Monthly Archives

June 2022

କୋଶଲ ବିଚାର ମନ୍ଥନ ସମ୍ମିଳନୀ

ବରଗଡ଼, (ନିରୋଜ କୁମାର ପାଣୀ) : କୋଶଲ ସମନ୍ୱୟ ସମିତିର ଆହ୍ୱାନରେ ଆଜି ଅଗ୍ରଗାମୀ ଯୁବକ ସଂଘ, ବରଗଡ଼ ଠାରେ କୋଶଲ ବିଚାର ମନ୍ଥନ ସମ୍ମିଳନୀର ଆୟୋଜନ ହୋଇଯାଇଛି । ଏଥିରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରୁ ଶତାଧିକ କୋଶଲ ସଂଗ୍ରାମୀ, କୋଶଲ ପ୍ରେମୀ ତଥା ବିଭିନ୍ନ ସଂଗଠନର କାର୍ଯ୍ୟକର୍ତ୍ତା
Read More...

ପ୍ରକଳ୍ପ ନିର୍ଦେଶକ ଡିଆର୍‌ଡିଏଙ୍କ ଦ୍ୱାରା ସୋନପୁର ବ୍ଲକ କାର୍ଯ୍ୟର ସମୀକ୍ଷା ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ନୂତନ ଡିଆର୍‌ଡିଏ ପ୍ରକଳ୍ପ ନିର୍ଦେଶକ ନିହାର ରଞ୍ଜନ କଁହରଙ୍କୁ ସୋନପୁର ବ୍ଲକ ପ୍ରଶାସନ ତରଫରୁ ବ୍ଲକ ସଭା ଗୃହରେ ଏବିଡ଼ିଓ ଶଶିଭୂଷଣ ପ୍ରଧାନ ଓ ଅନ୍ୟ ବ୍ଲକ କର୍ମଚାରୀ ପ୍ରମୁଖ ସ୍ୱାଗତ କରିଥିଲେ । ପରେ ପରେ ପ୍ରକଳ୍ପ ନିର୍ଦେଶକ ବ୍ଲକର
Read More...

ଅବ୍ୟବସ୍ଥା ଘେରରେ ଲାଲ ବାହାଦୁର ଶାସ୍ତ୍ରୀ ବିଦ୍ୟାଳୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ କେବଳ ସହର ନୁହେଁ, ସମଗ୍ର ପଦ୍ମପୁର ଉପଖଣ୍ଡରେ ନାଁ ରହିଛି । ଶିକ୍ଷକ, ଶିକ୍ଷୟିତ୍ରୀ ଓ ସ୍ଥାନୀୟ ଅଭିଭାବକଙ୍କ ସହଯୋଗରେ ବିଦ୍ୟାଳୟର ବେଶ୍ ସୁନାମ ରହିଛି । କିନ୍ତୁ ବିଭାଗୀୟ
Read More...

‘ମୋ ମା’ ଯେତିକି ସରଳ ସେତିକି ଅସାଧାରଣ’’ : ମା’ଙ୍କ ଜୀବନର ୧୦୦ତମ ବର୍ଷରେ ଭାବପ୍ରବଣତାପୂର୍ଣ୍ଣ ବ୍ଲଗ୍ ଲେଖିଲେ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ଜୀବନର ୧୦୦ତମ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ତାଙ୍କ ମା’ଙ୍କ ପାଇଁ ଏକ ଭାବପ୍ରବଣତାପୂର୍ଣ୍ଣ ବ୍ଲଗ୍ ଲେଖିଛନ୍ତି । ମା’ଙ୍କ ସହ ବିତାଇଥିବା ପିଲାଦିନର କିଛି ସ୍ବତନ୍ତ୍ର ମୁହୂର୍ତ୍ତର ସେ
Read More...

ମା’

ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ମା’, ଏହା କେବଳ ଏକ ଶବ୍ଦ ନୁହେଁ । ଏହା ଜୀବନର ଏମିତି ଏକ ଭାବନା ଯେଉଁଥିରେ ସ୍ନେହ, ଧୈର୍ଯ୍ୟ, ବିଶ୍ୱାସ, ଏମିତି କେତେ କ’ଣ ସମାହିତ ହୋଇ ରହିଛି । ଦୁନିଆର ଯେକୌଣସି ପ୍ରାନ୍ତ ହେଉ, ଯେକୌଣସି ଦେଶ ହେଉ, ପ୍ରତ୍ୟେକ ସନ୍ତାନର
Read More...

ସୋପାନ ଯୋଜନା ଉପରେ ଆଲୋଚନା ଅନୁଷ୍ଠିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ଓଡିଶା ସରକାରଙ୍କ ସମନ୍ୱିତ ଶିଶୁ ବିକାଶ ବିଭାଗ ତରଫରୁ ଚାଲିଥିବା ସୋପାନ ଯୋଜନା ଉପରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା ।ଏହି ପରିପ୍ରେକ୍ଷୀରେ ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଅଙ୍ଗନୱାଡ଼ି (ଖ) କେନ୍ଦ୍ରରେ ଅନୁଷ୍ଠିତ ଆଲୋଚନା
Read More...

ସମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲାସ୍ତରୀୟ ଟେବଲ ଟପ୍‌ କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସକାଳ ୧୦ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ସମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲାସ୍ତରୀୟ ଟେବଲ ଟପ୍‌ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ଜିଲ୍ଲାସ୍ତରୀୟ କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୩ଟି କେନ୍ଦ୍ରରେ ୧୮ରୁ ଅଧିକ ବୟସର ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୪ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଓଡିଶା ବନାଞ୍ଚଳ ପ୍ରକଳ୍ପ ସମୀକ୍ଷା ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ବିରନରସିଂପୁର ନର୍ସରୀଠାରେ ବୌଦ୍ଧ ବନଖଣ୍ଡ ଅଧିକାରୀଙ୍କ ସଭାପତିତ୍ଵରେ ଓଡିଶା ବନାଞ୍ଚଳ ପ୍ରକଳ୍ପ ଦ୍ଵିତୀୟ ପର୍ଯ୍ୟାୟ ସମୀକ୍ଷା ୨୦୨୧-୨୨ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ବନଖଣ୍ଡରେ ଓଡିଶା ବନ ଉନ୍ନୟନ ପ୍ରକଳ୍ପ ଦ୍ଵାରା କରାଯାଇଥିବା ବିଭିନ୍ନ
Read More...

କଳିଙ୍ଗ କଳା ପରିଷଦ ତରଫରୁ ନାଟକ ‘ହାଇୱେ କୀଳା’ ମଞ୍ଚସ୍ଥ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଅଗ୍ରଣୀ ନାଟ୍ୟାନୁଷ୍ଠାନ କଳିଙ୍ଗ କଳା ପରିଷଦର ମନୋରଞ୍ଜନ ଧର୍ମୀ ନାଟକ ହାଇୱେ କୀଳା ପରିଷଦର ମୁକ୍ତ ମଂଚରେ ମଞ୍ଚସ୍ଥ ହୋଇଯାଇଛି । ଉମାକାନ୍ତ ବିଶୋଇଙ୍କ ପରିକଳ୍ପିତ ନାଟ୍ୟକାର ପ୍ରାଧ୍ୟାପକ ଡଃ ସଂଜୟ ହାତୀଙ୍କ ରଚିତ ତଥା ଉମାଶଙ୍କର ପଣ୍ଡା
Read More...