Daily Archives

ବରଗଡ଼ ଜିଲ୍ଲାରେ ୪୧ ମିମି ବର୍ଷା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗତକାଲି ରାତିଠାରୁ ଆଜି ପର୍ଯ୍ୟନ୍ତ ୪୧.୪ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି । ପାଣି ପାଗ ବିଭାଗ ଆକଳନରୁ ଜଣାପଡିଛି ଯେ, ଦିନର ଆଦ୍ରତା ୮୧ ଶତକଡା ରହିଥିବା ବେଳେ ପାଗ ମେଘୁଆ ରହିଛି । ଆଜିର ତାପମାତ୍ରା ସର୍ବାଧିକ
Read More...

ପେଲେସ ନିକଟରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂର୍ଘଷ : ଜଣେ ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁଇ ଗୋଷ୍ଠୀ ମଧ୍ୟରେ ସଂର୍ଘଷ । ସଂର୍ଘଷରେ ଜଣେ ଗୁରୁତର ଆହତ । ସ୍ଥାନୀୟ ଶୈଳେଶ୍ରୀ ପେଲେସ ନିକଟରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂର୍ଘଷ ଘଟି ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ଜଣଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୫ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୬ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ସୁବର୍ଣ୍ଣପୁରରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରଜ ମହୋତ୍ସବ ପାଳିତ

ଯେ କୌଣସି ପର୍ବ ପର୍ବାଣୀ ଜନ ଜୀବନକୁ ଉତ୍‌ଫୁଲ୍ଲିତ କରିବା ସହ ସାମାଜିକ, ଆଧ୍ୟାତ୍ମିକ, ବୌଦ୍ଧିକ ଓ ଅର୍ଥନୈତିକ ବିକାଶ କରିଥାଏ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣପୁର ସ୍ଥିତ ଜିଲ୍ଲା ସଂସ୍କୃତି ଭବନ ପ୍ରେକ୍ଷାଳୟରେ ଜିଲ୍ଲା ପ୍ରଶାସନ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
Read More...

ପ୍ରକଳ୍ପ ନିର୍ଦ୍ଦେଶକ ଡିଆରଡିଏଙ୍କ ଦ୍ୱାରା ବିନିକା ବ୍ଲକ କାର୍ଯ୍ୟର ସମୀକ୍ଷା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ନିହାର ରଞ୍ଜନ କଁହର ବିନିକା ବ୍ଲକ ଗସ୍ତରେ ଆସି ବ୍ଲକ ଦ୍ୱାରା କାର୍ଯ୍ୟକାରି କରାଯାଉଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ବିଶେଷ କରି ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ
Read More...

ବାଲ୍ୟ ବିବାହ ନିରାକରଣ ନିମନ୍ତେ ଟେଣ୍ଟ ହାଉସ ମାଳିକ, ପୂଜକ ଓ ବିଭିନ୍ନ ସମାଜ ନେତୃବୃନ୍ଦଙ୍କ ସହ ଜିଲ୍ଲାପାଳଙ୍କ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଦ୍ୱାରା ଜିଲ୍ଲପାଳଙ୍କ ସଭା ଗୃହରେ ବାଲ୍ୟ ବିବାହ ନିରାକରଣ ନିମନ୍ତେ ଜିଲ୍ଲାର ଟେଣ୍ଟ ହାଉସ ମାଳିକ, ପୂଜକ ଓ ବିଭିନ୍ନ ସମାଜ ନେତୃବୃନ୍ଦଙ୍କ ସହ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଆରକ୍ଷୀ
Read More...

କନ୍ଧମାଳର ନୂତନ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଦାୟିତ୍ୱ ଗ୍ରହଣ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଥିବା ଜିଲ୍ଲାପାଳ ଡା.ଵୃନ୍ଦା ଡିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ବୃନ୍ଦା ଡିଙ୍କୁ ଓ ଏସଏମସିଏଲ, ଭୁବେନଶ୍ୱରକୁ
Read More...

ଆଧୁନିକ କଳାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ ଶତବାର୍ଷିକୀ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ବିଦ୍ୟୁତ୍ କଲୋନୀ ସରକାରୀ ୟୁ.ପି ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ କଳାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ ଶତବାର୍ଷିକୀ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର
Read More...

ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ

ରାଇରଙ୍ଗପୁର : ବିଶୋଇ ଥାନା ଅଧୀନ ମଣଦାଠାରେ ବଜ୍ରପାତରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଦୁଇ ମୃତକ ହେଲେ ମଣଦା ଅଂଚଳର ସୁଶାନ୍ତ ଗିରି ଓ ଜଲେ ପିଙ୍ଗୁଆ । କାମ ସାରି ଘରକୁ ଫେରୁଥିବା ବେଳେ ବଜ୍ରପାତରେ ସୁଶାନ୍ତ ଓ ଜଲେଙ୍କ ମୃତ୍ୟୁ ଘଟିଥିଲା । ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ
Read More...

ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଓଡ଼ିଶାର ଝିଅଙ୍କୁ ସମର୍ଥନ କରନ୍ତୁ : ନବୀନ

ଭୁବନେଶ୍ୱର : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ ପାଇଁ ନିବେଦନ କରିଛନ୍ତି । ଆଜି ଟ୍ୱିଟ୍ ଜରିଆରେ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ସମର୍ଥନ କରିବାକୁ ନବୀନ ନିବେଦନ କରିଛନ୍ତି । ଦଳମତ ନିର୍ବିଶେଷରେ ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ
Read More...