Daily Archives

ଜୁଲାଇ ୬ରେ ଜିଲ୍ଲାସ୍ତରୀୟ ଓଡିଆ ପ୍ରବନ୍ଧ, ସାହିତ୍ୟ ସମ୍ପର୍କିତ ବକୃତା, କବିତା ଆବୃତି, ସାହିତ୍ୟ ସମ୍ପର୍କିତ ସାଧାରଣ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଓ ରାଜ୍ୟସ୍ତରୀୟ ପ୍ରତିଯୋଗିତା କନିଷ୍ଠ ବର୍ଗ ୬ଷ୍ଠରୁ ୭ମ ଶ୍ରେଣୀ ଏବଂ ବରିଷ୍ଠ ବର୍ଗ ୮ମରୁ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହେବ । ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ
Read More...

ରାଜ୍ୟ ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂଖ୍ୟା ଉନ୍ମୋଚନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ରାଜ୍ୟ ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂଖ୍ୟା ଉନ୍ମୋଚନ କରିଛନ୍ତି ।
Read More...

ଏଚ୍‌ଡିଏଫ୍‌ସି କମ୍ପାନୀ ଚଞ୍ଚକତା କରି ବରଗଡ ଜିଲ୍ଲାର ୭୦ ହଜାରରୁ ଅଧିକ ଚାଷୀଙ୍କ ପଞ୍ଜିକୃତ ଫସଲ ରିଜେକ୍ଟ କରିଛି,…

ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କା ତୁରନ୍ତ ପ୍ରଦାନ ପାଇଁ ଓଡିଶା କୃଷି ସଚିବଙ୍କୁ ଭେଟି ଆଲୋଚନା କଲେ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଆଜି
Read More...

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ସଡକ ଦୁର୍ଘଟଣାରେ ଅକାଳ ବିୟୋଗ ହୋଇଥିବା ଖବର ପାଇ ରାଜ୍ୟ ସୂଚନା ଓ ଲୋକ ସମ୍‌ପର୍କ ବିଭାଗର ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ତାଙ୍କର ଅକାଳ ବିୟୋଗ ସାମ୍ୱାଦିକ ଜଗତ ପାଇଁ ଏକ ଅପୁରଣୀୟ
Read More...

ଲୋଇସିଂହା ବ୍ଲକ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଲୋଇସିଂହା, (କେପିଏନ୍‌ଏସ୍‌) : ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଲୋଇସିଂହା ବନ ବିଭାଗ ତରଫରୁ ସ୍ଥାନୀୟ ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଜିଲ୍ଲା କଂଗ୍ରେସ ସଭାପତି
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୩୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୫ ଜଣ
Read More...

କୀର୍ତ୍ତି-କୃତିତ୍ତ୍ୱ ପାଇଁ ରାଜାସାହେବ କୈଳାଶ ଚନ୍ଦ୍ର ଦେଓଙ୍କୁ ଛତ୍ରପୁରଠାରେ ଉଚ୍ଛ୍ୱସୀତ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ତାଡେପଲ୍ଲୀ ସାହିସ୍ଥ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପୃଷ୍ଠପୋଷାକ ରାଜାସାହେବ କୈଳାସ ଚନ୍ଦ୍ର ଦେଓଙ୍କୁ ସମ୍ମାନିତ କରାଯାଇଛି । ଦୀର୍ଘ ୫୫ ବର୍ଷ ଧରି ଚିକିଟି ରାଜବଂଶର ସ୍ୱର୍ଗତ କିଶୋର ଚନ୍ଦ୍ର ରାଜେନ୍ଦ୍ର ଦେଓଙ୍କ ପୌତ୍ର କୈଳାଶ ଚନ୍ଦ୍ର
Read More...

ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରାର ଡାକ-ଲଫାଫା ଉନ୍ମୋଚନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ଶ୍ରୀଗୁଣ୍ଡିଚା ଘୋଷଯାତ୍ରା ଅବସରରେ ଭାରତୀୟ ଡାକବିଭାଗ ତରଫରୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ରଥର ସାଂକେତିକ ଚିତ୍ରକୁ ନେଇ ପ୍ରସ୍ତୁତ ସ୍ୱତନ୍ତ୍ର ଡାକ ମୋହର କ୍ୟାଚେଟର ଶୁଭାରମ୍ଭ ପୂର୍ବକ ସ୍ୱତନ୍ତ୍ର ତଥା ବିଶେଷ ରଦ୍ଦକରଣ ଓ ଉକ୍ତ
Read More...

ଭରତ ଚନ୍ଦ୍ର କାଣ୍ତଙ୍କୁ ବିଦାୟକାଳୀନ ସମ୍ୱର୍ଦ୍ଧନା

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ହାତୀବନ୍ଧା ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଭରତ ଚନ୍ଦ୍ର କାଣ୍ତ ଅବସର ଗ୍ରହଣ କରିଥିବା ବେଳେ ଏନେଇ ଏକ ବିଦାୟକାଳୀନ ସମ୍ୱର୍ଦ୍ଧନା ସଭା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ
Read More...

୭୩ତମ ବନ ମହୋତ୍ସବ ପାଳନ ଉପଲକ୍ଷେ ଚାରା ବିତରଣ

ନୂଆପଡା, (ନିରାକାର ମେହେର) : ବିଶ୍ୱ ବନ ମହୋତ୍ସବ ଓ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ସିନାପାଲି ଗୋଷ୍ଟୀ ସ୍ୱାସ୍ଥ କେନ୍ଦ୍ରରେ ଚାରା ରୋପଣ କରାଯାଇଛି । ଜୁଲାଇ ୧ରୁ ୭ ତାରିଖ ଯାଏ ସାରା ବିଶ୍ୱରେ ବନ ମହୋତ୍ସବ ପାଳନ କରାଯାଉଥିବା ବେଳେ ନୂଆପଡା ଜିଲ୍ଲା ସିନାପାଲି ରେଂଜ
Read More...
error: Content is protected !!