Daily Archives

ରାସ୍ତାକଡ଼ରେ ଧକ୍କା ହେଲା କାର୍ : ୧ ମୃତ ୩ ଗୁରୁତର

ଜଳେଶ୍ଵର : ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଗାନ୍ଧିଛକ ଠାରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଆଲୁମିନିୟମ ସେପ୍ଟି ବାଡ଼କୁ ଧକ୍କା ଦେଲା କାର୍ । ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ,
Read More...

ଦାୟିତ୍ୱ ଗ୍ରହଣ କରିବେ ନୂତନ ବିଏମ୍‌ସି କମିଶନର ବିଜୟ ଅମୃତ କୁଲାଙ୍ଗେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଦାୟିତ୍ୱ ଗ୍ରହଣ କରିବେ ନୂତନ ବିଏମ୍‌ସି କମିଶନର ବିଜୟ ଅମୃତ କୁଲାଙ୍ଗେ । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ସେ ବିଏମ୍‌ସି କାର୍ଯ୍ୟାଳୟରେ ପହଞ୍ଚି ଦାୟିତ୍ୱ ନେବେ । ବିଏମ୍‌ସିର ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ୱାଗତ କରିବେ । ଏଥିପାଇଁ ପ୍ରାକ୍‌
Read More...

ନାଳରୁ ନବଜାତକ ଶିଶୁ ପୁତ୍ର ଉଦ୍ଧାର

ଯାଜପୁର : ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଉଦୟପୁର ଗାଁରେ ଏକ ନାଳରୁ ନବଜାତକ ଶିଶୁ ପୁତ୍ର ଉଦ୍ଧାର ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, ସୁକିନ୍ଦା ବ୍ଲକ ଅନ୍ତର୍ଗତ ଉଦୟପୁର ଗାଁରେ ଆଜି ସକାଳ ସମୟରେ କିଛି ମହିଳା ସେହିବାଟ ଦେଇ ଯାଉଥିବା ବେଳେ ଶିଶୁଟି ନାଳରେ ପଡିଥିବା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭ ଜଣ
Read More...

ଇସ୍କନ ପକ୍ଷରୁ ଜାରି ମହାପ୍ରଭୁଙ୍କ ବ୍ୟଙ୍ଗ ଚିତ୍ରକୁ ବିରୋଧ କରି କାର୍ଯ୍ୟାନୁଷ୍ଠାନ ଦାବୀ କଲେ ସେବାୟତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଇସ୍କନ ପକ୍ଷରୁ ଜାରି ମହାପ୍ରଭୁଙ୍କ ବ୍ୟଙ୍ଗ ଚିତ୍ରକୁ ବିରୋଧ କରି କାର୍ଯ୍ୟାନୁଷ୍ଠାନ ଦାବୀ କରିଛନ୍ତି ସେବାୟତ । ମହାପ୍ରଭୁଙ୍କ ଅନବସର ନେଇ ଇସ୍କନ ପକ୍ଷରୁ ଜାରି ହୋଇଥିବା ଏକ ବ୍ୟଙ୍ଗଚିତ୍ରରେ ମହାପ୍ରଭୁଙ୍କୁ ଅଟହାସ୍ୟ କରିବା ଭଳି ଦୃଶ୍ୟ ରହିଛି । ଏହି
Read More...

ବନ୍ଧୁକରୁ ଗୁଳି ଫୁଟାଇ ମହିଳାଙ୍କ ଠାରୁ ସୁନାଚେନ୍‌ ଓ ମୋବାଇଲ ଲୁଟି ନେଲେ ଦୁର୍ବୃତ୍ତ

ଉଦଳା : ବନ୍ଧୁକରୁ ଗୁଳି ଫୁଟାଇ ମହିଳାଙ୍କ ଠାରୁ ସୁନାଚେନ୍‌ ଓ ମୋବାଇଲ ଲୁଟି ନେଲେ ଦୁର୍ବୃତ୍ତ । ଏହିପରି ଅଭାବନୀୟ ଘଟଣା ଘଟିଛି କପ୍ତିପଦା ଥାନା ମହୁଲଡିହା ଗ୍ରାମରେ । ମିଳିଥିବା ସୂଚନା ଅନୁସାରେ କପ୍ତିପଦା ଥାନା ମହୁଲଡିହା ଗ୍ରାମର ପୁଷ୍ପିତା ପଣ୍ଡା ଏବଂ ତାଙ୍କ ଝିଅ ପ୍ରାଚୀପ୍ରଭା
Read More...

ସିଏସ୍‌ଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଖଲ୍ଲିକୋଟ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ଖାଦ୍ୟ ଓ ଯୋଗାଣ ବିଭାଗର ସିଏସ୍‌ଓ ଅନାଦି ଚରଣ ସେଠୀ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ଜଣାପଡିଛି । ଏଥି ସହିତ ଏକା ସାଙ୍ଗେ ୫ଟି ସ୍ଥାନରେ ରେଡ୍‌ ଚାଲିଥିବା ସୂଚନା ମିଳିଛି । ସୂଚନା ମୁତାବକ, ଆୟ ବହିର୍ଭୂତ
Read More...

ଜ୍ୱରରେ ପୀଡିତ ମହାପ୍ରଭୁଙ୍କ ଚାଲିଛି ଗୋପନ ଉପଚାର

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଜ୍ୱରରେ ଅସୁସ୍ଥ ମହାପ୍ରଭୁଙ୍କ ରୋଗ ଉପଚାର ବୈଦ୍ୟଙ୍କ ମାର୍ଗଦର୍ଶନରେ ଆରମ୍ଭ ହୋଇଛି । ଶନିବାର ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଫିଟିବା ପରେ ଉପଚାର ବିଧିକୁ ଦଇତାପତି ସେବକ ଆରମ୍ଭ କରିଛନ୍ତି । ସ୍ନାନବେଦୀରେ ୧୦୮ ଗରା ଜଳ ସ୍ନାନପରେ
Read More...

ନରସିଂହପୁର ଗୁଳିବିଦ୍ଧ ଦନ୍ତାହାତୀର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟଣାରେ ୩ ଗିରଫ

ଆଠଗଡ : ନରସିଂହପୁର ଗୁଳିବିଦ୍ଧ ଦନ୍ତାହାତୀର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟଣାରେ ୩ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି । ଗିରଫ ହୋଇଥିବା ଶିକାରୀମାନେ ସୂର୍ଯ୍ୟମଣି ନାୟକ (୪୨), ଗଙ୍ଗାଧର ନାୟକ (୬୨) ଏବଂ ଦିବାକର ସାହୁ ବୋଲି ଜଣାପଡିଛି । ଗିରଫ ଅଭିଯୁକ୍ତଙ୍କ ଘର ନରସିଂହପୁର ଥାନା
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ଇଟାଲୀ ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ରୋମ୍‌କୁ ଯାତ୍ରା କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ବ୍ୟକ୍ତିଗତ ସଚିବ (୫-ଟି) ଭିକେ ପାଣ୍ଡିଆନ୍‌ ଏବେ ଦିଲ୍ଲୀରେ ଅଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଶିଳ୍ପ
Read More...