Monthly Archives

June 2022

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୫୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୨୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୧ ଜଣ
Read More...

ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟ୍‌ ଅଭିଯୋଗ

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ଥାନା ମୋଟେର ଛକ ନିକଟରେ ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟ୍‌ ହୋଇଥିବା ନେଇ ବାପପୁଅ କୋକସରା ପୋଲିସରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ କୋକସରା ପୋଲିସ ଅଧିକାରୀ ପ୍ରସନ୍ନ ବେହେରା ସହ ପୋଲିସ ଟିମ୍‌ ମୋଟେର ଛକରେ ପହଞ୍ଚି ବିଭିନ୍ନ ସ୍ଥାନରେ
Read More...

ଛତ୍ରପୁର ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିରରେ ନେତ୍ର ଉତ୍ସବ ଓ ସ୍ମରଣିକା ଉନ୍ମୋଚନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହରରେ ମଧ୍ୟ ଚଳିତ ବର୍ଷ ଘୋଷଯାତ୍ରା ଅନୁଷ୍ଠିତ ହେବାପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଗ୍ରହଣ କରାଯାଇଛି । ପୁରୀ ଜଗନ୍ନାଥ-ଧାମ ନୀତିପଦ୍ଧତି ସ୍ୱରୂପ ପ୍ରଚଳିତ ହୋଇଆସୁଥିବା ଛତ୍ରପୁର ତାଡେପଲ୍ଲୀ
Read More...

ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ବୁଧବାର ଶେଷ ହୋଇଛି । ଜୁନ ୨୯ ତାରିଖ ପର୍ୟ୍ୟନ୍ତ ମୋଟ ୧୧୫ ନାମାଙ୍କନପତ୍ର ଦାଖଲ କରାଯାଇଥିଲା । ସେଥିମଧ୍ୟରୁ ୮୭ଟି ନାମାଙ୍କନ ଯାଞ୍ଚ ପାଇଁ ବାକି ଅଛି । ଗୁରୁବାର ଏହି ନାମାଙ୍କନଗୁଡ଼ିକର ପତ୍ର ଯାଞ୍ଚ
Read More...

୭ ଯୋଡ଼ା ଟ୍ରେନ୍‌ର ପୁନଃ ପ୍ରଚଳନ ପାଇଁ ଘୋଷଣା କଲେ ରେଳମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲକ୍‌ଡାଉନ ସମୟରେ ବାତିଲ ହୋଇଥିବା କିଛି ଟ୍ରେନ୍‌ ପୁନଃ ପ୍ରଚଳନ ପାଇଁ ନିକଟରେ ଓଡ଼ିଶା ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୂର୍ବତଟ ରେଳପଥର ୪ ଯୋଡ଼ା ଟ୍ରେନ୍‌ ପୁନଃ ପ୍ରଚଳନ କରିବାକୁ ଘୋଷଣା କରିଥିଲେ । ଉପରୋକ୍ତ ବିଷୟକୁ ଦୃଷ୍ଟିରେ ରଖି
Read More...

ସଙ୍କୁଳ ସ୍ତରୀୟ ସାମୂହିକ ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଛତ୍ରପୁର ସଙ୍କୁଳ ସ୍ତରୀୟ ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଗତ ମଙ୍ଗଳବାର ଉଦ୍‌ଘାଟନ ହୋଇ ଆଜି ଉଦ୍‌ଯାପିତ ହୋଇଯାଇଛି । ଭଞ୍ଜନଗରସ୍ଥ ବି.ଡି. ପୁର କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼. ଶ୍ୟାମ
Read More...

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ୩ ଆହତ, ୨ ଗୁରୁତର

ଲାଞ୍ଜିଗଡ : ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରରୁ ବନ୍ଧପାରିକୁ ସଂଯୋଗ କରୁଥିବା ରାସ୍ତା ଡୁମେରମୁଣ୍ଡା ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ତିନିଜଣ ଆହତ ହୋଇଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ବିଶ୍ୱନାଥପୁର ଗୋଷ୍ଠୀ
Read More...

ସହକାରୀ ଯନ୍ତ୍ରୀଙ୍କ ସମ୍ପର୍କିୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଚୌଦ୍ୱାର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଙ୍କୀ ଡମପଡ଼ା ବ୍ଲକ୍‌ ସହକାରୀ ଯନ୍ତ୍ରୀ ପ୍ରଭାତ ରାଉତଙ୍କ ୪ଟି ସ୍ଥାନରେ ଥିବା ଘର ଏବଂ ତାଙ୍କ ସମ୍ପର୍କିୟଙ୍କ ଘର ଉପରେ ଭିଜିଲାନ୍ସ ଚଢ଼ାଉ କରିଛି । ଏହି ପରିପ୍ରେକ୍ଷୀରେ ଚୌଦ୍ୱାର ହାଉସିଂ ବୋର୍ଡରେ ରହୁଥିବା ତାଙ୍କ ଭାଇଙ୍କ ଘରେ
Read More...

ଡେଲାଙ୍ଗରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ୯୪ତମ ଶ୍ରାଦ୍ଧ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମହାନ ରାଷ୍ଟ୍ରଭକ୍ତ, ସେବା ଓ ତ୍ୟାଗର ପ୍ରତୀକ ପୁର୍ଣ୍ଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧ ଦିବସ ଅବସରରେ ସ୍ଵାଧୀନ ସେବା ଚାରିଏଟବୁଲ ଟ୍ରଷ୍ଟ ଏବଂ ମେକ୍ ଇନ ଇଣ୍ଡିଆ ଆଣ୍ଡ ମିଡିଆ ପରିବାର, ଡେଲାଙ୍ଗ ମିଳିତ ଆନୁକୂଲ୍ୟରେ
Read More...

ସଡକ ଦୁର୍ଘଟଣା, ବାଇକ୍ ଆରୋହୀ ଗୁରୁତର

ରେଙ୍ଗାଲି : ସମ୍ବଲପୁର ରାଉରକେଲା ବିଜୁ ଏକ୍ସପ୍ରେସ ୱେର ଶାସନ ଥାନା ଅନ୍ତର୍ଗତ ଭାଲୁବାହଲ ଠାରେ ଏକ କାର ଧକ୍କାରେ ଜନୈକ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିବାର ଜଣାପଡିଛି । ସୂଚନାଯୋଗ୍ୟ ଯେ, ବୁଧବାର ଦିନ ରାତି ପ୍ରାୟ ୯ଟା ସମୟରେ ଘିଚାମୁରା ଗ୍ରାମର ରାଜେଶ ପଟେଲ ଏକ ବାଇକ ଯୋଗେ ଯାଉଥିବା
Read More...