Monthly Archives

June 2022

ହରିଶଙ୍କରର ମା’ ବିନ୍ଧ୍ୟବାସିନୀ ମନ୍ଦିରରେ ଶୀତଳ ଷଷ୍ଠୀ ଓ ଶିବ ବିବାହ ଉତ୍ସାହ ଉଦ୍ଦୀପନାର ସହ ସମ୍ପନ୍ନ

ପାଟଣାଗଡ଼, (ଗୋରେଖନାଥ ବରିହା) : ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ହରିଶଙ୍କର ଐତିହାସିକ ତୀର୍ଥ ପୀଠଠାରେ ସର୍ବ ଭାରତୀୟ ବିନ୍ଧ୍ୟଗିରୀବାସୀ ବିଂଝାଲ ସମାଜ ପକ୍ଷରୁ ଶୀତଳ ଷଷ୍ଠୀ ଓ ଶିବ ବିବାହୋତ୍ସବ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ ହୋଇଯାଇଛି । ଜୁନ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି
Read More...

ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ସ୍ଥିତ ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ଜଳଧର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶ୍ରା ବ୍ଲକ ସହ ଶିକ୍ଷାଧିକାରୀ ସତ୍ୟଭାମା ବେହେରା ମୁଖ୍ୟଅତିଥି,
Read More...

ଯୁବ ହଷ୍ଟେଲସର ବିଶ୍ୱ ପରିବେଶ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲସ ରାଉରକେଲା ଶାଖା ଆନୁକୂଲ୍ୟରେ ତଥା ଭାରତ ସ୍କାଉଟ ଓ ଗାଇଡ ରାଉରକେଲା ଜିଲ୍ଲାର ସହଯୋଗରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ ସାମୁହିକ ପଦଯାତ୍ରା ଆମ୍ବାଗାନ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ
Read More...

ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ବିଶ୍ୱ ପରିବେଶ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଜୁନିଅର ରେଡକ୍ରସ ଆନୁକୂଲ୍ୟରେ ସ୍ଥାନୀୟ ଜୟ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟଠାରେ ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଲୋକନାଥ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ
Read More...

ଲୁହାସିଂହା କୃଷି ସମବାୟ ସମିତି ନିର୍ବାଚନରେ ୧୪ଟି ନିର୍ଦ୍ଦେଶକ ପଦବୀ ପାଇଁ ଜଣେ ଲେଖାଏଁ ନାମାଙ୍କନ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲୁହାସିଂହା ପ୍ରାଥମିକ କୃଷି ସମବାୟ ସମିତି ନିର୍ବାଚନର ନିର୍ଦ୍ଦେଶକ ପଦବୀ ପାଇଁ ଶୁକ୍ରବାର ଦିନ ନାମାଙ୍କନ ପତ୍ର ଦାଖଲର ଶେଷ ହୋଇଯାଇଛି । ଏହି ସମବାୟ ସମିତିରେ ୧୫ଟି ନିର୍ଦ୍ଦେଶକ ପଦବୀ ଥିବାବେଳେ ୧୪ ଟି ନିର୍ଦ୍ଦେଶକ
Read More...

ବିଶ୍ଵ ପରିବେଶ ଦିବସର ମହତ୍ତ୍ଵକୁ ବୁଝିଥିବା ଗାଁ ନାଗଫେଣା

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକର ଯୁବା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବଣ ପାହାଡ ଘେରା ଏକ ଆଦିବାସୀ ବହୁଳ, ୨ଶହ ପରିବାର ବିଶିଷ୍ଟ ଗାଁ ନାଗଫେଣା ଗ୍ରାମରେ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି । ଭୋଜରାଜ ସିଂ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିମାଲକୁ ପ୍ରକୃତି ମିତ୍ର ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିମାଲକୁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ପ୍ରକୃତି ମିତ୍ର ୨୦୨୨ ପୁରସ୍କାର ମିଳିଛି । ଏଥିରେ ସଂପୃକ୍ତ ବିଦ୍ୟାଳୟକୁ ଏକ ମାନପତ୍ର ସହ କୋଡ଼ିଏ ହଜାର ଟଙ୍କା
Read More...

ସଙ୍ଗୁରଜିଭଟା ଗାଁର ଏକ କୂଅରୁ ମାଙ୍କଡକୁ ଉଦ୍ଧାର କଲା ବନ ବିଭାଗ ନେଇ ସୂଚନା ଦେଲେ ଡିଏଫ୍‌ଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲାଠୋର ରେଞ୍ଜ ଅନ୍ତର୍ଗତ ସଙ୍ଗୁରଜିଭଟା ଗାଁର ଏକ କୂଅରେ ଗୋଟିଏ ମାଙ୍କଡ ପଡି ଯାଇ ଦୀର୍ଘ ସମୟ ଧରି ଫସି ରହି କଷ୍ଟ ପାଉଥିଲା । ତେବେ ସ୍ଥାନୀୟ ଲୋକେ ମାଙ୍କଡକୁ ଦେଖି ସଙ୍ଗେ ସଙ୍ଗେ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଲାଠୋର ରେଞ୍ଜର
Read More...

ଘୋରଡିଆରେ ଶିବ ଓ ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲୀପ କୁମାର ଧାଉଡିଆ) : ପୁରୀଜିଲ୍ଲା ଡେଲାଙ୍ଗ ବ୍ଲକରେ ଥିବା ସମସ୍ତ ଶିବମନ୍ଦିରରେ ପ୍ରତିବର୍ଷଭଳି ଚଳିତବର୍ଷ ଆନନ୍ଦ ଉଲ୍ଲାସର ସହ ଶିବବିବାହ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସାଊରିଆ ପଂଚାୟତ ଅନ୍ତର୍ଗତ ଘୋରଡିଆ (ସାଊରିଆ)ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ସୋମନାଥ
Read More...

ଗଞ୍ଜେଇ ଜବତ, ୩ ଗିରଫ

କଣ୍ଟାମାଳ, (ମମତା ମହାକୁର) : ଗଞ୍ଜେଇ ଚାଲାଣ ସଂପର୍କରେ ଖବର ପାଇ କଣ୍ଟାମାଳ ପୁଲିସ ତିଲକାମାଲ ଛକରେ ଜଗି ରହିଥିଲା । କାର୍‌(ସିଜି ୦୪ କେଏଚ୍‌ ୦୯୯୯)କୁ ଅଟକାଇ ତନଖି କରିଥିଲା । ଗାଡିରୁ ୩୩କେଜି ୨୦୦ଗ୍ରାମ ଗଞ୍ଜେଇ ଜବତ କରିବା ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ଗିରଫ ଅଭିଯୁକ୍ତମାନେ
Read More...