Daily Archives

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନାରାୟଣ ଦାସଙ୍କର ପରଲୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀ ନାରାୟଣ ଦାସଙ୍କର ଗତକାଲି ଭୁବନେଶ୍ୱରରେ ପରଲୋକ ହୋଇଯାଇଛି । ରାଉରକେଲାର ନିବାସୀ ତଥା ଭୁବନେଶ୍ୱରରେ ଚିକିତ୍ସତ ହେଉଥିଲେ ସେ । ତାଙ୍କ ଅକାଳ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ
Read More...

ହରିଶଙ୍କର ଠାରେ ସରପଞ୍ଚ ସଂଘର ବୈଠକ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ସରପଞ୍ଚ ସଂଘର ବୈଠକ ରବିବାର ହରିଶଙ୍କର ସ୍ଥିତ ଫରେଷ୍ଟ ବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଛି । ଲୁହାସିଂହା ସରପଞ୍ଚ ସିମାଞ୍ଚଲ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକର ୨୧ ଟି ପଞ୍ଚାୟତର ସରପଞ୍ଚ ଯୋଗ ଦେଇଥିଲେ
Read More...

ଦୁର୍ନୀତିର ତଦନ୍ତ ଏବଂ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଲଙ୍କୁ ଭେଟିଲେ ଗୁଦେରପାଲି ସରପଞ୍ଚ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକରେ ବରଗଡ଼ ଜିଲ୍ଲାପାଳ ମନିଷା ବାନାର୍ଜୀଙ୍କ ଅଭିଯୋଗ ଶୁଣାଣିରେ ଗୁଦେରପାଲି ଗ୍ରାମ ପଞ୍ଚାୟତରେ ସରକାରୀ ଅନୁଦାନରୁ ୨୦୧୬ ମସିହାରୁ ଆରମ୍ଭ ହୋଇଥିବା ଏକ ଅର୍ଦ୍ଧ ନିର୍ମିତ ନିମ୍ନ ମାନର ଦୁଇ ମହଲା ବିଶିଷ୍ଟ କଲ୍ୟାଣ ମଣ୍ଡପ
Read More...