ସିନାପାଲିରେ ରଥଯାତ୍ରା ପ୍ରସ୍ତୁତି ବୈଠକ
ସିନାପାଲି, (ନିରାକାର ମେହେର) : ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ଆଗାମୀ ରଥଯାତ୍ରା ପାଳନକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ମନ୍ଦିର ପରିଚାଳନା କମିଟିର ସଭାପତି ବୈଶମ୍ପାୟନ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଠାରୁ ଆରମ୍ଭ କରି ଅଣସର!-->…
Read More...
Read More...