ବେଲପଡା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ ନେଇ ଜିଲ୍ଲାପାଳଙ୍କ ସୂଚନା
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବେଲପଡା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିବା ନେଇ ଜିଲ୍ଲାପାଳ ଚଂଚଳ ରାଣା ସୂଚନା ଦେଇଛନ୍ତି । ବେଲପଡା ବ୍ଲକର ପିଡବ୍ଲ୍ୟୁଡି ଏବଂ ସାଧାରଣ ବ୍ୟକ୍ତିଙ୍କ ବିବାହ ପାଇଁ ଅଢେଇ!-->…
Read More...
Read More...