Monthly Archives

June 2022

ବାଲେଶ୍ଵରରେ ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳିତ

ବାଲେଶ୍ୱର : ବାଲେଶ୍ଵରରେ ଅନ୍ତ ରାଷ୍ଟ୍ରୀୟ ଯୋଗ ଦିବସ ପାଳନ ହୋଇଯାଇଛି । ସକାଳୁ ସକାଳୁ ଲୋକମାନେ ଯୋଗ କାରିବାକୁ ବାଲେଶ୍ଵର ଆଇ.ଟି.ଆଇ ପଡିଆରେ ଭିଡ ଦେଖିବାକୁ ମିଳିଛି । ସକାଳ ୬ଟାରୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଲୋକେ ଏହି ଯୋଗ ଦିବସରେ ସାମିଲ ହୋଇଥିଲେ । ବିଶେଷ କରି ବାଲେଶ୍ଵର ସାଂସଦ
Read More...

ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀଙ୍କ ଦିନିକିଆ କେନ୍ଦୁଝର ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍ ଦିନିକିଆ କେନ୍ଦୁଝର ଗସ୍ତରେ ଯାଇ ଜିଲ୍ଲାରେ ବିଭାଗୀୟ କାର୍ଯ୍ୟର କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି । ମହିଳା ଓ ଶିଶୁବିକାଶ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟକ୍ରମଗୁଡିକୁ ଅଧିକ
Read More...

ଯୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରତିକ୍ରିୟା : ଯୋଗ ଜୀବନର ଅଂଶ ନୁହେଁ, ଜୀବନଶୈଳୀ ପାଲଟିଛି

ନୂଆଦିଲ୍ଲୀ : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ କର୍ଣ୍ଣାଟକର ମହୀଶୂରଠାରେ ଆୟୋଜିତ ଦେଶର ମୁଖ୍ୟ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶ ଗ୍ରହଣ କରିଛନ୍ତି । ଯୋଗ କରିବା ପରେ ଯୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ପ୍ରତିକ୍ରିୟା
Read More...

ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । "ଯୋଗ ଭାରତୀୟ ପରମ୍ପରାର ଏକ ଅନନ୍ୟ ସମ୍ପଦ ଯାହା ଆଜି ସମଗ୍ର ବିଶ୍ୱରେ ଆଦୃତ । ଏକ ସୁସ୍ଥ ଓ ସମୃଦ୍ଧ ଜୀବନ ପାଇଁ ନିୟମିତ ଯୋଗାଭ୍ୟାସର ଉପଯୋଗିତା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୫ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ
Read More...

ସ୍କୁଟି ଭିତରୁ ଚିତି ସାପ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପେଲେସ୍‌ଲାଇନ୍‌ର ଶିକ୍ଷକ ଉପେନ୍ଦ୍ର ବେହେରାଙ୍କ ସ୍କୁଟିରୁ ସୋମବାର ଏକ ଚିତି ସାପ ଉଦ୍ଧାର କରାଯାଇଛି । ଶ୍ରୀ ବେହେରା ଗତକାଲି ସ୍କୁଟି ବାହାର କରିବା ସମୟରେ ହ୍ୟାଣ୍ଡେଲ ଭିତରେ ସାପର ଲାଞ୍ଜ ଦେଖିବାକୁ ପାଇଥିଲେ । ଏ ନେଇ ସେ ସଙ୍ଗେ ସଙ୍ଗେ
Read More...

ଇ ହେଲଥ ଯୋଜନାରେ ଅନିୟମିତତା ଅଭିଯୋଗ

କାର୍ଯ୍ୟ କରୁଥିବା କର୍ମଚାରୀ ଦୀର୍ଘ ୫ ମାସ ହେଲାଣି ଦରମା ପାଇନାହାଁନ୍ତି ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଉଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଡିଏମ୍‌ଏଫ୍‌(ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ), ସୁନ୍ଦରଗଡ ତରଫରୁ ଜିଲ୍ଲାବାସୀଙ୍କୁ ମାଗଣା
Read More...

ବେଲପଡା ପେଟ୍ରୋଲ ପମ୍ପ ସମ୍ମୁଖରେ ସଡକ ଦୁର୍ଘଟଣା : ଜଣେ ମହିଳା ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ବେଲପଡାର ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ସଡକ ଦୁର୍ଘଟଣା ଘଟି ଜଣେ ମହିଳା ଗୁରୁତର ଅବସ୍ଥାରେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି । ଗୁରୁତର ମହିଳା ଜଣକ ଅମ୍ବିକା ସେଠ (୪୦) ବୋଲି
Read More...

ଭବାନୀପାଟଣା ଠାରେ ଜିଲ୍ଲା ସାମ୍ବାଦିକ ଭବନ ଉଦ୍‌ଘାଟିତ

କଳାହାଣ୍ଡି, (ପି.କେ. ସାହୁ) ଭବାନୀପାଟଣା ସ୍ଥିତ ଦେଵାନ୍ ସାହିବ ପଡାରେ ସୋମବାର ସାମ୍ବାଦିକମାନଙ୍କ ବ୍ୟବହାର ପାଇଁ ଜିଲ୍ଲା ସାମ୍ବାଦିକ ଭବନକୁ ଜିଲ୍ଲାପାଳ ଡ.ଗାଭାଲି ପରାଗ ହର୍ଷଦ୍ ତଥା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓ ଉଦ୍‌ଘାଟନ କରିଥିଲେ । ଏହି ଜିଲ୍ଲା
Read More...

ପୁରୀଠାରେ ଲୋକ ମେଳା ଓ କୃଷି ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

● ପାଞ୍ଚ ଦିନିଆ ମେଳାରେ ଜନଜାତି କଳା, ସଂସ୍କୃତି ଏବଂ କୃଷି କ୍ଷେତ୍ରର ନୂତନ ଜ୍ଞାନକୌଶଳ ପ୍ରଦର୍ଶିତ ହେବ ପୁରୀ, (ପିଆଇବି) : ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟବର୍ତ୍ତୀ ମୁକ୍ତାକାଶ ରଙ୍ଗମଞ୍ଚରେ ସୋମବାର ସନ୍ଧ୍ୟାରେ ବିଂଶତମ ଲୋକମେଳା ଓ ୧୩ ତମ କୃଷି
Read More...