Daily Archives

ପବିତ୍ର ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ କରିବା ପୂର୍ବରୁ ଟ୍ୱିଟ୍‌ ଯୋଗେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ
Read More...

ଗଛରୁ ବାପ-ପୁଅଙ୍କ ମୃତ ଦେହ ଉଦ୍ଧାର

ବାଂଶପାଳ : କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ବାଂଶପାଳ ଗାଁରେ ଗଛରେ ଝୁଲି ପଡ଼ି ପ୍ରାଣ ହରାଇଛନ୍ତି ବାପା ଆଉ ପୁଅ । ଘର ପାଖ ଜଙ୍ଗଲରେ ବେକରେ ଗାମୁଛା ଲଗାଇ ବାପା ଓ ପୁଅ ଆତ୍ମହତ୍ୟା କରିଥିବା ଜଣାଯାଇଛି । ସୂଚନାନୁସାରେ ମୃତକ ବାଂଶପାଳ ରଜାବନ୍ଧ ମୁଣ୍ଡା ସାହିର ଶୁକ୍ରା
Read More...

ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟପାଳଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରସିଦ୍ଧ ରଥଯାତ୍ରା ଅବସରରେ ମାନ୍ୟବର ରାଜ୍ୟପାଳ ବିଶ୍ୱର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁଙ୍କ ଅପାର କୃପା ସମସ୍ତଙ୍କ ଉପରେ ଅତୁଟ ରହୁ ବୋଲି ସେ ପ୍ରାର୍ଥନା କରିଛନ୍ତି ।
Read More...

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ପୁରୀ ନିକଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଶୁଣି ମାନ୍ୟବର ରାଜ୍ୟପାଳ ଦୁଃଖ ପ୍ରକାଶ କରି ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
Read More...

ଦୁତିପଡ଼ା ସମବାୟ ସମିତିର ସଭାପତି ଭାବେ ନିର୍ବାଚିତ ହେଲେ ଇନ୍ଦ୍ରଦ୍ୟୁମ୍ନ ମଲ୍ଲିକ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଦୂତୀମେଣ୍ଡି ଠାରେ ଥିବା ଦୁତିପଡ଼ା ବହୁମୁଖୀ ସମବାୟ ସମିତି ଲିଃ କାର୍ଯ୍ୟାଳୟରେ ଗୁରୁବାର ଦିନ ସଭାପତି ପାଇଁ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା । ଏଥିରେ ନିର୍ବାଚନ ଅଧିକାରୀ ରାଧାକୃଷ୍ଣ ଆଚାରି ଯୋଗ ଦେଇ ନିର୍ବାଚନ
Read More...

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ କେନ୍ଦ୍ର ଶିକ୍ଷା ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ଓଡ଼ିଆଙ୍କ ଭାବାବେଗର ମହାନ ପର୍ବ । ଏହି
Read More...

ରଥଯାତ୍ରା ସମ୍ମିଳିତ ସ୍ୱତନ୍ତ୍ର ମୋହର ଉନ୍ମୋଚିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପବିତ୍ର ରଥଯାତ୍ରା ଉପଲକ୍ଷେ କେନ୍ଦ୍ର ଯୋଗାଯୋଗ ମନ୍ତ୍ରଣାଳୟ ପକ୍ଷରୁ ଆଜି ଏକ ସ୍ୱତନ୍ତ୍ର ରଥଯାତ୍ରା ସମ୍ମିଳିତ ମୋହର ଉନ୍ମୋଚିତ ହୋଇଛି । ଏହି ପରିପ୍ରେକ୍ଷୀରେ ବରଗଡ଼ ମୁଖ୍ୟ ଡାକଘର ପରିସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବରଗଡ଼ ଅତିରିକ୍ତ
Read More...

କମିଲା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ : କମିଲା ଗ୍ୟାସ ସିଲିଣ୍ଡର ମୂଲ୍ୟ । ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟରେ ୧୯୮ ଟଙ୍କା ହ୍ରାସ ହୋଇଛି । ଏହା ଜୁଲାଇ ୧ ଠାରୁ ଲାଗୁ କରାଯାଉଛି । ଏହା ଦ୍ୱାରା ଗ୍ରାହକଙ୍କୁ ଏକ ବଡ ଆଶ୍ୱସ୍ତି ମିଳିଛି । କମ୍ପାନୀ ଗୁଡିକ ଘରୋଇ ଗ୍ୟାସ ସିଲିଣ୍ଡର
Read More...

ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଲିଟିପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋକୁଳାନନ୍ଦ ପ୍ରଧାନଙ୍କ ଚାକିରିରୁ ଅବସର ଗ୍ରହଣ ଉପଲକ୍ଷେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ, ପରିଚାଳନା କମିଟିର ସଭ୍ୟସଭ୍ୟାଙ୍କୁ ନେଇ ଏକ ସମ୍ବର୍ଦ୍ଧନା ସଭା ଚେୟାରମ୍ୟାନ ଚୂଡାମଣି ଭୁଏଙ୍କ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ମୃତ

ସୁଲତାନପୁର : ଲଖନଉ ସ୍ଥିତ ସୁଲତାନପୁର ଅନ୍ତର୍ଗତ କୋତବଲୀର ବାଇପାସ ସ୍ଥିତ ଆଦରା କମନଗଡରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାନୁସାରେ ମୃତକଙ୍କ ମଧ୍ୟରେ ମହିଳା ସାମିଲ ରହିଛନ୍ତି । ଉକ୍ତ ଯାନରେ ପ୍ରାୟ ୮ ଜଣ ଯାତ୍ରା କରୁଥିଲେ । ଖବର ପାଇ
Read More...