Daily Archives

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪ ଜଣ
Read More...

ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବିବିଧ ଯୋଜନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବିବିଧ ଯୋଜନା ସେମାନଙ୍କ ସାମାଜିକ ସୁରକ୍ଷା ସୁନିଶ୍ଚିତ କରୁଛି । କାର୍ଯ୍ୟ ଉପକରଣ ସହାୟତାଠାରୁ ଆରମ୍ଭ କରି ଶିକ୍ଷାବୃତ୍ତି ଏବଂ ଦକ୍ଷତା ଅଭିବୃଦ୍ଧି ସହାୟତା ବ୍ୟବସ୍ଥା ଦ୍ୱାରା ନିର୍ମାଣ ଶ୍ରମିକମାନେ
Read More...

ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ବରିହାଙ୍କ ଭଉଣୀ ବିନ୍ଦୁ ବରିହାଙ୍କ ଅକାଳ ବିୟୋଗ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଗେର୍ଡା ପଞ୍ଚାୟତ ଦାବମାଲ ଗ୍ରାମର ସ୍ୱର୍ଗତ ବିଶିଷ୍ଟ ନାଏବ ସରପଞ୍ଚ ତଥା ବିଂଝାଲ ସମାଜ ସଭାପତି ଦୂର୍ଯ୍ୟୋଧନ ବରିହାଙ୍କ ବଡ଼ ବୋହୂ ତଥା ଟଙ୍କଧର ବରିହାଙ୍କ ଧର୍ମପତ୍ନୀ ତଥା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ବରିହାଙ୍କ ଭଉଣୀ ବିନ୍ଦୁ
Read More...

ଆଜି ଦ୍ରୌପଦୀ ମୁର୍ମୁଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର : ଆଜି ଦିଲ୍ଲୀ ଯିବେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନବନ୍ଦରରୁ ସକାଳେ ଦିଲ୍ଲୀ ଯାତ୍ରା କରିଥିବା ସୂଚନା ମିଳିଛି । ଦ୍ରୌପଦୀଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ କରିଥିବା ବେଳେ ଦ୍ରୌପଦୀଙ୍କୁ ନେଇ ସାରା ରାଜ୍ୟରେ ଖୁସିର ମାହୋଲ ଦେଖିବାକୁ
Read More...

୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ : ପ୍ରତ୍ୟେକ ବାଟାଲିଅନ ପାଇଁ ୨୨୧ ପଦବୀ…

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଞ୍ଜୁରୀ । ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି । ଆହୁରି ୧୩୨ଟି ପଦବୀ ଆଉଟ୍‌ ସୋର୍‌ସିଂ ଜରିଆରେ ମଧ୍ୟ
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୮ ମୃତ

ଲକ୍ଷ୍ନୌ : ଉତ୍ତରପ୍ରଦେଶର ହମିରପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ଏନ୍‌ଏଚ୍‌ ୩୪ରେ ପିକ୍‌ଅପ୍‌ ଏବଂ ଅଟୋ ମଧ୍ୟରେ ଧକ୍କା ହୋଇଥିଲା । ଏହି ଦୁର୍ଘଟଣା ମୌଦଡା ପୋଲିସ ଷ୍ଟେସନ ଅଞ୍ଚଳର ମାକରାଓଁ ଗ୍ରାମ ନିକଟରେ ଘଟିଛି ।
Read More...

ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନାର ଖୁଟୁଗାଁ ଗ୍ରାମରେ ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ । ଘରୋଇ କଳହକୁ କେନ୍ଦ୍ର କରି ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ଲହୁଣୀପଡ଼ା ଥାନାର ଖୁଟୁଗାଁ ଗ୍ରାମର ବଡ଼ ଭାଇ ବିଶୁ କୁମାର
Read More...

ବାଲି ବୋଝେଇ ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ନିଶ୍ଚିନ୍ତକୋଇଲି : ବାଲି ବୋଝେଇ ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅନ୍ତର୍ଗତ ବନ୍ଧକାଟିଆ ପଞ୍ଚାୟତ ଫତେପୁର ଗ୍ରାମର ବିଷ୍ଣୁଚରଣ ସିଂ ୪୭ ବର୍ଷ ସାଇକେଲ ଯୋଗେ ଆସୁଥିବା ବେଳେ ତିଳକଣା ପଞ୍ଚାୟତ ଅଫିସ
Read More...

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟ ଚିକିତ୍ସାଳୟ ବୁଲିଲେ କନ୍ଧମାଳ ଜିଲ୍ଲାପାଳ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ବୁଧବାର ଆଶିଷ୍‌ ଈଶ୍ୱର ପାଟିଲ୍‌ ଦାୟିତ୍ୱ ଗ୍ରହଣ କରିବା ପରେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ଗସ୍ତ କରିଥିଲେ । ମୁଖ୍ୟ ଚିକିତ୍ସାଳୟର କର୍ମଚାରୀମାନେ ଜିଲ୍ଲାପାଳଙ୍କୁ ଚିହ୍ନିନଥିବା ବେଳେ କେବଳ ଗାଡ଼ିକୁ ଦେଖି ସମସ୍ତ ଏକ ପ୍ରକାର ସଜାଗ
Read More...

ଆସନ୍ତାକାଲି ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଜୁଲାଇ ୧୮ରେ ହେବାକୁ ଥିବା ଏହି ନିର୍ବାଚନ ପାଇଁ ଭାଜପା ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ପକ୍ଷରୁ ୟଶୱନ୍ତ ସିହ୍ନାଙ୍କୁ ପ୍ରାର୍ଥୀ କରାଯାଇଛି । ଆସନ୍ତାକାଲି ଅର୍ଥାତ୍‌ ଜୁନ୍‌ ୨୪ରେ ଏନଡିଏ
Read More...