Monthly Archives

June 2022

ଅର୍ବାନ ବ୍ୟାଙ୍କ ନିର୍ବାଚନରେ ମାଠିଆ ବିଜୟୀ ନଡିଆ ଗଛ ଧରାଶାୟୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଅର୍ବାନ ବ୍ୟାଙ୍କ ନିର୍ବାଚନରେ ମାଠିଆ ଚିହ୍ନ ନଡିଆ ଗଛ ଚିହ୍ନକୁ ୧୩ -୨ରେ ହରାଇ ଦେଇଛି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲିପ ରାୟଙ୍କ ରାଜେଶ ମହାପାତ୍ର ପ୍ୟାନେଲର ମାଠିଆ ଚିହ୍ନରେ ୧୩ଜଣ ନିର୍ଦ୍ଦେଶକ ପଦ ହାତେଇ ଥିବା ବେଳେ ବିଧାୟକ ସାରଦା ପ୍ରସାଦ
Read More...

ଅନ୍ତର୍ଲାରେ ଏସଏଚଜି ସଦସ୍ୟାଙ୍କ ଦ୍ଵାରା ଚାରା ରୋପଣ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଧଣ୍ଡାମାଲ ପଞ୍ଚାୟତର ଅନ୍ତର୍ଗତ ଅନ୍ତର୍ଲା ଗାଁରେ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ଦ୍ୱାରା ଏସଏଚଜି ଲଘୁବନଜାତ ଦ୍ରବ୍ୟ ପ୍ରୋସେସିଙ୍ଗ୍ ୟୁନିଟ୍ ଠାରେ ଚାରା ରୋପଣ କରାଯାଇଛି । ଏହି ଅବସରରେ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷ ଦୟାନିଧି ଖମାରୀ,
Read More...

ନିଖିଳ ଓଡିଶା ଆଶାକର୍ମୀ ସଂଘ ପକ୍ଷରୁ ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟ…

ଲାଞ୍ଚୁଆ ଅଧିକାରୀଙ୍କୁ ବଦଳି ଦାବୀ, ଆଶାକର୍ମୀଙ୍କ ସ୍ଵତନ୍ତ୍ର ପ୍ୟାକେଜ ଟଙ୍କାରୁ ବେଆଇନ ଭାବେ ଅସୁଲି କରୁଥିବା ଟଙ୍କା ଫେରାଇବାକୁ ଦାବୀ ପାଟଣାଗଡ଼, (ଗୋରେଖନାଥ ବରିହା) : ନିଖିଳ ଓଡିଶା ଆଶାକର୍ମୀ ସଂଘ ପକ୍ଷରୁ ଆଗରୁ ବିଭିନ୍ନ ସମସ୍ୟା ସମ୍ପର୍କରେ କିଛି ଦିନ ତଳେ ଘସିଏନ ଗୋଷ୍ଠୀ
Read More...

ଗଣ୍ତାବାହାଲିରେ ଅନ୍ତର୍ଜାତିକ ଯୋଗ ଦିବସ ପାଳିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଗଣ୍ତାବାହାଲି ପଞ୍ଚାୟତ ହାଇସ୍କୁଲ ଖେଳ ପଡ଼ିଆରେ ପ୍ରାତଃ ୫ ଘଟିକା ସମୟରେ ଅନ୍ତର୍ଜାତିକ ଯୋଗ ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ସରକାରଙ୍କ ଆୟୁଷ ସ୍ୱାସ୍ଥ୍ୟ କଲ୍ୟାଣ କେନ୍ଦ୍ର ଓ ଗଣ୍ତାବାହାଲି ବିକାଶ ମଞ୍ଚ
Read More...

ସର୍କିଡି ଯୁବକ ସଂଘର ବାର୍ଷିକ ଉତ୍ସବ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସର୍କିଡି ଯୁବକ ସଂଘର ୫୮ତମ ବାର୍ଷିକ ଉତ୍ସବ ଗତକାଲି ଅନୁଷ୍ଠିତ ହୋଇଯାଇଛି କ୍ଷ ଆୟୋଜିତ କାର୍ଯ୍ୟକ୍ରମର ପ୍ରଥମାର୍ଦ୍ଧରେ ସାଧାରଣ ସଭାରେ ମୁଖ୍ୟଅତିଥି ଭାବରେ ହସ୍ତତନ୍ତ ବୟନ ଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରିତା
Read More...

ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ପଥରରେ ଛେଚି ହତ୍ୟା ଘଟଣାରେ ୩ ଗିରଫ

କରଞ୍ଜିଆ : ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ପଥରରେ ଛେଚି ହତ୍ୟା ଘଟଣାରେ ୩ ଜଣଙ୍କୁ ଗିରଫ କଲା ପୋଲିସ । ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଥାନା ପୋଡ଼ାଗଡ଼ ଗାଁରେ ବୃଦ୍ଧାଙ୍କୁ ପଥରରେ ଛେଚି ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି । ଜମିଜମା ବିବାଦକୁ ନେଇ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିଲା । ଏହି
Read More...

ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ସରପଞ୍ଚଙ୍କ ସହ ଜିଲ୍ଲାପାଳଙ୍କ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବୀରମହାରାଜପୁର ବ୍ଲକ ପ୍ରଶାସନ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ବୀରମହାରାଜପୁର ବ୍ଲକ ସଭା ଗୃହ ଠାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ବ୍ଲକ ଅନ୍ତର୍ଗତ ସମସ୍ତ ୧୫ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ସହ
Read More...

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୂର୍ଯ୍ୟମନ୍ଦିରରେ ପ୍ରବେଶ ଶୁଳ୍କ ଛାଡ

କୋଣାର୍କ : ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ ହୋଇଛି । ସକାଳ ୬ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ପର୍ଯ୍ୟଟକମାନେ ବିନା ଟିକେଟରେ ସୂର୍ୟ୍ୟମନ୍ଦିର ବୁଲି ପାରିବେ ବୋଲି ସଂରକ୍ଷଣ ଅଧିକାରୀ ନୀରଜ ସିଂ ସୂଚନା ଦେଇଛନ୍ତି ।
Read More...

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନାରାୟଣ ଦାସଙ୍କର ପରଲୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀ ନାରାୟଣ ଦାସଙ୍କର ଗତକାଲି ଭୁବନେଶ୍ୱରରେ ପରଲୋକ ହୋଇଯାଇଛି । ରାଉରକେଲାର ନିବାସୀ ତଥା ଭୁବନେଶ୍ୱରରେ ଚିକିତ୍ସତ ହେଉଥିଲେ ସେ । ତାଙ୍କ ଅକାଳ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ
Read More...

ହରିଶଙ୍କର ଠାରେ ସରପଞ୍ଚ ସଂଘର ବୈଠକ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ସରପଞ୍ଚ ସଂଘର ବୈଠକ ରବିବାର ହରିଶଙ୍କର ସ୍ଥିତ ଫରେଷ୍ଟ ବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଛି । ଲୁହାସିଂହା ସରପଞ୍ଚ ସିମାଞ୍ଚଲ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକର ୨୧ ଟି ପଞ୍ଚାୟତର ସରପଞ୍ଚ ଯୋଗ ଦେଇଥିଲେ
Read More...