Monthly Archives

June 2022

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୪ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ରମ୍ଭା ହାଇସ୍କୁଲ ୨୦୦୨ ମ୍ୟାଟ୍ରିକ ବେଚର ପ୍ରଥମ ବନ୍ଧୁ ମିଳନ

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ହାଇସ୍କୁର ୨୦୦୨ ମସିହା ମ୍ୟାଟ୍ରିକ ବେଚ୍‌ର ପ୍ରଥମ ବନ୍ଧୁ ମିଳନ ରମ୍ଭା ବାଇପାସ ନିକଟସ୍ଥ ମା ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମନୋଜ କୁମାର ପ୍ରଧାନ ଓ ମହେଶ୍ୱର ନାୟକଙ୍କ ତତ୍ୱାବଧାନରେ
Read More...

କୋସଲ ରାଜ୍ୟ ଦାବୀରେ ୫ ଜୁଲାଇରେ ବିଧାନ ସଭା ଘେରାଉ ନିମନ୍ତେ କୋସଲ ମୁକ୍ତି ମୋର୍ଚ୍ଚାର ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : କୋସଲ ରାଜ୍ୟ ଦାବୀରେ ୫ ଜୁଲାଇରେ ବିଧାନ ସଭା ଘେରାଉ ନିମନ୍ତେ କୋସଲ ମୁକ୍ତି ମୋର୍ଚ୍ଚାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋସଲ ମୁକ୍ତି ମୋର୍ଚ୍ଚା ପକ୍ଷରୁ କୁହାଯାଇଛି ଯେ, ଓଡିଶା ରାଜ୍ୟ ଗଠନ ହେଲା ଦିନଠୁ ପର୍ଶ୍ଚିମ ଓଡିଶା ବିକାଶ ପରିଷଦ
Read More...

ଆନ୍ତର୍ଜାତୀୟ ନିଶା ନିବାରଣ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୮୯ ବାଟାଲିୟନ ସିଆରପିଏଫ କମାଣ୍ଡେଣ୍ଟ ପୱନ କୁମାର ତିୱାରୀଙ୍କ ନେତୃତ୍ୱରେ ଗତକାଲି ସନ୍ଧ୍ୟାରେ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ନଶା ମୁକ୍ତି ଦିବସ ବିଷୟରେ ସାଧାରଣ ଜନତାଙ୍କୁ ସଚେତନ କରାଯାଇଛି ଏବଂ
Read More...

ସଡକ ଦୁର୍ଘଟଣା, ଦୋକାନ ଭିତରେ ପଶିଗଲା ବୋଲେରୋ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜାଗମରା ନିକଟରେ ଦୋକାନ ଭିତରେ ଏକ ବୋଲେରୋ ପଶିଯାଇ ଦୋକାନର ବହୁ ମୂଲ୍ୟବାନ ସାମଗ୍ରୀ ନଷ୍ଟ ହୋଇଥିବା ଜଣାପଡିଛି । ଦୁର୍ଘଟଣା ଘଟାଇ ପଳାଇଯାଉଥିବା ଗାଡି ଚାଳକକୁ ସ୍ଥାନୀୟ ଯୁବକମାନେ କାବୁ କରିଥିଲେ । ସୂଚନାନୁସାରେ ବରମୁଣ୍ଡା ପଟରୁ ଅତି ଦୃତ ଗତିରେ ବୋଲେରୋ
Read More...

ଗୋଷ୍ଠୀ ସଚେତନତା ଓ ଶିକ୍ଷଣ ଅଭିବୃଦ୍ଧି କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦେବାଶିଷ ମିଶ୍ର) : ଜିଲ୍ଲା ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ ତରଫରୁ ଶିକ୍ଷକ ପ୍ରଶିକ୍ଷକ ଡ଼. ସ୍ୱାଗତମ୍ ଦାଶଙ୍କ ଦ୍ୱାରା ପିଢ଼ପାଟଣା ପ୍ରକଳ୍ପ ଉ.ପ୍ରା ବିଦ୍ୟାଳୟ, ଡେଲାଙ୍ଗ ଠାରେ ଦିବା ୧୦ ଘଟିକା ସମୟରେ ଗୋଷ୍ଠୀ ସଚେତନତା ଓ ଶିକ୍ଷଣ ଅଭିବୃଦ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି
Read More...

କୁମୁକା ଜଙ୍ଗଲ ସୁରକ୍ଷା କର୍ମଶାଳା

ଡେଲାଙ୍ଗ, (ଦୀଲ୍ଲିପ କୁମାର ଧାଉଡିଆ) : ସବୁଜ ଡେଲାଙ୍ଗ ଟ୍ରଷ୍ଟ ବୋଳକଣା, ଡେଲାଙ୍ଗ, ପୁରୀ ପକ୍ଷରୁ ସାନଆଂକୁଲା ଗ୍ରାମରେ ଆଜି କୁମୁକା ଜଙ୍ଗଲ ସୁରକ୍ଷା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ନାବାର୍ଡର ପୂର୍ବତନ ଜେନେରାଲ ମ୍ୟାନେଜର ତଥା ସମାଜସେବୀ ଜିତେନ୍ଦ୍ରିୟ ପଟ୍ଟନାୟକ ମୁଖ୍ୟଅତିଥି ରୂପେ
Read More...

ଅଗ୍ନିପଥ ସ୍କିମ ବାତିଲ ଦାବୀରେ ଏଆଇଡିିୱାଇଓ, ଏଆଇଡିଏସ୍‌ଓ ପକ୍ଷରୁ ବିକ୍ଷୋଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଛାତ୍ର ଯୁବ ସ୍ୱାର୍ଥ ବିରୋଧି ଅଗ୍ନିପଥ ଯୋଜନାକୁ ବାତିଲ କରି ଯୁବକମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବା ଦାବୀରେ ବିପ୍ଲବି ଯୁବ ଛାତ୍ର ସଂଗଠନ ଏଆଇଡିଏସ୍‌ଓ - ଏଆଇଡିୱାଇଓ ବଲାଙ୍ଗିର ଜିଲ୍ଲା କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏକ ର‍୍ୟାଲି
Read More...

ସେକ୍ଟର ୬ ହାଇସ୍କୁଲରେ ଅନ୍ତର୍ଜାତୀୟ ଯୋଗ ଏବଂ ଅଲିମ୍ପିକ ଦିବସ ଅତି ଉତ୍ସାହ ଓ ଉଦ୍ଦୀପନାରେ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅତି ଉତ୍ସାହ ଓ ଉଦ୍ଦୀପନାର ସହିତ ଅନ୍ତର୍ଜାତୀୟ ଯୋଗ ଏବଂ ଅଲିମ୍ପିକ ଦିବସ ପାଳିତ ହୋଇଯାଇଛି । ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବିଦ୍ୟାଳୟର ଖେଳ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅନ୍ୟ ଦୁଇଜଣ ସହକାରୀ ଶିକ୍ଷୟିତ୍ରୀଙ୍କ
Read More...

ନିଷ୍ଠା ପରିବାର ଓ କେୟାର ହସ୍ପିଟାଲ ମିଳିତ ଆନୁକୂଲ୍ୟରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ଜନ ସାଧାରଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ନିଷ୍ଠା ପରିବାରର ପ୍ରାଥମିକତା । ଆଜି ଅଗ୍ରଗାମୀ ଯୁବକ ସଂଘ, ବରଗଡଠାରେ ନିଷ୍ଠା ପରିବାର ଓ କେୟାର ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ
Read More...