Daily Archives

ନିଶା ସେବନ ବିରୁଦ୍ଧରେ ଆନ୍ତର୍ଜତୀୟ ଦିବସ ପାଳିତ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଶ୍ରୀ ରାମ କୃଷ୍ଣ ଆଶ୍ରମର ମିଳିତ ଆନୁକୁଲ୍ୟରେ ମ.ରାମପୁର ବ୍ଲକ୍ ସିଂହପୁର ପଞ୍ଚାୟତ କୁଟ୍ରୁ ପଲା ଗ୍ରାମଠାରେ ନିଶା ସେବନ ଓ ବେଆଇନ କାରବାର ବିରୁଦ୍ଧରେ ଆନ୍ତର୍ଜାତୀୟ ଦିବସ ପାଳିତ
Read More...

ବିଶିଷ୍ଟ ସମାଜସେବୀ ବିବେକ ମହାନନ୍ଦଙ୍କ ପରଲୋକ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ ମଣ୍ଡଳ ଗ୍ରାମର ବିଶିଷ୍ଟ ସ୍ୱେଚ୍ଛାସେବୀ ତଥା ସମାଜସେବୀ ବିବେକ ମହାନନ୍ଦଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ (୭୦) ବର୍ଷ ବୟସ ହେଉଥିଲା । ସେ ଦୀର୍ଘ ଦିନ ଧରି ପାରାଲିସ୍ ରୋଗରେ ଆକ୍ରାନ୍ତ ହୋଇ ପଡି ରହିଥିଲେ । ଗତ ଜୁନ୍‌
Read More...

ହମ୍ ନିଶାଦ୍‌ର ଡିଲଗ ବର୍ଷାର ଛିଟା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସଂଗୀତ ଅନୁଷ୍ଠାନ ହମ୍ ନିଶାଦ୍‌ର ଡିଲଗ (ବର୍ଷା ର ଛିଟା) କାର୍ଯ୍ୟକ୍ରମ ସ୍ଥାନୀୟ ସିଭିକ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ଡଃ ସଂଚିତା ଚୌଧୁରୀଙ୍କ ଅଧ୍ୟକ୍ଷତା ଓ ମହମ୍ମଦ କାଶିମଙ୍କ ଆବାହକତ୍ୱରେ ଆୟୋଜିତ ଏହି ସଂଗୀତ
Read More...

ସଇଁତଲା ବ୍ଲକ ୫ ଗୋଟି ସମବାୟ ସମିତି ନିର୍ବାଚନ ଶେଷ, ସାଂସଦଙ୍କ ନୋମିନି ପରାଜିତ 

ସଇଁତଳା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକର ୫ ଗୋଟି ପ୍ୟାକ୍ସଗୁଡିକରେ ଡାଇରେକ୍ଟର ପଦବୀ ପାଇଁ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ଏଥିରେ ଡୁଙ୍ଗୁରିପାଲି, ବୁଢ଼ାବାହାଲ, ଟିକ୍ରାପଡା, କୁମ୍ଭାରୀ ଓ କରମତଲା ସମବାୟ ସମିତିଗୁଡିକରେ ନିର୍ବାଚନ ଶେଷ ହୋଇଯାଇଛି । ଏହି
Read More...

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ତଥା ରାଜ୍ୟ ବାହାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପାଇଁ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର କୋଶଳ କଳାମଣ୍ଡଳ ପଡିଆ ସ୍ଥିତ ଜିଲ୍ଲା ପାଠାଗାରଠାରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ତଥା ରାଜ୍ୟ ବାହାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପାଇଁ ସିଟିଏମ୍‌ସି (ଉଙ୍କକ୍ଷଗ୍ଧଙ୍କକ୍ସବକ୍ଷ ଞକ୍ସକ୍ଟଙ୍କକ୍ଟ୍ରର
Read More...

ପୃଥୀରାଜ ହାଇସ୍କୁଲରେ ପ୍ରାଚୀର ପତ୍ରିକା, ଆର୍ଟ ଓ କ୍ରାଫ୍ଟ ଗ୍ୟାଲେରି ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ପୃଥୀରାଜ ହାଇସ୍କୁଲରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ଵାରା ପ୍ରାଚୀର ପତ୍ରିକା, ଆର୍ଟ ଓ କ୍ରାଫ୍ଟ ଗ୍ୟାଲେରି ସମ୍ବାଦ କୋଣ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ସ୍କୁଲର ଛାତ୍ରମାନଙ୍କ ଦ୍ୱାରା ପ୍ରସ୍ତୁତ ଆର୍ଟ୍ ଏବଂ କ୍ରାଫ୍ଟ
Read More...

ଡଙ୍ଗରିପଡା ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଭବାନୀପାଟଣା, (ପି.କେ. ସାହୁ) : ଭବାନୀପାଟଣା ବ୍ଲକ ରିସଗାଁ ପଞ୍ଚାୟତ ଡଙ୍ଗରିପଡା ସ୍କୁଲରେ ଭବାନୀପାଟଣା ୱାରିଅର ଓ ନେହେରୁ ଯୁବକେନ୍ଦ୍ର ସଂଗଠନ କଳାହାଣ୍ଡି ମିଳିତ ଉଦ୍ୟମରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଦୁଇଟି ସ୍ୱେଚ୍ଛାସେବୀ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ବିଭିନ୍ନ ୦୪ ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ
Read More...

କନ୍ଧମାଳରେ ପଶିଲା ଧଳା ଜହର : ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ପ୍ରଥମ ଥର ପାଇଁ ଧଳା ଜହର ମାନେ ବ୍ରାଉନସୁଗାର ପଶିବା ଆରମ୍ଭ ହୋଇଯାଇଛି । ଏ ନେଇ କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲାରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଫୁଲବାଣୀ ସଦର ଏସଡିପିଓ
Read More...

ପଦ୍ମପୁର ବିଜେପି ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ପଦ୍ମପୁର ପକ୍ଷରୁ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୩ତମ ଜନ୍ମଦିନ ପାଳନ କରାଯାଇଛି । ଏ ଅବସରରେ ପାଇକମାଳ ସ୍ଥିତ କସ୍ତୁରବା ଗାନ୍ଧୀ ମାତୃ ନିକେତନଠାରେ ଅନ୍ତେବାସୀଙ୍କ ଗହଣରେ କେକ୍ କଟାଯାଇ
Read More...
error: Content is protected !!