Monthly Archives

June 2022

ରଥଯାତ୍ରା ପରିଚାଳନା ନିମନ୍ତେ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ସ୍ୱତନ୍ତ୍ର ସମୀକ୍ଷା ବୈଠକ ପୁରୀ ଟାଉନହଲ‌ରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଭର୍ଚୁଆଲ ଭାବରେ ଯୋଗ ଦେଇ ରଥଯାତ୍ରାର ସଫଳ ପରିଚାଳନା
Read More...

ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗତକାଲି ଜିଲ୍ଲା ବିପର୍ଯ୍ୟୟ ପରିଚାଳନାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସମସ୍ତ ଅଧିକାରୀଙ୍କ ଉପସ୍ଥିତିରେ 'ଟେବୁଲ ଟପ'
Read More...

ବଢୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ଜଣ
Read More...

କୁଶମେଲରେ ରକ୍ତଦାନ ଶିବିର

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶମେଲ ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର ଠାରେ ବିଶ୍ୱ ରକ୍ତଦାନ ଦିବସ ପାଇଁ ସପ୍ତାହ ବ୍ୟାପି ଚାଲିଥିବା ରକ୍ତଦାନ ଶିବିର ଅବସରରେ ଓଡିଶା ମୋ ପରିବାର ଆନୁକୂଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାସ୍ତରୀୟ ନବ ସଂକଳ୍ପ ଶିବିର ଆୟୋଜିତ

କର୍ମୀଙ୍କୁ ଗୁରୁତ୍ଵ ଦିଅନ୍ତୁ ନେତୃ ମଣ୍ଡଳୀଜନ ସାଧାରଣଙ୍କ ସମସ୍ୟାରେ ସାମିଲ ହୁଅନ୍ତୁକୃଷକ, ଶ୍ରମିକ, ଛାତ୍ର, ମହିଳା, ଯୁବକଙ୍କ ସମସ୍ୟାକୁ ଲଗାତାର ଉତ୍ଥାପନ କରାଯାଉଟିକେଟ ବର୍ଷକ ପୂର୍ବରୁ ଘୋଷଣା କରାଯାଉଦଳରେ ଶୃଙ୍ଖଳା ଉପରେ ଗୁରୁତ୍ବ ଦିଆଯାଉ ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଦଳୀୟ
Read More...

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ପାଟଣାଗଡ଼ ସିଟିଜେନ କମିଟି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

ମତେ ଆଜ୍ଞା ନୁହେଁ, ଭାଇ ବୋଲି ସମ୍ବୋଧନ କଲେ ମୁଁ ବହୁତ ଖୁସି ହେବି । ମୁଁ ରାଜ୍ୟସଭା ସାଂସଦ ହେଲେ ବି କମିଟିର ଜଣେ ସଦସ୍ୟ, ପାଟଣାଗଡ଼ ସହରର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ଚେଷ୍ଟା କରିବି : ଶ୍ରୀ ବିଶି ପାଟଣାଗଡ଼, (ଗୋରେଖନାଥ ବରିହା) : ନବ ନିର୍ବାଚିତ ରାଜ୍ୟ ସଭା ସାଂସଦ
Read More...

ମକ୍‌ଡ୍ରିଲ ପାଇଁ ଡେଲାଙ୍ଗରେ ବ୍ଲକସ୍ତରୀୟ ସାମୁହିକ ଅଭ୍ୟାସ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ବିଜୁପଟ୍ଟନାୟକ ସମ୍ମିଳନୀ ପ୍ରକୋଷ୍ଠରେ ବ୍ଲକ ଅଧକ୍ଷ୍ୟା ବାସନ୍ତି ସାହୁଙ୍କ ଅଧ୍ୟକ୍ଷ୍ୟତାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ନିମନ୍ତେ ବ୍ଲକସ୍ତରୀୟ ଟେବୁଲ ଟପ୍‌ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Read More...

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ରଜ ମହୋତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଠାଗାର ପରିସରରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାର ତଥା ଜିଲ୍ଲା ସଂସ୍କୃତି ପରିଷଦ ତଥା ଜିଲ୍ଲା ପ୍ରଶାସନର ଆୟୋଜନରେ ଜିଲ୍ଲାସ୍ତରୀୟ ରଜ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ
Read More...

କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ : ବରଗଡ଼ର ୨ ହଜାର ବର୍ଷ ପ୍ରାଚୀନ…

• କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଲେ• ଏଏସଆଇ ଦାୟିତ୍ୱ ନେଲେ ଖନନ କାର୍ଯ୍ୟ, ପରୀକ୍ଷାନୀରିକ୍ଷା, ସମୀକ୍ଷା ଉନ୍ନତଧରଣ ହୋଇପାରିବ• ପ୍ରାଚୀନ ଅଂଶବିଶେଷରୁ ଉକ୍ତସ୍ଥାନଟି ପ୍ରତିଷ୍ଠିତ ବାଣିଜ୍ୟ କେନ୍ଦ୍ର ଥିଲା ବୋଲି
Read More...

ଯୌତୁକଲୋଭୀ ବର ହେଲା ଶିଶୁପାଳ, ବିବାହ କରିବାକୁ ମନା କରିଦେଲା କନ୍ୟା

ଉନ୍ନାଓ : ଯୌତୁକଲୋଭୀ ବର ହେଲା ଶିଶୁପାଳ । ବିବାହ କରିବାକୁ ମନା କରିଦେଲା କନ୍ୟା । ବିବାହ ସଂପନ୍ନ ହେବା ପୂର୍ବରୁ ଭାଙ୍ଗିଲା ବାହାଘର । ଏହା ପରେ ମୁଂଡ଼ ଆଉଁସି ଫେରି ଆସିଲା ବର । ପରିବାରର ସଦସ୍ୟମାନେ ମଧ୍ୟ କନ୍ୟାର ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି । ସଫିପୁର କୋତୱାଲିରେ ଯୌତୁକ
Read More...