Daily Archives

ଆଇନ ମହାବିଦ୍ୟାଳୟ ଓ ସମାଜ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୪ତମ ପୂଣ୍ୟତିଥି ଉପଲକ୍ଷେ ରାଉରକେଲା ଆଇନ ମହାବିଦ୍ୟାଳୟ ଓ ରାଉରକେଲା ସମାଜ ସଂସ୍କରଣର ମିଳିତ ସହଯୋଗରେ ଏକ ରକ୍ତଦାନ ଶିବିର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର
Read More...

ପବିତ୍ର ରଥଯାତ୍ରାରେ ପ୍ରଥମ ଥର ବରଗଡ଼ ହାଟପଦାରେ ଅନୁଷ୍ଠିତ ହେଲା ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ୧୦୧ ୟୁନିଟ ରକ୍ତ ସଂଗୃହୀତ ମାନବିକତା ଦେଖାଇଲେ ହାଟପଦାବାସୀ ପବିତ୍ର ରଥଯାତ୍ରା ଅବସରରେ ଗତ ଶୁକ୍ରବାର ଦିନ ୱାର୍ଡ ନମ୍ବର ୦୩ ହାଟପଦା ସ୍ଥିତ ମା' ଦୂର୍ଗା ମହିଳା ସମିତି କାର୍ଯ୍ୟାଳୟ ପରିସରରେ ହାଟପଦାର ସ୍ୱୟଂସେବୀ ସଂସ୍ଥା ସଂକଟମୋଚନ ସହାୟକ ସଙ୍ଘ ଆଉ
Read More...

ଆଜି ବିଶ୍ୱ କ୍ରୀଡ଼ା ସାମ୍ବାଦିକ ଦିବସ

ନୂଆଦିଲ୍ଲୀ : କ୍ରୀଡ଼ାର ପ୍ରୋତ୍ସାହନ ପାଇଁ କ୍ରୀଡ଼ା ସାମ୍ବାଦିକଙ୍କ ସେବାକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ଜୁଲାଇ ୨ ତାରିଖରେ ପାଳିତ ହେଉଛି ବିଶ୍ୱ କ୍ରୀଡ଼ା ସାମ୍ବାଦିକ ଦିବସ । ବିଶ୍ୱର ସମସ୍ତ କ୍ରୀଡ଼ା ସାମ୍ବାଦିକଙ୍କୁ ଏହି ଦିବସ ଉତ୍ସର୍ଗ କରାଯାଇଛି । କ୍ରୀଡ଼ା ସାମ୍ବାଦିକତା
Read More...

ବଜ୍ରପାତରେ ୩ ଗୁରୁତର

ପାପଡ଼ାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକର ଦୁଇଟି ସ୍ଥାନରେ ଶନିବାର ବଜ୍ରପାତ ଘଟି ୩ ଜଣ ଗୁରୁତର ହୋଇଛନ୍ତି । ସେମାନେ ହେଲେ ପାତ୍ରୀ ପଞ୍ଚାୟତ ଜବାଗୁଡ଼ା ଗ୍ରାମର ରବି ଚନ୍ଦ୍ର ଯାନୀ (୯) ଓ ତୁମ୍ବର୍ଲା ପଞ୍ଚାୟତ ଗୋବର୍ଲା ଗ୍ରାମର ବୁଟି ପୂଜାରୀ ଓ ଦୀର୍ଯ୍ୟ ନାୟକ ।
Read More...

ଇରାନରେ ଶକ୍ତିଶାଳୀ ଭୂମିକମ୍ପ : ୫ ମୃତ, ୪୪ ଆହତ

ତେହରାନ : ଇରାନରେ ଶନିବାର ଏକ ବଡ ଧରଣର ଭୂକମ୍ପ ଝଟକା ଅନୁଭବ ହୋଇଛି । ଭୂକମ୍ପର ତିବ୍ରତା ଖୁବ ଅଧିକ ଥିବାରୁ କତର,ୟୁଏଇ ଓ ଚୀନ ପର୍ୟ୍ୟନ୍ତ ଏହାର ପ୍ରଭାବ ଅନୁଭବ ହୋଇଛି । ଇରାନର ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭୂକମ୍ପର ତିବ୍ରତା ୬.୧ ରେକର୍ଡ କରାଯାଇଛି । ଭୂକମ୍ପରେ ପ୍ରାୟ ୫ ଜଣଙ୍କ
Read More...

କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

କଟକ, (କେପିଏନ୍‌ଏସ୍‌) : କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ ସିଏମ୍‌ସି ପକ୍ଷରୁ କଟକରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଭୁବନେଶ୍ୱର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ସିଏମ୍‌ସି ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ
Read More...

ଶ୍ରୀ ସତ୍ୟସାଇ ବାବାଙ୍କ ୫୦ତମ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨,ସି/୫୬ ସ୍ଥିତ ଶ୍ରୀ ସତ୍ୟସାଇ ବାବାଙ୍କ ବିଗ୍ରହ ପ୍ରତିଷ୍ଠା ଦିବସର ୫୦ତମ ବାର୍ଷିକୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବନବାସ ପଟ୍ଟନାୟକ, ସ୍ୱର୍ଣ୍ଣପ୍ରଭା ପଟ୍ଟନାୟକ, ଗୋପୀନାଥ ପଟ୍ଟନାୟକ ଓ ବନ୍ଦନା ପଟ୍ଟନାୟକ
Read More...

କଲରାପତ୍ରିଆ ବାଘ ଛାଲ ଜବତ ସହ ଜଣେ ଗିରଫ

ଉମରକୋଟ : ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଏକ କଲରାପତ୍ରିଆ ବାଘ ଛାଲ ଜବତ କରାଯିବା ସହ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ଗିରଫ ବ୍ୟକ୍ତିଙ୍କ ନାଆଁ ଅନନ୍ତ ପନକା ବୋଲି ଜଣାପଡିଛି । ତାଙ୍କର ଘର ଝରିଗାଁ ନିକଟସ୍ଥ ବେଲଗାଁରେ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ଅନନ୍ତ ପନକା ରାଇଘର
Read More...

ଦୋକାନ ବାହାରେ ଥିବା ବାଇକକୁ ଜାଳି ଦେଇଥିବା ଅଭିଯୋଗ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲାର କଣ୍ଟାବାଞ୍ଜି ସହର ବେହେରାପଡାର ଏକ ଦୋକାନ ବାହାରେ ଥିବା ବାଇକକୁ କିଛି ଦୁର୍ବୃତ୍ତ ଜାଳି ଦେଇଥିବା ଅଭିଯୋଗ ହୋଇଛି । ସୂଚନାନୁସାରେ ଘଟଣାଟି ବିଳମ୍ବିତ ରାତିରେ ହୋଇଥିବା ବେଳେ ବାଇକ ଜଳା ଯାଉଥିବା ଦୃଶ୍ୟ ସିସିଟିଭିରେ କଏଦ
Read More...

ଶନିବାର ଦିନ ପୂର୍ବ ଭଳି ସକାଳ ସ୍କୁଲ ପାଇଁ ଶିକ୍ଷକ ସଂଘ ପକ୍ଷରୁ ଦାବୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶନିବାର ଦିନ ପୂର୍ବ ଭଳି ସକାଳ ସ୍କୁଲ କରାଯିବାକୁ ଶିକ୍ଷକ ସଂଘ ପକ୍ଷରୁ ଦାବୀ କରାଯାଇଛି । ଓଷ୍ଟା ରାଜ୍ୟ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀ କହିଛନ୍ତି ଯେ, ଶନିବାର ଦିନ ସ୍କୁଲ ସକାଳୁଆ ହେଲେ ଛାତ୍ରଛାତ୍ରୀମାନଙ୍କ ପ୍ରତିଭା ବିକାଶ ନିମନ୍ତେ ବିଭିନ୍ନ
Read More...