ଟି ୨୦ ମ୍ୟାଚ ନେଇ ରାୟ ଦେଲେ ହାଇକୋର୍ଟ
କଟକ : କଟକ ବାରବାଟୀ ଷ୍ଟାଡିୟମରେ ଟି ୨୦ ମ୍ୟାଚ ସମ୍ପର୍କିତ ମାମଲା ଖାରଜ ହୋଇଛି । ଜୁନ ୧୨ ତାରିଖରେ ଭାରତ ଓ ସାଉଥଆଫ୍ରିକା ଟି-୨୦ ମ୍ୟାଚ ହେବାକୁ ଥିବାବେଳେ ମ୍ୟାଚ ବାତିଲ ଆବେଦନ ସମ୍ପର୍କିତ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । କଟକ ବାରବାଟୀ ଷ୍ଟାଡିୟମର ଅଗ୍ନି ନିରାପତ୍ତା!-->…
Read More...
Read More...