Daily Archives

ବେହେରାମୁଣ୍ଡାରେ ବିଂଝାଲ ସମାଜର ସଚେତନତା ବୈଠକ

ବିଂଝାଲ ସମାଜର ସାମାଜିକ ନିୟମାବଳୀକୁ କଡାକଡି ଭାବେ ପାଳନ କରିବାକୁ ନିଷ୍ପତ୍ତି ପାଟଣାଗଡ, (ଗୋରେଖ ନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ବେହେରାମୁଣ୍ଡା ପଞ୍ଚାୟତ ବେହେରାମୁଣ୍ଡା ଗ୍ରାମରେ ସର୍ବଭାରତୀୟ ବିଂଝାଲ ସମାଜର ଏକ ସାମାଜିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବେଲପଡା
Read More...

ଜେଏସ୍‌ଏମ୍‌ କମର୍ସ କଲେଜରେ ବିଦାୟକାଳୀନ ସମର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜେଏସ୍‌ଏମ୍‌ କମର୍ସ କଲେଜର ବିଦାୟକାଳୀନ ସମର୍ଦ୍ଧନା ଉତ୍ସବ ବଲାଙ୍ଗିର ମାରୱାଡ଼ି ସେବା ସଦନଠାରେ ଆଜି ଅନୁଷ୍‌ଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ପୌର ପରିଷଦର ନିର୍ବାହୀ ଅଧିକାରୀ ବିପିନ ଦୀପ, ସମ୍ମାନିତ
Read More...

୧୯୮୮ ବ୍ୟାଚ୍‌ ଦଶମ ଶ୍ରେଣୀ ପୁରାତନ ଛାତ୍ରୀଛାତ୍ରୀମାନଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ୧୯୮୮ ବ୍ୟାଚ୍‌ ଦ୍ୱାଦଶ ଶ୍ରେଣୀ ପୁରାତନ ଛାତ୍ରୀଛାତ୍ରୀମାନଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ବାଲିଗୁଡା ସହରର ପ୍ରତିଷ୍ଠିତ ହୋଟେଲ ବିଭବ ପରିସରରେ ତିନିଦିନ ଧରି ସଭା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପ୍ରଥମେ ଅଞ୍ଚଳର
Read More...

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ଭାଲୁମୁଣ୍ଡା, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକ୍‌ ଭାଲୁମୁଣ୍ଡା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣଠାରେ ରଥଯାତ୍ରା ପାଇଁ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ପୂଜକ ଧୁବଳେଶ୍ୱର ମିଶ୍ରଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ଆୟୋଜନ କରିବା ବିଷୟରେ ଆଲୋଚନା
Read More...

ଡେଲାଙ୍ଗରେ ଜେଏମଏଫସି କୋର୍ଟ ପ୍ରତିଷ୍ଠା ପାଇଁ ଦାବୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକରେ ଜେଏମଏଫସି କୋର୍ଟ (ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ) ପ୍ରତିଷ୍ଠା ଦାବୀ ନେଇ ରବିବାର ହରିରାଜପୁର କଲ୍ୟାଣ ମଣ୍ଡପ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷ ବାସନ୍ତି ସାହୁଙ୍କ
Read More...

ବର୍ହାମୁଣ୍ଡାରେ ବିରାଟ ପର୍ବ ଉତ୍ସାହ ଉଦ୍ଦୀପନା ସହ ଉଦ୍‌ଯାପିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଗେର୍ଡା ପଞ୍ଚାୟତ ବର୍ହାମୁଣ୍ଡା ଗ୍ରାମରେ ଜୁନ୍‌ ତା୧୦/୬ ରୁ ୧୨/୬ ପର୍ଯ୍ୟନ୍ତ ତିନି ଦିନ ଧରି ବିରାଟ ପର୍ବ ପାଳିତ ହେଉଥିବା ବେଳେ ଆଜି ଉଦ୍‌ଯାପିତ ହୋଇଯାଇଛି । ପ୍ରାରମ୍ଭରେ ପୂର୍ଣ୍ଣ କଳସ ଆଣି ପୂଜା ମଣ୍ଡପରେ ସ୍ଥାପନ ସହ ପୂଜାର୍ଚ୍ଚନା
Read More...

ବିପୁଳ ପରିମାଣର ଗଞ୍ଜେଇ ଜବତ

ଲମତାପୁଟ : ଜଲାପୁଟ ଜବଭଣ୍ଡାର ଦେଇ ଗଞ୍ଜେଇ ଅଣାଯାଇ ନୂଆପୁଟ ଘାଟରେ ଗଚ୍ଛିତ ରଖାଯାଇ ଅନ୍ୟ ରାଜ୍ୟକୁ ଚାଲାଣ ହେଉଥିବା ବେଳେ ନୁଆପୁଟ ନଦୀ ଘାଟରେ ଗଞ୍ଜେଇ ଗଚ୍ଛିତ ହୋଇ ରହିଥିବା ବେଳେ ପୋଲିସ ଚଢାଉ କରି ୩୧ଟି ଗଞ୍ଜେଇ ବସ୍ତା ଜବତ କରିଛି । ଆନ୍ଧ୍ର ସୀମାନ୍ତବର୍ତ୍ତି ଅଞ୍ଚଳରୁ ଗଞ୍ଜେଇ
Read More...

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଚତୁର୍ଦ୍ଧାମୁରତିଙ୍କ ପ୍ରତ୍ୟକ୍ଷ ସ୍ନାନକୁ ଦର୍ଶନ କରିବେ ଭକ୍ତ । ବଡ଼ଦେଉଳ ରତ୍ନ ସିଂହାସନରେ ବର୍ଷତମାମ ମହାପ୍ରଭୁଙ୍କ ସ୍ନାନବିଧି ପାଳନ ହୋଇ ଆସୁଛି । ଦେବସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ
Read More...

ଆଜି ପହିଲି ରଜ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପହିଲି ରଜ । ରଜ ଗୀତରେ କମ୍ପୁଛି ରାଜଧାନୀ । ଘରେ ଘରେ ମହକିବ ପିଠା । ସକାଳୁ ଚକୁଳି, ଇଟିଲି, ସୁଜି କାକରା, ମଣ୍ଡା ଆଉ ପୋଡ଼ ପିଠାର ମଜା ନେବେ ସଭିଏଁ । ନୂଆ ପୋଷାକ ପିନ୍ଧି ଝିଅମାନେ ଦୋଳି ଖେଳିବେ । ନାଚଗୀତ କରିବା ସହ ରଜ ପାନ ଖାଇ ଉତ୍ସବକୁ ବେଶ୍‌
Read More...

ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଉଦଳା : ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଚୁଳିଆପୋଷି କେନାଲ ରାସ୍ତାରୁ ଅଚିହ୍ନା ଯୁବକଙ୍କ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ଉଦଳା ଥାନା ଚୁଳିଆପୋଷି କେନାଲ ରାସ୍ତାରୁ ଆଜି ସକାଳୁ ଜଣେ ଯୁବକଙ୍କ ମୃତଦେହ
Read More...