Daily Archives

ଆର୍ଥିକ ସାକ୍ଷରତା ଅର୍ନ୍ତଭୁକ୍ତ କରଣ ସଚେତନତା ଶିବିର ଅନୁଷ୍ଠିତ

-ସ୍ୱଳ୍ପ ସଞ୍ଚୟ କରିବା ଦ୍ୱାରା ଭବିଷ୍ୟତର ଉପକାରିତାପାଟଣାଗଡ଼, (ଗୋରେଖନାଥ ବରିହା) : ରାଜ୍ୟ ସରକାରଙ୍କ ସ୍ୱଳ୍ପ ସଞ୍ଚୟ ଜମା ସଚେତନତା ଶିବିର ପାଟଣାଗଡ ବ୍ଲକ ଅଧିନସ୍ଥ ଭଇଁଷା ପଞ୍ଚାୟତ ଅଫିସ କାର୍ଯ୍ୟାଲୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ବିଜୟ କୁମାର ଶତପଥି
Read More...

ରେପୋ ରେଟ୍‌ରେ ୫୦ ବେସିସ ପଏଣ୍ଟ ବୃଦ୍ଧି କଲା ଭାରତୀୟ ରିଜର୍ଭ ବ୍ୟାଙ୍କ

• ୨୦୨୨-୨୩ରେ ଜିଡିପି ଅଭିବୃଦ୍ଧି ହାର ୭.୨% ରହିବା ନେଇ ପୂର୍ବାନୁମାନ; ମୁଦ୍ରାସ୍ଫୀତି ହାର ୬.୭% ରହିବ• ଏଣିକି ୟୁପିଆଇ ସହ ଯୋଡ଼ି ହେବ କ୍ରେଡିଟ୍‌ କାର୍ଡ, ରୂପେ କାର୍ଡରୁ ହେବ ଆରମ୍ଭ• ଇ-ମ୍ୟାଣ୍ଡେଟ୍‌ କାରବାର ସୀମା ୧୫ ହଜାର ଟଙ୍କାକୁ ବୃଦ୍ଧି• ସମବାୟ ବ୍ୟାଙ୍କମାନଙ୍କ ଦ୍ବାରା ଗୃହ ଋଣର
Read More...

ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଟାଉନ ବାଳିକା ଉଚ୍ଛ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମାରୋହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର
Read More...

ଜିଲ୍ଲା ମହିଳା ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡଠାରେ ବିଜେପି ଜିଲ୍ଲା ମହିଳା ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ପଙ୍କଜିନୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଲାଙ୍ଗିର ସାଂସଦ ସଙ୍ଗିତା କୁମାରୀ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ପୂର୍ବ
Read More...

ଦ୍ୱିତୀୟ ପର୍ଯ୍ୟାୟର ୫ମ ଦିବସରେ ୪୪୫ ରୂପାନ୍ତରିତ ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର : ଦ୍ୱିତୀୟ ପର୍ୟ୍ୟାୟର ୫ମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରୂପାନ୍ତରିତ ୪୪୫ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ବାଲେଶ୍ୱର ଜିଲ୍ଲାର ୧୩୫ ହାଇସ୍କୁଲ, ପୁରୀର ୯୫, ନୟାଗଡ଼ର ୬୦, ଜଗତସିଂହପୁରର ୭୫ ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି ।
Read More...