Daily Archives

“ବିଶ୍ୱ ସାଇକେଲ ଦିବସ – ୨୦୨୨” ଅବସରରେ ନେହେରୁ ଯୁବା କେନ୍ଦ୍ର ପକ୍ଷରୁ ରାଜ୍ୟସ୍ତରୀୟ ମେଗା ସାଇକେଲ ରାଲିର…

ଭୁବନେଶ୍ୱର, (ପିଆଇବି) : ନେହେରୁ ଯୁବା କେନ୍ଦ୍ର ଖୋର୍ଦ୍ଧା ଏବଂ ଆଞ୍ଚଳିକ ଆଉଟରିଚବ୍ୟୁରୋ, ଭୁବନେଶ୍ୱର ସହ ମିଶି ଭୁବନେଶ୍ୱରର ପିଆଇବି କ୍ୟାମ୍ପସରେ “ବିଶ୍ୱ ସାଇକେଲ ଦିବସ - ୨୦୨୨” ଅବସରରେ ନେହେରୁ ଯୁବା କେନ୍ଦ୍ର ରାଜ୍ୟ ସ୍ତରୀୟ ମେଗା ସାଇକେଲ ରାଲିର ଆୟୋଜନ କରିଥିଲେ । ଏହି
Read More...

ଲିଟୁ ମହାନ୍ତିଙ୍କ ‘ବଡମା’ ସିନେମାରେ ଅଭିନୟ କରିବେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ରାଜନୀତିରୁ ବର୍ତ୍ତମାନ ସାମୟିକ ବିରତି ପରେ ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଚଳଚିତ୍ର ନିର୍ଦ୍ଦେଶକ ଲିଟୁ ମହାନ୍ତିଙ୍କ ଦ୍ୱାରା ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତା ପାର୍ବତୀ ଗିରିଙ୍କ ଜୀବନୀକୁ ନେଇ ପ୍ରସ୍ତୁତ ଚଳଚିତ୍ର 'ବଡ଼ମା'ରେ ଅଭିନୟ କରିବେ ।
Read More...

ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟକୁ ନେଇ ଥାନାର ଦ୍ୱାରସ୍ଥ ହେଲେ ସିନାପାଲି ସାମ୍ବାଦିକ ସଂଘ

ନୂଆପଡା, (ନିରାକାର ମେହେର) : ଜିଲ୍ଲା ସିନାପାଲି ବ୍ଲକ ସାମ୍ବାଦିକମାନଙ୍କ ବିରୁଦ୍ଧରେ ଜଣେ ଯୁବକ ସୋସିଆଲ ମିଡିଆରେ ଏକ ଅଶାଳୀନ ମନ୍ତବ୍ୟ ପୋଷ୍ଟ କରିଥିବା ଅଭିଯୋଗରେ ସିନାପାଲି ସାମ୍ବାଦିକ ସଂଘ ଥାନାର ଦ୍ୱାରସ୍ଥ ହୋଇଥିବା ସୂଚନା ମିଳିଛି । ସମ୍ପୃକ୍ତ ଯୁବକ ଜଣକ ସିନାପାଲି ଥାନା
Read More...

ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲକୁ ପରିଦର୍ଶନ କଲେ ପୌରାଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲର ସୁପରିଟେଣ୍ଡେଣ୍ଟ ଓ ବିଭିନ୍ନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହିତ ୱାର୍ଡକୁ ୱାର୍ଡ ବୁଲି ରୋଗୀମାନଙ୍କୁ ଦେଖା କରି ହସ୍‌ପିଟାଲର ସମସ୍ତ ସମସ୍ୟାର ତୁରନ୍ତ ସମାଧାନ କରିବାକୁ ଉପସ୍ଥିତ ଥିବା ଅଧିକାରୀ
Read More...

ରାସ୍ତାରୁ ଉଠିଗଲାଣି ପିଚୁ, ତଥାପି ଚାଲିଛି ମରାମତି !

