Daily Archives

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଝାରବନ୍ଧ ବ୍ଲକ ଜଗଦଳପୁର ସରକାରୀ ଡାକ୍ତରଖାନା ପଡିଆରେ ସିଆର୍‌ପିଏଫ୍‌ ୧୮୯ ବାଟାଲିୟନ ଜଗଦଳପୁର, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଜଗଦଳପୁର, ଭାଜପା ଜଗଦଳପୁର ମଣ୍ଡଳ ସହିତ ଅଞ୍ଚଳର ବହୁ ନାଗରିକଙ୍କ ସହିତ ମିଳିତ ଭାବେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ
Read More...

ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ଭବାନୀପାଟଣା, (ପି.କେ. ସାହୁ) : ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଲୟ ଅଧିନସ୍ଥ ନେହେରୁ ଯୁବକେନ୍ଦ୍ର ଶାଖା କଳାହାଣ୍ଡି ଦ୍ୱାରା ୮ମ ଅନ୍ତର୍ଜାତୀୟ ଯୋଗ ଦିବସ ଭବାନୀପାଟଣା ସହରର ରିଜର୍ବ ପଡିଆଠାରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ସହର ଅନେକ ସଂଗଠନର
Read More...

ପଦ୍ମପୁରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜୁନ ୨୧ ତାରିଖ ମଙ୍ଗଳବାର ଦିନ ପଦ୍ମପୁର ସ୍ଥିତ ରାଜାଜୀ ଟାଉନ ହଲଠାରେ ଯୋଗ ମହୋତ୍ସବ ସମିତି, ପଦ୍ମପୁର ତରଫରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ନୂଆପାଲି ସ୍ଥିତ ନବପ୍ରଭାତ ଗୁରୁକୁଳ ଆଶ୍ରମରୁ ଆଚାର୍ଯ୍ୟ ବୃହସ୍ପତି ଶାସ୍ତ୍ରୀ
Read More...

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ୮ମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଆଇଟିଆଇ ପରିସରରେ ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ୮ମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆଜି ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ସାମାଜିକ ଦୂରତା ରକ୍ଷା କରି ଯୋଗ ଗୁରୁ ଅଶୋକ ଖମାରୀଙ୍କ ମାର୍ଗଦର୍ଶନ ଅନୁସାରେ ଯୋଗ ଦିବସ
Read More...

ଦମକିପାଲିଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସରକାରୀ ଉ.ପ୍ରା. ବିଦ୍ୟାଳୟ ଦମକିପାଲିଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସବିତା ଭୋଇ ଯୋଗ ଓ ପ୍ରାଣାୟାମର ଉପକାରିତା ସମ୍ବନ୍ଧରେ ଛାତ୍ରଛାତୀଙ୍କୁ ବୁଝାଇବା ସହ ଯୋଗ ଶିକ୍ଷା ପ୍ରଦାନ କରିଥିଲେ ଓ
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶ୍ରୀରାମନଗରରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଆନୁକୂଲ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ଅଭିଭାବକ, ପୂର୍ବତନ ଛାତ୍ରଛାତ୍ରୀ,
Read More...

ରାମଚନ୍ଦ୍ରପୁର ସ୍ଥିତ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଅଷ୍ଟମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ସ୍ଥିତ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଅଷ୍ଟମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ପ୍ରଶିକ୍ଷକ ଅମ୍ବରିଶ ଷଡଙ୍ଗୀ ଏବଂ ଆୟୁଷ ଡାକ୍ତର ଲଳିତ କୁମାର ସାହୁଙ୍କ ତତ୍ଵାବଧାନରେ ଏକ ଯୋଗ କର୍ମଶାଳା ଅନୁଷ୍ଠିତ ହୋଇଥିଲା
Read More...

ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ । ୨୦୧୫ ଠାରୁ ପ୍ରତିବର୍ଷ ଆନ୍ତର୍ଜାତୀୟ ଯୋଗ ଦିବସ ଜୁନ୍ ୨୧ରେ ପାଳନ କରାଯାଇଆସୁଛି । ଯୋଗ ହେଉଛି ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ ଯାହା ଭାରତରେ ଉତ୍ପନ୍ନ ହୋଇଥିଲା । ଏହି ଅବସରରେ ଆଜି ଜେଏସ୍‌ଏମ୍‌ ବାଣିଜ୍ୟ
Read More...

ଖଟଖଟିଆରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କଣ୍ଟାମାଲ, (ମମତା ମହାକୁର) : କଣ୍ଟାମାଲ ବ୍ଲକ ଖଟଖଟିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସମୀର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯୋଗ ଶିବିରରେ ଶିକ୍ଷକ ରଂଜୁ ଅମାତ ଯୋଗର ଉପକାରିତ ସମ୍ପର୍କରେ ଆଲୋଚନା
Read More...

ଚଟୁଅନକା ପଞ୍ଚାୟତରେ ଯୋଗ ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଚଟୁଅନକା ଗ୍ରାମରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି । ଚଟୁଅନକାସ୍ଥିତ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରଞ୍ଚି ନାରାୟଣ ଦାଶଙ୍କ ନେତୃତ୍ୱରେ ବିଦ୍ୟାଳୟରେ
Read More...