Daily Archives

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ପାଠାଗାରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ବିଭୁଦତ୍ତ ବେହେରାଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ବିକ୍ରମ
Read More...

ଗୋପାଳପୁର ବନ୍ଦର ପକ୍ଷରୁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା କେନ୍ଦ୍ର ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବନ୍ଦରର ପାର୍ଶ୍ବବର୍ତ୍ତୀ ଅଞ୍ଚଳର ଜନସାଧାରଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାର ଲକ୍ଷ୍ୟରେ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷ ପକ୍ଷରୁ ଏହାର ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ଅଧୀନରେ ନିକଟସ୍ଥ କାଳୀପଲ୍ଲୀ ପଞ୍ଚାୟତର
Read More...

ଜେଜେ ମାଆଙ୍କର ଶୁଦ୍ଧି କାର୍ଯ୍ୟକୁ ଆସି ଜଣେ ନାବାଳକଙ୍କ ଜଳ ଗଣ୍ଡରେ ମୃତ୍ୟୁ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ୍ ପୋଡାପଦର ଗ୍ରାମପଞ୍ଚାୟତ ଅଧୀନ ହୁମ୍ବର ଗ୍ରାମରେ ଶନିବାର ଦିନବେଳା ଗାଁ ପୋଖରୀରେ ଦୁଇ ନାବାଳକ ବୁଡ଼ି ଯାଇଥିଲେ । ସ୍ଥାନୀୟ ଲୋକଙ୍କ ନଜରକୁ ଆସିବା ପରେ ସେ ଦୁଇଜଣଙ୍କୁ ଜଳ ଗଣ୍ଡରୁ ଉଦ୍ଧାର କରାଯାଇ ଛତ୍ରପୁର
Read More...

ରୋତ କୃଷି ସେବା ସମବାୟ ସମିତିରେ ତାଲା ପକାଇଲେ ଚାଷୀ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ରୋତ କୃଷି ସେବା ସମବାୟ ସମିତିରେ ଚାଷୀମାନେ ତାଲା ପକାଇଥିବା ଜଣାପଡିଛି । ଚାଷୀଙ୍କ କହିବା ଅନୁସାରେ ରବି ଧାନ ବିକ୍ରି ପାଇଁ ପଞ୍ଜିକରଣ କରିଥିବା ଅନେକ ଚାଷୀ ଟୋକନ ପାଇ ନାହାନ୍ତି । ରବି ଧାନ ବିକ୍ରି ପାଇଁ ଟୋକନ ମିଳିନଥିବାରୁ ଧାନ
Read More...

ଦଣ୍ଡାଦେଶ ଶୁଣି କୋର୍ଟ ପରିସରରୁ ଫେରାର ହେଲା ନିଶା ବେପାରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦଣ୍ଡାଦେଶ ଶୁଣିବା ପରେ ଭୁବନେଶ୍ୱର କୋର୍ଟ ପରିସରରୁ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଥିବା ଜଣାପଡିଛି । ସୂଚନାନୁସାରେ ଫେରାର ଅଭିଯୁକ୍ତ ଜଣକ ହେଲେ ନିଶା ବେପାରୀ ବିଜୟ ମାଣିଆ । ନିଶା କାରବାରରେ ବିଜୟ ମାଣିଆ ଗିରଫ ହୋଇଥିଲା । ଏହି ମାମଲାର ଶୁଣାଣି କରି
Read More...

ଅନ୍ତର୍ଜାତୀୟ ନିଶା ଦ୍ରବ୍ୟର ବ୍ୟବହାର ଓ ଅବୈଧ ତସ୍କରୀ ନିରାକରଣ ଦିବସ ପାଳନ

ନିଶା ଦ୍ରବ୍ୟରକୁ ଅଭ୍ୟାସ ଓ ଅବୈଧ ତସ୍କରୀକୁ ରୋକିବା ନିମନ୍ତେ ସବୁ ସ୍ତରରେ ଆନ୍ତରିକ ଉଦ୍ୟମ ରହିବା ଆବଶ୍ୟକ - ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ସାମାଜିକ ସୁରକ୍ଷା ବିଭାଗ ତଥା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ
Read More...

ତେଲେନପାଲିରେ ରାଣୀ ଦୂର୍ଗାବତୀଙ୍କ ୪୫୮ତମ ବଳିଦାନ ଦିବସ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ତେଲେନପାଲି ପଞ୍ଚାୟତ ସ୍ଥାନୀୟ ବଜାର ପ୍ରାଙ୍ଗଣରେ ଗୋଣ୍ଡୱାନା ସାମ୍ରାଜ୍ୟର ମହାନ ବିରଙ୍ଗନା ରାଣୀ ଦୁର୍ଗାବତୀଙ୍କର ୪୫୮ତମ ବଳିଦାନ ଦିବସ ପାଳିତ ହୋଇଯାଇଛି । ଉକ୍ତ ସହୀଦ ଦିବସରେ ଗୋଣ୍ଡୱାନା ଛାତ୍ର ସଂଗଠନ(ଜିଏସ୍‌ୟୁ)
Read More...

ଆନ୍ତର୍ଜାତୀୟ ନିଶାନିବାରଣ ଦିବସ ଉପଲକ୍ଷେ ସଚେତନତା ରାଲି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆନ୍ତର୍ଜାତୀୟ ନିଶା ନିବାରଣ ଦିବସ ଅବସରରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଶା ମୁକ୍ତ ଦିବସ ଭାବେ ପାଳନ କରାଯାଇଛି । ଏହି ଅବସରରେ ଗଞ୍ଜାମ ଅବକାରୀ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ରାଲି ବାହାରି ରିକାପଲ୍ଲୀ ଛକ ଦେଇ ଅପରବସଷ୍ଟାଣ୍ଡ ହୋଇ
Read More...

ଖୋର୍ଦ୍ଧାରେ ଲୁଟେରାଙ୍କ ଫର୍ଦାଫାସ

• ୭ ଚୋରା ବାଇକ, ୯ ସୁନା ଚେନ୍ ସହିତ ୩ ଜଣ ଅଭିଯୁକ୍ତ ଗିରଫ ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଖୋର୍ଦ୍ଧା ସଦର ଆଦର୍ଶ ଥାନା ପକ୍ଷରୁ ଶନିବାର ଚଢ଼ାଉ କରାଯାଇ ୭ଟି ଚୋରା ବାଇକ, ୯ ଟି ସୁନା ଚେନ୍‌ ସହିତ ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା
Read More...

ପବିତ୍ର ରଥଯାତ୍ରା ଉପଲକ୍ଷେ ୨ୟ ପର୍ଯ୍ୟାୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଯାଜପୁର : ଯାଜପୁର ସହରରେ ଅବସ୍ଥିତ ପବିତ୍ର ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଟ୍ରଷ୍ଟ ବୋର୍ଡର ମ୍ୟାନେଜିଂ ଟ୍ରଷ୍ଟି ତଥା ତହସିଲଦାର ଜ୍ୟୋତିକାନ୍ତ ଭୁଜବଳଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ପର୍ୟ୍ୟାୟ ପ୍ରସ୍ତୁତି ବୈଠକ ତହସିଦାରଙ୍କ କାର୍ୟ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି ।
Read More...