ବଲାଙ୍ଗିର ସଦର, (ରାଜେଶ ଦଣ୍ଡାସନା) : ରାସ୍ତା ଉପରୁ ଉଠିଗଲାଣି ପିଚୁ, ତଥାପି ଚାଲିଛି ମରାମତି । ଏହା କି ପ୍ରକାର ରାସ୍ତାକାମ ବୋଲି ସାଧାରଣରେ ଆଲୋଚନା ଜୋର ଧରିଛି । ଏହି ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ତୁଷୁରାବାହାଲ ଗ୍ରାମ ପଞ୍ଚାୟତର ଜିରାଟମାଲ ଦେଇ ଯାଇଥିବା
Read More...

ସମାଜସେବୀଙ୍କ ହସ୍ତକ୍ଷେପ ପରେ କ୍ଷୀରଦେଇ ପାଇଲେ ହୁଇଲ ଚେୟାର

ଭବାନୀପାଟଣା, (ପି. କେ. ସାହୁ) : ଲୋକଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବା ପାଇଁ ସରକାର ବିଭିନ୍ନ ପ୍ରକାର ଯୋଜନା ମାନ କରିଛନ୍ତି । ହେଲେ ଲୋକମାନେ ସଚେତନ ନଥିବାରୁ କୌଣସି ସହାୟତା ପାଇବାରୁ ବଂଚିତ ହେଉଛନ୍ତି । ଏପରି ଏକ ସମସ୍ୟା ଦେଖିବାକୁ ମିଳିଥିଲା ଭବାନୀପାଟଣା ବ୍ଲକ କୂତରୁଖମାର
Read More...

କେନ୍ଦୁପତ୍ର କର୍ମଚାରୀ ଭଗବାନ ଧରୁଆଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ କେନ୍ଦୁପତ୍ର ସେକସନରେ କାର୍ଯ୍ୟରତ କେନ୍ଦୁପତ୍ର କର୍ମଚାରୀ ଭଗବାନ ଧରୁଆଙ୍କର ଚାକିରି କାଳ ଶେଷ ହୋଇଛି । ତାଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସଭା ସଭାପତି ରଘୁନାଥ ବାଗ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଧରୁଆ ଦୀର୍ଘ ୩୦ବର୍ଷ ଧରି
Read More...

ବିକଳାଙ୍ଗ ପ୍ରମାଣ ପତ୍ର ପାଇଁ ହିତାଧିକାରୀ ହଇରାଣ ହେଉଥିବା ଅଭିଯୋଗ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ସିଡିଏମ୍‌ଓ ଅଫିସକୁ ବିକଳାଙ୍ଗ ପ୍ରମାଣ ପତ୍ର ପାଇଁ ପ୍ରବଳ ଗ୍ରୀଷ୍ମରେ ଆସିଥିବା ଅନେକ ହିତାଧିକାରୀ ନିରାଶ ହୋଇ ଫେରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ପ୍ରତିମାସ ୩ ତାରିଖରେ ବିକଳାଙ୍ଗ ପ୍ରମାଣ ପତ୍ର ପାଇଁ ବହୁ ହିତାଧିକାରୀ ସରକାରୀ
Read More...

ଖେଳ ଶିକ୍ଷକ ସରୋଜ ଭୋଇଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ବ୍ଲକ ସରସରା ସରକାରୀ ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷକ ସରୋଜ ଭୋଇଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଦାମ ଚରଣ ସାଙ୍କ ସଭାପତିତ୍ୱରେ ସମ୍ବର୍ଦ୍ଧନା ସଭାରେ ଅତିଥି ଭାବେ ସରପଞ୍ଚଙ୍କ
Read More...

ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ.୨ର ଶାନ୍ତିପଡାରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ପୌରଧ୍ୟକ୍ଷାଙ୍କୁ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ.୨ର ଶାନ୍ତିପଡାରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନକୁ ନେଇ ଆଜି ସ୍ଥାନୀୟ ପୌରପରିଷଦ କାର୍ଯ୍ୟାଳୟରେ ଶାନ୍ତିପଡାର ବାସିନ୍ଦା ମାନେ ପୌରାଧ୍ୟକ୍ଷା ଲିକା ସାହୁଙ୍କୁ ଭେଟି ଏକ ଦାବୀପତ୍ର ପ୍ରଦାନ କରିଛନ୍ତି ।
Read More...