ହାତୀ ଆକ୍ରମଣରେ ଫରେଷ୍ଟର ଗୁରୁତର
କରଞ୍ଜିଆ : ହାତୀ ଆକ୍ରମଣରେ ଫରେଷ୍ଟର ଗୁରୁତର । ଆହତ ଫରେଷ୍ଟରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଯଶୀପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଦୁଇ ଦିନ ତଳେ ଭାଲୁ ଆକ୍ରମଣରେ ୨ ଜଣ ଆହତ ହୋଇଥିଲେ । ସୂଚନାନୁଯାୟୀ, ଗୁରୁବାର ସନ୍ଧ୍ୟାରେ ଶିମିଳିପାଳ ଚହଲା!-->…
Read More...
Read More...