୁ ସନ୍ଦେହ କରିଥିଲା । ଘଟଣାସ୍ଥଳରୁ ମିନି ଟ୍ରକ୍‌କୁ ଜବତ କରି ଥାନାରେ ଯାଞ୍ଚ୍ କରିବା
Read More...

୨ୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨ୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଗତକାଲି ଠାରୁ ଆରମ୍ଭ ହୋଇଯାଇଛି । ୧ମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲ ରୂପାନ୍ତର ହୋଇଥିବା ବେଳେ ୨ୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଜି ଖୋର୍ଦ୍ଧା, ବୌଦ, ମାଲକାନଗିରି,
Read More...

ଅଷ୍ଟ୍ରେଲିଆ ଏବଂ ଆମେରିକାରୁ ଫେରାଇ ଅଣାଯାଇଥିବା ୧୦ଟି ପ୍ରାଚୀନ ପ୍ରତିମୂର୍ତ୍ତି ତାମିଲନାଡ଼ୁ ସରକାରଙ୍କୁ ହସ୍ତାନ୍ତର…

• ବିଗତ ୮ ବର୍ଷ ମଧ୍ୟରେ ସରକାର ୨୨୮ଟି ଐତିହ୍ୟ ସାମଗ୍ରୀ ଦେଶକୁ ଫେରାଇ ଆଣିଛନ୍ତି, ଅନ୍ୟପଟେ ସ୍ବାଧୀନତା ପରେ ୨୦୧୩ ପର୍ୟ୍ୟନ୍ତ ଭାରତକୁ ମାତ୍ର ୧୩ଟି ପ୍ରାଚୀନ ପ୍ରତିମୂର୍ତ୍ତି ଅଣାଯାଇଥିଲା : ଜି. କିଷନ ରେଡ୍ଡୀ• ବିଶ୍ବ ନେତାମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସମ୍ପର୍କ ଏବଂ
Read More...

ବ୍ୟାଙ୍କ ଅଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଟାଉନସିପ ଶାଖା ଭାରତୀୟ ଷ୍ଟେଟ ବ୍ୟାଙ୍କର ଶାଖା ପରିଚାଳକ ରଶ୍ମିରଂଜନ ପତିଙ୍କ ପଦୋନ୍ନତି ଦିଆଯାଇ କଟକକୁ ଓ ଅନ୍ୟତମ ଅଧିକାରୀ ମିତାଲି ମଧୁସ୍ମିତାଙ୍କୁ ଭୁବନେଶ୍ୱର କାର୍ଯ୍ୟାଳୟକୁ ବଦଳି କରାଯାଇଛି । ଏଥିପାଇଁ ଟାଉନସିପ ଶାଖାରେ ଉଭୟ
Read More...