Daily Archives

କଦମ୍ବପଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଏବିଭିପି ଓଡ଼ିଶାର ପ୍ରାନ୍ତ ଅଭ୍ୟାସ ବର୍ଗ-୨ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ କଦମ୍ବପଡା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଏବିଭିପି ଓଡ଼ିଶାର ପ୍ରାନ୍ତ ଅଭ୍ୟାସ ବର୍ଗ-୨ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ସଭାପତି ଅଧ୍ୟାପିକା ଗାର୍ଗୀ ବାନାର୍ଜୀ ପ୍ରସ୍ତାବ ରଖିଥିବା ବେଳେ ପ୍ରାନ୍ତ ସଂଗଠନ ମନ୍ତ୍ରୀ ବୈଲୋଚନ
Read More...

ଚାଉଲସୁଖା ଗ୍ରାମରେ ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ସଚେତନତା ଅଭିଯାନ ନେଇ ଜିଲ୍ଲାପାଳଙ୍କ ସୂଚନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ତୁରେକେଲା ବ୍ଲକର ଚାଉଲସୁଖା ଗ୍ରାମରେ ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ଏକ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଥିବା ନେଇ ଜିଲ୍ଲାପାଳ ଚଂଚଳ ରାଣା ସୂଚନା ଦେଇଛନ୍ତି । ଏହି ସଚେତନତା ଶିବିରରେ ଅନେକ ଚାଷୀ ଯୋଗ ଦେଇଥିବା ବେଳେ
Read More...