Monthly Archives

June 2022

ଚତୁର୍ଥ ଦିନରେ ଶ୍ରୀ ଶ୍ରୀ ବାବା ବୈଦ୍ୟନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ବ୍ଲକ ବରଡୋଲ ଗ୍ରାମରେ ପାଞ୍ଚଦିନ ଧରି ଅନୁଷ୍ଠିତ ହେଉଥିବା ଶ୍ରୀ ଶ୍ରୀ ବାବା ବୈଦ୍ୟନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବର ଆଜି ବୁଧବାର ଦିନ ଚତୁର୍ଥ ଦିବସରେ କାର୍ତ୍ତିକ, ଗଣେଶ ତଥା ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ପ୍ରତିମୂର୍ତ୍ତି ସ୍ନାନ
Read More...

ପ୍ରଧାନ ଶିକ୍ଷକ ନୀଳମଣି ସ୍ୱାଇଁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ୍ ଅନ୍ତର୍ଗତ କନସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଳମଣି ସ୍ୱାଇଁଙ୍କୁ ଆଜି ତାଙ୍କ ଚାକିରିରୁ ଅବସର ଗ୍ରହଣ କରିଥିବା ଯୋଗୁଁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପଦ୍ମପୁର
Read More...

ପ୍ରଧାନ ଶିକ୍ଷକ ପ୍ରମୋଦ ମିଶ୍ରଙ୍କ ବିଦାୟ ସମ୍ବର୍ଦ୍ଧନା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ସ୍ଥାନୀୟ ନୀଲେଶ୍ଵର ୟୁ.ଜି.ୟୁ.ପି. ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ମିଶ୍ରଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ପ୍ରଶାନ୍ତ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୬ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ 'କ'ର ପ୍ରଧାନ ଶିକ୍ଷୟିତ୍ରୀ କବିତା ପତିଙ୍କ ଅଧ୍ୟକ୍ଷତାରେ ଶିକ୍ଷୟିତ୍ରୀ ଲୀଳାବତୀ ଚୌଧୁରୀଙ୍କ ଅବସର ଉଦ୍ଦେଶ୍ୟରେ ଏକ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଯାଇଛି । ଆର୍‌ପିଏଲ୍ କ୍ଲଷ୍ଟରର ସିଆର୍‌ସିସି ଦୀପକ
Read More...

ଦାଦନ ଖଟିବାକୁ ଯାଇ ଶ୍ରମିକ ନିଖୋଜ ଥିବା ଅଭିଯୋଗ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲାରେ ଦାଦନକୁ ନେଇ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଲଖନା ଥାନା ଅନ୍ତର୍ଗତ ପେଠିଆପାଲି ଗ୍ରାମର କୁମର ରାଉତ(୪୯) ସ୍ତ୍ରୀ ଓ ପିଲାଛୁଆକୁ ଛାଡ଼ି ବ୍ରହ୍ମପୁର ସହରର କେଶପୁର ଗାଁର ଇଟାଭାଟିକୁ କାମ କରିବାକୁ ଯାଇ ୪ ମାସ ହେଲା ଘରକୁ ଫେରି
Read More...

ଜିଲ୍ଲା ପ୍ରଶାସନର ମିଳିତ ଟିମ୍‌ ଯାଞ୍ଚ କଲେ ପେଟ୍ରୋଲ୍ ପମ୍ପ୍

ଆଜିଠୁ କଡାକଡ଼ି ହେଲା ‘ନୋ ହେଲ୍‌ମେଟ୍ ନୋ ପେଟ୍ରୋଲ' ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ "ନୋ ହେଲମେଟ୍‌ ନୋ ପେଟ୍ରୋଲ"କୁ ସମଗ୍ର ଜିଲ୍ଲାରେ କଡାକଡି କରିବା ଉପରେ ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ପର୍ଯ୍ୟାୟରେ ବୈଠକ କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଯେଉଁ ପେଟ୍ରୋଲ
Read More...

ଚକେଶ୍ୱରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଦ୍ୟାଳୟ ଖରିଦଚକରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଭୋଗରାଇ, (ଶିବନାରାୟଣ ପାତ୍ର) : ଭୋଗରାଇ ବ୍ଲକ ନାଚିନ୍ଦା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଖରିଦଚକ ଚକେଶ୍ୱରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଦ୍ୟାଳୟ ପରିସରରେ ଅବସରକାଳୀନ ସମ୍ଵର୍ଦ୍ଧନା ସଭାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକାର୍ଯ୍ୟକୁ ସ୍ଥାନୀୟ ସରପଞ୍ଚ ଶିଶିର କୁମାର
Read More...

ଡାଏଲିସିସ୍‌ ବିଭାଗର ସାଂଘାତିକ ଅବସ୍ଥା, ମୃତ୍ୟୁ ଅପେକ୍ଷାରେ କିଡିନି ରୋଗୀ

ଗତ ଦେଢ ମାସରେ ୧୦ ମୃତ, ୯୦ ରୋଗୀଙ୍କ ପାଇଁ ଜଣେ ଟେକ୍‌ନିସିଏନ୍‌ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଥିବା ଏକ ମାତ୍ର ଡାଏଲିସିସ୍‌ ସେଣ୍ଟରର ଅବସ୍ଥା ସାଂଘାତିକ ରହିଛି । ଜଣେ ବେସରକାରୀ ସଂସ୍ଥା ହାତକୁ ଏହି ଅତି ସମ୍ବେଦନଶୀଳ
Read More...

ବଲାଙ୍ଗିରରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ରାଜ୍ୟରେ ଶିଶୁ ଶ୍ରମିକ ଉଚ୍ଛେଦ ସଂପର୍କିତ ଏକ ୧୫ ଦିନିଆ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି ଅବସରରେ ଆଜି ବଲାଙ୍ଗିର ଜିଲ୍ଲା ଶ୍ରମ ବିଭାଗ ତରଫରୁ ଆୟୋଜିତ ଶିଶୁ ଶ୍ରମିକ
Read More...

ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ମେଡ଼ିକାଲ ଅଧିକ୍ଷକଙ୍କ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଏବଂ ବଲାଙ୍ଗିରର ବିଭିନ୍ନ ସଂଗଠନ ମିଶି ମେଡ଼ିକାଲ ଅଧିକ୍ଷକଙ୍କ ସହ ଆଲୋଚନା କରିଛନ୍ତି । ଆଲୋଚନାର ବିଷୟ ଗୁଡିକ ହେଲା, ମେଡିକାଲରେ ରେଡ଼ିଓଲୋଜିଷ୍ଟ ଛୁଟିରେ
Read More...