Monthly Archives

June 2022

ଆବାସ ଘର ଖଣ୍ଡିଏ ପାଇବା ପାଇଁ ସାତସପନ ହୋଇପଡିଛି ପୁରନ୍ଦର ଭୁଏଙ୍କ ପରିବାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ପରିବାର ଲୋକେ । ବର୍ଷ ବର୍ଷ ଧରି ରହୁଛନ୍ତି ଭଙ୍ଗା ଦଦରା ଘରେ । ବର୍ଷା ହେଲେ ଘର ଭିତରେ ଜମୁଛି ପାଣି । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ପଦ୍ମପୁର ରାଜ ବୋଡାସମ୍ବର ବ୍ଲକ ଅନ୍ତର୍ଗତ ବରିହାପାଲି ପଞ୍ଚାୟତର ପତ୍ରାପାଲି
Read More...

ଦେଓଗାଁ ବ୍ଲକ ସରପଞ୍ଚ ସଂଘର ତୃତୀୟ ମାସିକ ବୈଠକ : ସରପଞ୍ଚଙ୍କ ପ୍ରସ୍ତାବକୁ ଅଣଦେଖା ଯୋଗୁଁ ଅସନ୍ତୋ‌ଷ

ଦେଓଗାଁ, (ମନୀଷ କୁମାର ସାହୁ) : ରବିବାର ଦିନ ୧୧ଟା ସମୟରେ ଦେଓଗାଁ ବ୍ଲକ ସରପଞ୍ଚ ସଂଘର ତୃତୀୟ ମାସିକ ବୈଠକ କୁତୁର୍ଲା ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସଂଘର ସଭାପତି ଗୋପାଳ ଚନ୍ଦ୍ର ମିଶ୍ର ସଭାପତିତ୍ୱ କରିଥିବା ବେଳେ ସଂପାଦକ ଜୋତ୍ସାମୟୀ ରଣା ଗତ ମାସିକ ବୈଠକର
Read More...

ଅବସରପ୍ରାପ୍ତ ଶିକ୍ଷକ ଶୁକଦେବ ସାହୁଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ପଲସଦା ପଞ୍ଚାୟତ ଡୁଙ୍ଗୁରିପାଲି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଶୁକଦେବ ସାହୁଙ୍କ ଏକାଦଶାହରେ ଏକ ଶ୍ରଦ୍ଧାଞ୍ଜଳି ସଭା ହାରାଧନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସ୍ୱର୍ଗତ ଶୁକଦେବ ସାହୁ ଜଣେ ଆଦର୍ଶ
Read More...

ବରପାଲିରେ ବୟନ ଶିଳ୍ପ ବିଭାଗ ମନ୍ତ୍ରୀଙ୍କୁ ନାଗରିକ ସମ୍ବର୍ଦ୍ଧନା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ସାମ୍ବାଦିକ ସଂଘ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ବୟନ ଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ରୀତା ସାହୁଙ୍କୁ ନାଗରିକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଅବସରରେ ଆୟୋଜିତ ‌ସଭାରେରେ ଶ୍ରୀମତୀ ରିତା ସାହୁ, ମାନ୍ୟବର ରାଷ୍ଟ୍ରମନ୍ତ୍ରୀ ବୟନ ଶିଳ୍ପ ଓ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୪ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୪ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ସମନ୍ୱୟ ବୈଠକ

ଫୁଲବାଣୀ : ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ନବ ନିର୍ବାଚିତ କାର୍ଯ୍ୟକାରିଣୀ ସଦସ୍ୟ ଓ ସଦସ୍ୟାଙ୍କ ପ୍ରଥମ ବୈଠକ ରାମ ଚନ୍ଦ୍ର ଦାସଙ୍କ ଅଧ୍ୟକ୍ଷତାରେ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକାରିଣୀ ବୈଠକରେ ଆଗାମି ତିନି ବର୍ଷ ପାଇଁ ମହାସଂଘର ଯୋଜନା ପ୍ରସ୍ତୁତ ହୋଇଥିବାବେଳେ
Read More...

ମୁରିବାହଲ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମାସର ଚତୁର୍ଥ ସୋମବାର ଦିନ ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମଜନ ଶୁଣାଣି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା, ଆରକ୍ଷୀ
Read More...

ମୋହନଗିରି କୃଷି ସମବାୟ ସମିତି ସଭାପତି ନିର୍ଦ୍ଵନ୍ଦରେ ନିର୍ବାଚିତ ହେଲେ ବିଘ୍ନ ରାଜ ବିଶ୍ଵାଳ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ୍ ମୋହନଗିରି କୃଷି ସମବାୟ ସମିତି ସଭାପତି ଭାବରେ ବିଘ୍ନ ରାଜ ବିଶ୍ଵାଳ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଥିବା ଜଣା ଯାଇଛି । ଏହି ସମିତିର ୧୪ଜଣ ଡାଇରେକ୍ଟରଙ୍କ ସହମତି କ୍ରମେ ତାଙ୍କ ନାମାଙ୍କନ ପତ୍ର ଦାଖଲ କରାଯାଇଥିଲା ।
Read More...

ନିଶା ସେବନ ବିରୁଦ୍ଧରେ ଆନ୍ତର୍ଜତୀୟ ଦିବସ ପାଳିତ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଶ୍ରୀ ରାମ କୃଷ୍ଣ ଆଶ୍ରମର ମିଳିତ ଆନୁକୁଲ୍ୟରେ ମ.ରାମପୁର ବ୍ଲକ୍ ସିଂହପୁର ପଞ୍ଚାୟତ କୁଟ୍ରୁ ପଲା ଗ୍ରାମଠାରେ ନିଶା ସେବନ ଓ ବେଆଇନ କାରବାର ବିରୁଦ୍ଧରେ ଆନ୍ତର୍ଜାତୀୟ ଦିବସ ପାଳିତ
Read More...

ବିଶିଷ୍ଟ ସମାଜସେବୀ ବିବେକ ମହାନନ୍ଦଙ୍କ ପରଲୋକ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ ମଣ୍ଡଳ ଗ୍ରାମର ବିଶିଷ୍ଟ ସ୍ୱେଚ୍ଛାସେବୀ ତଥା ସମାଜସେବୀ ବିବେକ ମହାନନ୍ଦଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ (୭୦) ବର୍ଷ ବୟସ ହେଉଥିଲା । ସେ ଦୀର୍ଘ ଦିନ ଧରି ପାରାଲିସ୍ ରୋଗରେ ଆକ୍ରାନ୍ତ ହୋଇ ପଡି ରହିଥିଲେ । ଗତ ଜୁନ୍‌
Read More...