Daily Archives

ଅଗ୍ନିପଥ ଯୋଜନା ବାତିଲରେ ପ୍ରତିବାଦ ବିକ୍ଷୋଭ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅଗ୍ନିପଥ ଯୋଜନା ବାତିଲର ପ୍ରତିବାଦରେ ଆଜି ଜୟ କିଷାନ ଆନ୍ଦୋଳନ ଓ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ବରଗଡ଼ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ (ଗାନ୍ଧୀ ଛକରେ) ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଲିଙ୍ଗରାଜଙ୍କ ନେତୃତ୍ୱରେ ସଭ୍ୟମାନେ ବିଭିନ୍ନ ସ୍ଲୋଗାନ
Read More...

ଜିଲ୍ଲା ପରିଷଦ ଷ୍ଟାଣ୍ଡିଂ କମିଟିର ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ ଷ୍ଟାଣ୍ଡିଂ କମିଟିର ଏ'ର ବୈଠକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ସଂସ୍ଥାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଏଥିରେ ପରିଷଦର ଅଧ୍ୟକ୍ଷା ମାମିନୀ ଭୋଇଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ
Read More...

ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ

ବାଙ୍କୀ : ଓଡ଼ିଶା ରକ୍ତ ଭଣ୍ଡାର ଭୂବନେଶ୍ୱର ସହାୟତାରେ ସ୍ଥାନୀୟ ଡମପଡ଼ା ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଏକ ରକ୍ତଦାନ ଶିବିର ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଚିତ୍ତରଞ୍ଜନ ରଣାଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ମହାବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ପରିଚାଳନାରେ ଅନୁଷ୍ଠିତ
Read More...

ବୁଲା ଷଣ୍ଢକୁ ଉଦ୍ଧାର କଲା ଅଗ୍ନିଶମ ଦଳ

ସମ୍ବଲପୁର : ଆଜି ସକାଳ ସମୟରେ ସ୍ଥାନୀୟ ଦୁର୍ଗାପାଲି ଠାରେ ନିର୍ମାଣାଧିନ ଫ୍ଲାଇ ଓଭର ବ୍ରିଜର ଏକ ପିଲର୍‌ର ସାଙ୍କୁରିଆ ଗୋଲେଇ ଠାରେ ଏକ ବୁଲା ଷଣ୍ଢ ଫଶି ରହି ଯାଇଥିଲା । ବହୁ ଚେଷ୍ଟା ସତ୍ୱେ ଷଣ୍ଢକୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନ ପାରିବାରୁ ଅଗ୍ନିଶମ ଦଳକୁ ଖବର ଦେବାରୁ ଏକ ୬ ଜଣିଆ ଦଳ
Read More...

ଲାଞ୍ଚ ନେଲା ବେଳେ ଧରାପଡିଲେ ବିଇଓ ଅଫିସର ମୁଖ୍ୟ କିରାଣୀ

ଭବାନୀପାଟଣା, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ବିଇଓ ଅଫିସର କାର୍ଯ୍ୟରତ ମୁଖ୍ୟ କିରାଣୀ ଯୁଧିଷ୍ଠିର ହରିଜନ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଜଣାପଡିଛି । ସୂଚନାଯୋଗ୍ୟ, କଲମପୁର ବ୍ଲକ ମାଠିଆପଡା ସ୍କୁଲର ଅବସରପ୍ରାପ୍ତ ଶିକ୍ଷକ ଗୁଣନିଧି ନାଏକଙ୍କୁ ତାଙ୍କ
Read More...

ଧରାପଡ଼ିଲେ ଡକାୟତ ଦଳ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ଥାନା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସକ୍ଷମ ହୋଇଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ ବରପାଲି ଥାନା ବନ୍ଧପାଲି ଗ୍ରାମର ଅକ୍ଷୟ ମହାନନ୍ଦ(୨୨), ଗୁପେ ଓରଫ ପୂର୍ଣ୍ଣଚନ୍ଦ୍ର ସାହୁ(୨୨) ଏବଂ ବିଶ୍ୱନାଥ ମହାନନ୍ଦ(୧୯) । ସେମାନଙ୍କ ବିରୋଧରେ
Read More...

ଥାନା ସମ୍ମୁଖରେ ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଡାକ୍ତରଖାନାରେ ଆଖି ବୁଜିଲେ ଗୁଣନିଧି

କଟକ : କଟକ ଜିଲ୍ଲା କିଶନ ନଗର ଥାନା ଆଗରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଗୁଣନିଧି ବିଶୋଇଙ୍କ ମୃତ୍ୟୁ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଗୁରୁବାର ସେ ଥାନା ଆଗରେ ପୋଲିସ ସାହାଯ୍ୟ ନ କରିବାକୁ ବିରୋଧ କରି ପେଟ୍ରୋଲ
Read More...

ଖଲିଆପାଲିରେ ରାଣୀ ଦୂର୍ଗାବତୀଙ୍କ ୪୫୯ତମ ବଳିଦାନ ଦିବସ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଶୁକ୍ରବାର ଦିନ ୧୧ଟା ସମୟରେ ଦେଓଗାଁ ବ୍ଲକ୍ ସିଂହା ମୁଣ୍ଡା ପଞ୍ଚାୟତ ଖଲିଆପାଲିରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ଦେଓଗାଁ ବ୍ଲକ୍ ଆୟୋଜନ ସମିତି ପକ୍ଷରୁ ୪୫୯ତମ ବିରଙ୍ଗଣା ରାଣୀ ଦୂର୍ଗାବତୀଙ୍କ ବଳିଦାନ ଦିବସ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ଶ୍ରଦ୍ଧା ତରଫରୁ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗଙ୍କ ପାଇଁ ପ୍ରତିବଦ୍ଧତା ଥିବା ସାମାଜିକ ଅନୁଷ୍ଠାନ ଶ୍ରଦ୍ଧା ତରଫରୁ ସେକ୍ଟର ୧୬ ସ୍ଥିତ ନିଜସ୍ୱ କାର୍ଯ୍ୟାଳୟ ଠାରେ ଆଇନଗତ ଅଭିଭାବକ ସଂପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରଦ୍ଧାର ସଭାପତି ପଶୁପତିନାଥ ଚାଟାର୍ଜୀଙ୍କ
Read More...

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୪ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...