Daily Archives

ଦୀର୍ଘ ଦୁଇ ଦିନ ପରେ କୂଅରେ ପଡିଥିବା ଗାଈକୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଦଦରା ପଂଚାୟତ ଅନ୍ତର୍ଗତ ଟୋଟୋପଡା ଗ୍ରାମର ଏକ ୨୨ ଫୁଟ୍‌ ଗଭୀର କୂଅରେ ଦୀର୍ଘ ଦୁଇ ଦିନ ହେବ ପଡି ରହିଥିବା ଗାଈକୁ ମୁରିବାହାଲ ଅଗ୍ନିଶମ ବିଭାଗ ଦ୍ୱାରା ଉଦ୍ଧାର କରାଯାଇଥିବା ଜଣାପଡିଛି ।
Read More...

ସ୍ପନ୍ଦନ ଆୟୋଜିତ ସର୍ବଭାରତୀୟ ଆଦିବାସୀ ଥିଏଟର ଓ ନୃତ୍ୟ ମହୋତ୍ସବ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା ଆନୁକୂଲ୍ୟରେ ସ୍ପନ୍ଦନ ଆୟୋଜିତ ଷଷ୍ଠ ସର୍ବ ଭାରତୀୟ ଆଦିବାସୀ ଥିଏଟର ଓ ନୃତ୍ୟ ମହୋତ୍ସବ ସିଭିକ ସେଣ୍ଟରଠାରେ ଉଦ୍‌ଘାଟିତ ହୋଇଯାଇଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବକୁ ମୁଖ୍ୟ ଅତିଥି
Read More...

ଜିଲ୍ଲା ପୂର୍ବତନ ସୈନିକ ସଂଘ ପକ୍ଷରୁ ଭୀମ ପାହାଡରେ ବୃକ୍ଷ ରୋପଣ ଓ ମଂଜି ସିଂଚନ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ମୁକୁନ୍ଦପୁର ପଂଚାୟତ ଅନ୍ତର୍ଗତ ପର୍ୟ୍ୟଟନସ୍ଥଳୀ ଭୀମ ପାହାଡରେ ଜିଲ୍ଲା ପୂର୍ବତନ ସୈନିକ ସଂଘ ପକ୍ଷରୁ ବୃକ୍ଷ ରୋପଣ ଓ ମଂଜି ସିଂଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଂଚାୟତ କାର୍ଯ୍ୟନିର୍ବାହୀ
Read More...

ବାର୍ଦ୍ଧକ୍ୟ ଭତ୍ତା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଥପାପାଲି ଗାଁର ବୃଦ୍ଧ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଥପାପାଲି ଗାଁର ଶଙ୍ଗେଶ୍ୱର ମାଝୀ ନାମକ ଜଣେ ବୃଦ୍ଧ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ବୃଦ୍ଧଙ୍କ ଅଭିଯୋଗ ଅନୁସାରେ ସେ ର୍ପୂବରୁ ବାର୍ଦ୍ଧକ୍ୟ ଭତ୍ତା ପାଇ ଆସୁଥିବା ବେଳେ ଗତ
Read More...

ପୁଡାପଦର ଗାଁରେ ଖାଲି ଥିବା ଅଙ୍ଗନୱାଡ଼ି ପଦବୀ ପୂରଣ ପାଇଁ ଅନ୍ୟ ଗ୍ରାମର ପ୍ରାର୍ଥିନୀଙ୍କୁ ନିଯୁକ୍ତି ଦେଉଥିବା ଅଭିଯୋଗ

ନିଜ ଗାଁର ଆଶାୟୀ ପ୍ରାର୍ଥିନୀ ନିଯୁକ୍ତି ଦେବାକୁ ସିଡିପିଓଙ୍କୁ ଦାବୀପତ୍ର ପ୍ରଦାନ ପାଟଣାଗଡ଼, (ଗୋରେଖନାଥ ବରିହା) : ଅଙ୍ଗନୱାଡ଼ି କର୍ମୀ ନିଯୁକ୍ତି ଖାଲିଥିବା ପଦବୀ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକାଶ ଅନୁଯାୟୀ ଯେଉଁ ଗାଁର ତଥା ୱାଡ଼ ଅନ୍ତର୍ଭୁକ୍ତ ସେହି
Read More...

ଅନାଥ ଛାତ୍ରଛାତ୍ରୀମାନଙ୍କୁ ଆଶୀର୍ବାଦ ଯୋଜନାରେ ସାମିଲ କରିବା ନିମନ୍ତେ ଦାବୀ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ଗ୍ରାମପଞ୍ଚାୟତର ଢୋଲମାନ୍ଦଲ ଗାଁ ମାଝିପଡ଼ାର ଡମ୍ବରୁ ମାଝି ଓ ସ୍ତ୍ରୀ ସାବିତ୍ରୀ ମାଝି ଦୁହେଁ କିଡିନି ଓ ସିକ୍‌ଲିନ୍ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିଲେ । ବର୍ତ୍ତମାନ ଶିଶୁମାନେ ନିଜ ନିରୀହ ବିଧବା
Read More...

ବୀରାଙ୍ଗନା ରାଣୀ ଦୁର୍ଗାବତୀଙ୍କ ୪୫୮ତମ ବଳିଦାନ ଦିବସ ପାଇଁ ପ୍ରସ୍ତୁତି ବୈଠକ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଅଧୀନ ତେଲେନପାଲି ନବରତ୍ନ ଉଚ୍ଚ ବିଦ୍ୟାଳୟ ଠାରେ ଗୋଣ୍ଡୱାନା ଛାତ୍ର ସଂଗଠନ (ଜିଏସ୍‌ୟୁ) ଖପ୍ରାଖୋଲ ତରଫରୁ ଜିଏସ୍‌ୟୁ ସଭାପତି ତନ୍ତ୍ର ଧରୁଆଙ୍କର ସଭାପତିତ୍ୱରେ ଆଗାମୀ ଜୁନ ୨୪ରେ ହେବାକୁ ଥିବା ଗୋଣ୍ଡୱାନା ରାଜ୍ୟର
Read More...

ରଥଯାତ୍ରା ପରିଚାଳନା ନିମନ୍ତେ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ସ୍ୱତନ୍ତ୍ର ସମୀକ୍ଷା ବୈଠକ ପୁରୀ ଟାଉନହଲ‌ରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଭର୍ଚୁଆଲ ଭାବରେ ଯୋଗ ଦେଇ ରଥଯାତ୍ରାର ସଫଳ ପରିଚାଳନା
Read More...

ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗତକାଲି ଜିଲ୍ଲା ବିପର୍ଯ୍ୟୟ ପରିଚାଳନାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସମସ୍ତ ଅଧିକାରୀଙ୍କ ଉପସ୍ଥିତିରେ 'ଟେବୁଲ ଟପ'
Read More...

ବଢୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ଜଣ
Read More...