Monthly Archives

June 2022

ଜଳଶକ୍ତି ମନ୍ତ୍ରଣାଳୟର ସ୍ୱତନ୍ତ୍ର ସଚିବଙ୍କ ବିଭିନ୍ନ ଅଞ୍ଚଳ ପରିଦର୍ଶନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରଣାଳୟର ସ୍ୱତନ୍ତ୍ର ସଚିବ ଅରୁଣ ବାରୋକା ଗତ ଗୁରୁବାରଠାରୁ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ପାନୀୟ ଜଳ ଓ ପରିମଳ ନେଇ ତଦାରଖ କରୁଛନ୍ତି । ଶୁକ୍ରବାର ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବା
Read More...

କମ୍ରେଡ ବନମାଳୀ ଧୁପାଳଙ୍କ ପ୍ରଥମ ସ୍ମୃତିଚାରଣ ସଭା

ଖଟିଖିଆ ଓ ମେହନତୀ ଶ୍ରମିକଙ୍କ ସ୍ୱର ଥିଲେ କମ୍ରେଡ ବନମାଳୀ ରାଉରକେଲା, (ସସ୍ମିତା ପ୍ରଧାନ) : ଖଟିଖିଆ ଓ ମେହନତୀ ଶ୍ରମିକଙ୍କ ସ୍ୱର ଥିଲେ କମ୍ରେଡ ବନମାଳୀ ଧୁପାଳ । ସେ ଥିଲେ ସେମାନଙ୍କର ତ୍ରାଣକର୍ତା । ସେ ଶ୍ରମିକଙ୍କ ପ୍ରତ୍ୟେକ ସମସ୍ୟା ସହ ଅଙ୍ଗାଅଙ୍ଗୀ ଭାବେ ଜଡିତ ଥିଲେ ବୋଲି
Read More...

ବଜାର ଜରିଆରେ ସମୃଦ୍ଧି ସୃଷ୍ଟି ସଂପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତ ପ୍ରଧାନ) : ଭାରତର ସ୍ଵାଧୀନତା ୭୫ବର୍ଷ ଆଜାଦ କି ଅମୃତ ମହୋତ୍ସବ ସମ୍ମିଳନୀ ପାଳନ ଅବସରରେ ବଜାର ଜରିଆରେ ସମୃଦ୍ଧି ସୃଷ୍ଟି ସଂପର୍କରେ ଆଲୋଚନାଚକ୍ର ଏନ୍‌ଆଇଟି ପ୍ରେକ୍ଷାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ନିବେଶ ଏବଂ ସର୍ବସାଧାରଣଙ୍କ ସଂପତ୍ତିର
Read More...

ଶିମିଳିପାଳ ଅଭୟାରଣ୍ୟରୁ ୪ ଶିକାରୀ ଗିରଫ

କରଞ୍ଜିଆ : ଅଭୟାରଣ୍ୟରେ ବନବିଭାଗ ଗୁରୁବାର ରାତିରେ ପେଟ୍ରୋଲିଂ କରୁଥିବା ସମୟରେ ୪ ଜଣ ଶିକାରୀଙ୍କୁ ଗିରଫ କରିଥିବା ଜଣାପଡିଛିି । ଶିକାରୀଙ୍କ ନିକଟରୁ ୧୨ କେଜି ହରିଣ ମାଂସ, ୩ଟି ବନ୍ଧୁକ ସହିତ ଗୋଟିଏ ବାଇକ୍ ଜବତ ହୋଇଛି । ସୂଚନାନୁଯାୟୀ, ଗୁରୁବାର ରାତିରେ ବନବିଭାଗ ପେଟ୍ରୋଲିଂ କରୁଥିବା
Read More...

ବାରବାଟୀରେ ପୋଲିସ ଡିଜି ସୁନୀଲ ବଂଶଲ

କଟକ : ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ଵେଣ୍ଟି ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କରିଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ । ଏହି ସମୟରେ ପୋଲିସ ଡିଜିଙ୍କ ସହ ଆଇନଶୃଙ୍ଖଳା ଏଡିଜି ଆର୍‌କେ ଶର୍ମା, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ କଟକ ଡିସିପି ପିନାକ ମିଶ୍ର ଉପସ୍ଥିତ ଥିଲେ ।
Read More...

ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏଥର ୨୪ ଦିନ ଧରି ଚାଲିବ ମୌସୁମୀ ଅଧିବେଶନ । ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ଅଧିବେଶନ କାଳରେ ଗୃହରେ ଆଗତ ହେବ ପୂର୍ଣ୍ଣାଙ୍ଗ ବଜେଟ । ପ୍ରଥମ ଦିନରେ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ
Read More...

ବାରବାଟୀ ଟି-ଟ୍ୱେଣ୍ଟି ମ୍ୟାଚରେ ମାସ୍କ ନାହିଁ ତ ଷ୍ଟାଡିୟମକୁ ଏଣ୍ଟ୍ରି ନାହିଁ

କଟକ : ବାରବାଟୀରେ ଟି-ଟୋଣ୍ଟି ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଅନୁଷ୍ଠିତ ହେବ । ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ତେବେ ମାସ୍କ ନଥିଲେ ମ୍ୟାଚ ଦେଖିବାକୁ ଷ୍ଟାଡିୟମ ଭିତରକୁ ଛଡାଯିବ ନାହିଁ ବୋଲି ପୋଲିସ କମିଶନର କହିଛନ୍ତି ।
Read More...

ବଲାଙ୍ଗିର ଜିଲ୍ଲାର ୧୦୦ ଗୋଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ପାଇଁ ହାଇସ୍କୁଲ ଗୁଡ଼ିକର ୫-ଟି ରୂପାନ୍ତିରଣ କ୍ରମରେ ବଲାଙ୍ଗିର ଜିଲ୍ଲାରେ ମଧ୍ୟ ଏହି ଧାରା ଜାରି ରହିଛି । ଆଜି ଦ୍ୱିତୀୟ ପର୍ଯ୍ୟାୟରେ ଜିଲ୍ଲାର ରୂପାନ୍ତରିତ ହୋଇଥିବା ୧୦୦ ଗୋଟି ହାଇସ୍କୁଲକୁ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ୧୫ ଦିନିଆ ଶିଶୁ ଶ୍ରମିକ ନିରାକରଣ ଅଭିଯାନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ୧୫ ଦିନିଆ ଶିଶୁ ଶ୍ରମିକ ନିରାକରଣ ଅଭିଯାନର ଅନ୍ତିମ ପର୍ଯ୍ୟାୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ବିଳନୀ କକ୍ଷରେ ବିଭିନ୍ନ ଷ୍ଟେକ ହୋଲଡରଙ୍କୁ ନେଇ ଏକ ସଚେତନତା ସଭା ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖାଙ୍କ ସଭାପତିତ୍ୱରେ
Read More...

ନିଆଁରେ ପୋଡି ହୋଇ ଯୁବତୀ ଜୀବନ୍ତ ଦଗ୍ଧ

କାମାକ୍ଷାନଗର : ପରଜଙ୍ଗ ଥାନା ବାମ ଗ୍ରାମରେ ନିଆଁରେ ପୋଡିହୋଇ ଜଣେ ଯୁବତୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ଖବର ମିଳିଛି । ମୃତ ଯୁବତୀ ଜଣକ ହେଲେ ଲିପ୍ତରେଖା ମାହାନ୍ତ । ରୋଷେଇ କରୁଥିବା ବେଳେ ନିଆଁରେ ପୋଡି ହୋଇଥିବା ଅନୁମାନ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର
Read More...