Daily Archives

ଶ୍ରଦ୍ଧାଳୁମାନଙ୍କୁ ସହାୟତା ଯୋଗାଇଦେବା ପାଇଁ ପୁରୀରେ ସୂଚନା କେନ୍ଦ୍ରର ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଥଯାତ୍ରା ସମୟରେ ଶ୍ରଦ୍ଧାଳୁମାନଙ୍କୁ ସହାୟତା ଯୋଗାଇଦେବା ପାଇଁ ପୁରୀରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ୧୧ଟି ସ୍ଥାନରେ ସୂଚନା କେନ୍ଦ୍ର ଖୋଲାଯାଇଛି । ସେହିପରି ଓଡିଶା ଟୁରିଜିମ୍‌ ପକ୍ଷରୁ ୫ଟି ସ୍ଥାନରେ ପର୍ଯ୍ୟଟକଙ୍କ ପାଇଁ ସୂଚନାକେନ୍ଦ୍ର
Read More...

ସିନାପାଲି ହାଇସ୍କୁଲରେ ବିଦାୟକାଳୀନ ସମ୍ୱର୍ଦ୍ଧନା ସଭା

ନୂଆପଡା, (ନିରାକାର ମେହେର) : ସିନାପାଲି ନୋଡ଼ାଲ ହାଇସ୍କୁଲର ବରିଷ୍ଠ ଶିକ୍ଷକ ଚଂଦ୍ରଶେଖର ନାଏକ ଅବସର ଗ୍ରହଣ କରିଥିବା ବେଳେ ଗତକାଲି ସ୍କୁଲ ତରଫରୁ ତାଙ୍କୁ ବିଦାୟକାଳୀନ ସମ୍ୱର୍ଦ୍ଧନା ଦିଆଯାଇଛି । ଏନେଇ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଲଳିତ କୁମାର ସୁନାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୭୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ
Read More...

ବିଭିନ୍ନ ସ୍ଥାନ ପରିଦର୍ଶନ କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷା

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝି ପରିଦର୍ଶନ କରିଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ, ଗତ ବୁଧବାର ଦିନ ନୂଆପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝି ସିନାପାଲି ଗସ୍ତରେ ଆସିଥିବା ବେଳେ
Read More...

ଶିଶୁ ଶ୍ରମିକ ପ୍ରଥା ଓ ବାଲ୍ୟବିବାହ ପ୍ରଥା ଉଚ୍ଛେଦ ନେଇ ଟାସ୍କଫୋର୍ସ କମିଟି ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶିଶୁ ଶ୍ରମିକ ପ୍ରଥା ଓ ବାଲ୍ୟବିବାହ ପ୍ରଥା ଉଚ୍ଛେଦ ନେଇ ଗଞ୍ଜାମ ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା ଓ ଟାସ୍କଫୋର୍ସ କମିଟି ବୈଠକ ଜିଲ୍ଲା ସଦର ମହକୁମା ଛତ୍ରପୁର ସ୍ଥ ଜିଲ୍ଲା ସମଗ୍ର ଶିକ୍ଷା ସମ୍ମିଳନୀ ଗୃହରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସ୍ୱରୂପ
Read More...

ଶିକ୍ଷକ ଗୌରାଙ୍ଗ ଚରଣ ପରିଡାଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସମାରୋହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ଚନ୍ଦ୍ରଶେଖର ଦେବ ଉଚ୍ଚ ବିଦ୍ୟାଳୟ, ହାକପଡା ବରିଷ୍ଠ ସଂସ୍କୃତ ଶିକ୍ଷକ ଗୌରାଙ୍ଗ ଚରଣ ପରିଡାଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ
Read More...

ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

କଣ୍ଟାମାଲ, (ମମତା ମହାକୁର) : ବୌଦ୍ଧ ଜିଲା କଣ୍ଟାମାଲ ବ୍ଲକ ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାପୀଠ ଖଟଖଟିଆର ପ୍ରଧାନ ଶିକ୍ଷକ ଭୁବନେଶ୍ୱର ବସ୍ତିଆଙ୍କ ଅବସର ଗ୍ରହଣ ଅବସରରେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ନରେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ପ୍ରଧାନ ଶିକ୍ଷୟତ୍ରୀ ସୁଧାଂଶୁବାଳା ମହାପାତ୍ରଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସମାରୋହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ରେଞ୍ଚ ଗ୍ରାମପଞ୍ଚାୟତର ସରକାରୀ ପ୍ରାଥମିକ ବିଦ୍ୟାଳୟ ଜୋକନଡୁଆର ପ୍ରଧାନ ଶିକ୍ଷୟିତ୍ରୀ ସୁଧାଂଶୁ ବାଳା ମହାପାତ୍ରଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ନିଖିଳ
Read More...

ଜିଲ୍ଲା ଉନ୍ନୟନ ସମନ୍ୱୟ କମିଟି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ସାଂସଦ ତଥା ଦିଶାର ଅଧ୍ୟକ୍ଷ ସୁରେଶ ପୂଜାରୀ ବୈଠକରେ ଅଧ୍ୟକ୍ଷତା କରିଥିଲେ । ଏଥିରେ ଜିଲ୍ଲାରେ ହୋଇଥିବା ବା
Read More...