Monthly Archives

June 2022

ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ଅମାନବୀୟ କାଣ୍ଡ : ଧାରୁଆ ଛୁରୀରେ ସ୍ତ୍ରୀର ବେକ କାଟିଲା ନୃସଂଶ ସ୍ୱାମୀ

ବଲାଙ୍ଗିର, (କେପିଏନଏସ୍‌) : ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ଘଟାଇଲା ଅମାନବୀୟ କାଣ୍ଡ । ଶୋଇଥିବା ଅବସ୍ଥାରେ ଧାରୁଆ ଛୁରୀରେ ସ୍ତ୍ରୀର ବେକ କାଟିଲା ନୃସଂଶ ସ୍ୱାମୀ । ଏପରି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ବାହାବଲ ଗାଁରେ । ସୂଚନା ଯୋଗ୍ୟ ଯେ, ଗତ ୧୩
Read More...

ପୁରୀରେ ଆୟୋଜିତ ହେବ ବିଂଶତମ ଲୋକମେଳା ୨୦୨୨

ଭୁବନେଶ୍ୱର, (ପିଆଇବି) : ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ପୁରୀରେ ଆୟୋଜିତ ହେବ ବିଂଶତମ ଲୋକମେଳା ୨୦୨୨ । ଚଳିତ ମାସ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରର ଶରଧାବାଲି ସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟବର୍ତ୍ତୀ ମୁକ୍ତାକାଶ ରଙ୍ଗମଞ୍ଚରେ ଆୟୋଜିତ ହେବ ଏହି ଲୋକ ସାଂସ୍କୃତିକ
Read More...

ଦେଓଗାଁ କୃଷି ପରାମର୍ଶ କେନ୍ଦ୍ରରେ କୃଷକ ସାଥୀ ବୈଠକ ଅନୁଷ୍ଠିତ

ଦେଓଗାଁ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଦେଓଗାଁ କୃଷି ପରାମର୍ଶ କେନ୍ଦ୍ରରେ ବ୍ଲକ ସ୍ତରୀୟ କୃଷକ ସାଥୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ କୃଷି ଅଧିକାରୀ ପ୍ରଦୀପ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦେଓଗାଁ ବ୍ଲକର ୨୬ଟି ପଞ୍ଚାୟତର
Read More...

ବଲାଙ୍ଗିର ସମ୍ବଲପୁର ରୋଡ ମାଧିଆପାଲିସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସମ୍ବଲପୁର ରୋଡ ମାଧିଆପାଲିସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ସୂଚନାନୁସାରେ ଲୋଇସିଂହା ପଟରୁ ବଲାଙ୍ଗିର ମେଡିକାଲକୁ ବାଗଡୋଲ ଗ୍ରାମର ପ୍ରସନ୍ନ କୁମାର ନାଗ ଯାଉଥିବା ବେଳେ ରିଲାଏନ୍ସ
Read More...

ବଜ୍ରପାତରେ ୪ ଟି ଗାଈଙ୍କ ଅକାଳ ମୃତ୍ୟୁ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ୍ ଅନ୍ତର୍ଗତ ରାଉତପଡ଼ା ଗ୍ରାମର ବାମ୍ଫି ଗହିର ଠାରେ ବଜ୍ରପାତରେ ୪ ଟି ଗାଈଙ୍କ ଅକାଳ ମୃତ୍ୟୁ ହୋଇଥିବା ଜଣାପଡିଛି । ଗାଈମାନେ ଚରିବାକୁ ଯାଇଥିବା ବେଳେ ଆଜି ଅପରାହ୍ନରେ ବଜ୍ରପାତ ହେବା ଫଳରେ ରାଉତପଡାର ବାମ୍ଫି ଗହିର ଠାରେ ୪ ଟି ଗାଈଙ୍କ ର
Read More...

ବିନା ସୂଚନା ଫଳକରେ ପାହାଚ କାମ ନିମ୍ନମାନର ହୋଇଥିବା ଅଭିଯୋଗ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବେନ୍ଦ୍ରା ପଂଚାୟତ ବେନ୍ଦ୍ରାଗ୍ରାମର ବରକଟାଠାରେ ପଞ୍ଚାୟତ ସିଏଫ୍‌ଏସ୍‌ ପାଣ୍ଠିରୁ ଏକ ଲକ୍ଷ ପଚାଶ ହଜାର ଟଂକା ବିନିମୟରେ ଏକ ନୂତନ ପାହାଚ ନିର୍ମାଣ କାମ ଚାଲିଛି । ତାହା କେଉଁ ଯୋଜନାର କାମ ସୂଚନା ଫଳକ
Read More...

ଭିଜିଲାନ୍ସ ପଞ୍ଝାରେ ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର

ଜଳେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡିଭିଜନର ୫ ଜଣିଆ ଭିଜିଲାନ୍ସ ଟିମ୍ ଭୋରରୁ ବିଡ଼ିଓ ଅଶ୍ୱିନୀ କୁମାର ଦାସଙ୍କ ସରକାରୀ ବାସଭବନରେ ରେଡ୍ କରିଥିବା ଜଣାପଡିଛି । ଏଥି ସହିତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି । ରେଡ୍ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ
Read More...

ଓଲଟିଲା ପରିବା ବୋଝେଇ ଟ୍ରକ୍

ବିନିକା : ସୋନପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଭବିଷ୍ୟ ବିଦ୍ୟାଳୟ ନିକଟରେ ଏକ ପରିବା ବୋଝେଇ ଟ୍ରକ୍‌ ରାୟୁପୁରରୁ ବ୍ରହ୍ମପୁର ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଥିବା ସୂଚନା ମିଳିଛି । ସୂଚନା ମୁତାବିକ, ଟ୍ରକଟି ପରିବା
Read More...

ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ମଧ୍ୟରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ
Read More...