Monthly Archives

June 2022

ଆର୍ଥିକ ସାକ୍ଷରତା ଅର୍ନ୍ତଭୁକ୍ତ କରଣ ସଚେତନତା ଶିବିର ଅନୁଷ୍ଠିତ

-ସ୍ୱଳ୍ପ ସଞ୍ଚୟ କରିବା ଦ୍ୱାରା ଭବିଷ୍ୟତର ଉପକାରିତାପାଟଣାଗଡ଼, (ଗୋରେଖନାଥ ବରିହା) : ରାଜ୍ୟ ସରକାରଙ୍କ ସ୍ୱଳ୍ପ ସଞ୍ଚୟ ଜମା ସଚେତନତା ଶିବିର ପାଟଣାଗଡ ବ୍ଲକ ଅଧିନସ୍ଥ ଭଇଁଷା ପଞ୍ଚାୟତ ଅଫିସ କାର୍ଯ୍ୟାଲୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ବିଜୟ କୁମାର ଶତପଥି
Read More...

ରେପୋ ରେଟ୍‌ରେ ୫୦ ବେସିସ ପଏଣ୍ଟ ବୃଦ୍ଧି କଲା ଭାରତୀୟ ରିଜର୍ଭ ବ୍ୟାଙ୍କ

• ୨୦୨୨-୨୩ରେ ଜିଡିପି ଅଭିବୃଦ୍ଧି ହାର ୭.୨% ରହିବା ନେଇ ପୂର୍ବାନୁମାନ; ମୁଦ୍ରାସ୍ଫୀତି ହାର ୬.୭% ରହିବ• ଏଣିକି ୟୁପିଆଇ ସହ ଯୋଡ଼ି ହେବ କ୍ରେଡିଟ୍‌ କାର୍ଡ, ରୂପେ କାର୍ଡରୁ ହେବ ଆରମ୍ଭ• ଇ-ମ୍ୟାଣ୍ଡେଟ୍‌ କାରବାର ସୀମା ୧୫ ହଜାର ଟଙ୍କାକୁ ବୃଦ୍ଧି• ସମବାୟ ବ୍ୟାଙ୍କମାନଙ୍କ ଦ୍ବାରା ଗୃହ ଋଣର
Read More...

ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଟାଉନ ବାଳିକା ଉଚ୍ଛ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମାରୋହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର
Read More...

ଜିଲ୍ଲା ମହିଳା ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡଠାରେ ବିଜେପି ଜିଲ୍ଲା ମହିଳା ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ପଙ୍କଜିନୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଲାଙ୍ଗିର ସାଂସଦ ସଙ୍ଗିତା କୁମାରୀ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ପୂର୍ବ
Read More...

ଦ୍ୱିତୀୟ ପର୍ଯ୍ୟାୟର ୫ମ ଦିବସରେ ୪୪୫ ରୂପାନ୍ତରିତ ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର : ଦ୍ୱିତୀୟ ପର୍ୟ୍ୟାୟର ୫ମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରୂପାନ୍ତରିତ ୪୪୫ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ବାଲେଶ୍ୱର ଜିଲ୍ଲାର ୧୩୫ ହାଇସ୍କୁଲ, ପୁରୀର ୯୫, ନୟାଗଡ଼ର ୬୦, ଜଗତସିଂହପୁରର ୭୫ ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି ।
Read More...

ଜିଲ୍ଲାସ୍ତରୀୟ ଟୀକାକରଣ ଟାସ୍କ ଫୋର୍ସ ବୈଠକରେ ସମ୍ପୂର୍ଣ୍ଣ ଟୀକାକରଣକୁ ଗୁରୁତ୍ୱ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ ଟୀକାକରଣ ଟାସ୍କ ଫୋର୍ସ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ ଅଧ୍ୟକ୍ଷତା କରିଥିଲେ । ଡା.ବିଶ୍ୱ ରଂଜନ ପତି, ସି.ଡି.ଏମ୍‌.ଓ., ଡା.
Read More...

ତା ୦୯/୦୬/୨୨ ରେ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୪ ଟି କେନ୍ଦ୍ରରେ ୧୮ ରୁ ଉର୍ଦ୍ଧ ନାଗରିକଙ୍କୁ ଟୀକାକରଣ…

-୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୩ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣ : ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା ୦୯/୦୬/୨୨ ରେ ସୁବର୍ଣ୍ଣପୁର
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେରଫେର ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅଧିନସ୍ଥ ମିଠାପାଲି ଗ୍ରାମ ପଞ୍ଚାୟତ ଗୁରୁଣ୍ତା ଗ୍ରାମବାସୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଆବଣ୍ଟନକୁ ନେଇ ପାଇକମାଲ ବିଡିଓଙ୍କ ଠାରେ ଅଭିଯୋଗ କରିଛନ୍ତି । ସୂଚନା ଅନୁସାରେ ଗୁରୁଣ୍ତା ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ
Read More...

ଦେଓଗାଁ ଥାନା ଅଞ୍ଚଳକୁ ଫେରିଲେ ଡ଼କାୟତ ଦଳ

-ପୁଣି ଥାନା ସମ୍ମୁଖ ଦୋକାନର ତାଲା କାଟିଲେ-ସିସିଟିଭିରେ କଏଦ ହେଲା ଚୋରିର ଦୃଶ୍ୟ-ଦିନ ଦିପହରରେ ହୋଟେଲକୁ ପଶି ଲୁଟିନେଲେ ଟଙ୍କା ବାକ୍ସ ଦେଓଗାଁ, (ମନୀଷ କୁମାର ସାହୁ) : କିଛି ଦିନର ନିରବତା ପରେ ପୁଣିଥରେ ଦେଓଗାଁ ଥାନା ଅଞ୍ଚଳରେ ଲୁଟ୍‌ର ଆତଙ୍କ ଖେଳାଇଛନ୍ତି ଡ଼କାୟତ ଦଳ । ରାତିରେ
Read More...

ଜଲିଆ କିସ୍‌ କ୍ୟାମ୍ପସରୁ ଚୋରି ଘଟଣାରେ ୫ କୋର୍ଟ ଚାଲାଣ

ଦେଓଗାଁ, (ମନୀଷ କୁମାର ସାହୁ) : ଜାତୀୟ ରାଜପଥ ୨୬ର ସିନଖମନ ନିକଟରେ ଥିବା ଜଲିଆ କିସ୍‌ କ୍ୟାମ୍ପସରୁ ଚୋରି ଘଟଣାରେ ବୁଧବାର ଦେଓଗାଁ ପୁଲିସ ୫ଜଣଙ୍କୁ ଗିରଫ କରି କୋର୍ଟ ଚାଳାଣ କରିଥିବା ଜଣାପଡ଼ିଛି । ଗିରଫ ବ୍ୟକ୍ତିମାନେ ହେଲେ ଦେଓଗାଁ ଥାନା ଜଲିଆ ଗାଁର ପ୍ରଦୀପ ନାଏକ, ରାଜୁ ଭୋଇ,
Read More...