Daily Archives

ଗାନ୍ଧୀ ଷ୍ଟାଡିୟମଠାରେ ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ

ଜିଲ୍ଲାର ଲୁକ୍କାୟିତ କ୍ରୀଡା ପ୍ରତିଭାଙ୍କ ନିମନ୍ତେ ଉଜ୍ୱଳ ଭବିଷ୍ୟତ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଓଡିଶା ସରକାରଙ୍କ ଆନୁକୂଲ୍ୟରେ ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡା ଓ ଯୁବସେବା ବିଭାଗ ତରଫରୁ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ଦୁଇ ଦିନିଆ
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଜିଲ୍ଲା ଅଡିଟୋରିୟମ ପାଇଁ ଅନୁଦାନ ମଞ୍ଜୁର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କ୍ରମଶଃ ଜିଲ୍ଲା ସଦର ମହକୁମା ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଏକ ୫ଶହ ସିଟ୍ ବିଶିଷ୍ଟ ଅଡିଟୋରିୟମର ଆବଶ୍ୟକତା ରହିଛି । ଏହି ପରିପ୍ରେକ୍ଷୀରେ ବରଗଡ଼ ସଚେତନ ନାଗରିକ ଓ ବୁଦ୍ଧିଜୀବୀମାନେ ଅନେକ ଥର ଜିଲ୍ଲା ପ୍ରଶାସନ ଓ
Read More...

ସମ୍ବଲପୁର-ନାନ୍ଦେଡ଼ ଟ୍ରେନ୍‌ ପ୍ରତ୍ୟହ ଚଳାଚଳ ଓ ସଂପ୍ରସାରଣ ପାଇଁ ଓସାକା ହାଇଦ୍ରାବାଦ ପକ୍ଷରୁ ଦାବୀପତ୍ର ପ୍ରଦାନ

ହାଇଦ୍ରାବାଦ, (କେପିଏନ୍‌ଏସ୍‌) : ହାଇଦ୍ରାବାଦରେ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକକୁ ଆସିଥିବା କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା ଏବଂ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ୍‌ଙ୍କୁ ‘ଓସାକା’ ହାଇଦ୍ରାବାଦର ସଦସ୍ୟାମାନେ ସାକ୍ଷାତ କରି ପଶ୍ଚିମ ଓଡ଼ିଶାର ଉନ୍ନତି ତଥା ସମସ୍ୟା
Read More...

ବଲାଙ୍ଗିର ସିଭିଲ କୋର୍ଟ ଏବଂ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିର ପରିସରରେ ବନ ମହୋତ୍ସବ ସପ୍ତାହ ଉପଲକ୍ଷେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ନ୍ୟାୟାଧିଶ ଲୋକନାଥ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଆଜି ବଲାଙ୍ଗିର ସିଭିଲ କୋର୍ଟ ଏବଂ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିର ପରିସରରେ ବନ ମହୋତ୍ସବ ସପ୍ତାହ ଅପସରରେ ବୃକ୍ଷ ରୋପଣ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୩୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ବିଭିନ୍ନ ୧୭ ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ
Read More...

ବଲାଙ୍ଗିର ଜିଲ୍ଲା କୃଷକ ମହାସଂଘ ଭେଟିଲା ଜିଲ୍ଲାପାଳଙ୍କୁ, ତୁରନ୍ତ କୃଷି ବୀମା ରାଶି ପ୍ରଦାନ ପାଇଁ ଦାବୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା କୃଷକ ମହାସଂଘର ପ୍ରତିନିଧି ଦଳ ଜିଲ୍ଲାପାଳ ଚଂଚଳ ରାଣାଙ୍କୁ ଭେଟି ତୁରନ୍ତ କୃଷି ବୀମା ରାଶି ପ୍ରଦାନ ପାଇଁ ଦାବୀ ଜଣାଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଆଜି ପୂର୍ବାହ୍ନ ୧୧ଟା ସମୟରେ ବଲାଙ୍ଗିର ଜିଲ୍ଲା କୃଷକ ମହାସଂଘର
Read More...

ବାଲ୍ୟ ବିବାହ ଓ କିଶୋରୀ ମାତୃତ୍ୱ ନିରାକରଣ ନିମନ୍ତେ ପିଆରଆଇ ପ୍ରତିନିଧି, କାଉନସିଲର, ଟେଣ୍ଟ ହାଉସ ମାଲିକ ସଙ୍ଘ,…

ବାଲ୍ୟ ବିବାହ ଏକ ସାମାଜିକ ବ୍ୟାଧି, ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଆମ ସମସ୍ତଙ୍କ ଗୁରୁଦାୟିତ୍ୱ ଓ ନୈତିକ କର୍ତ୍ତବ୍ୟ : ଜିଲ୍ଲପାଳ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ତରଭା ବ୍ଲକ ପ୍ରଶାସନର ମିଳିତ ସହଯୋଗରେ ବ୍ଲକ ସଭା କକ୍ଷଠାରେ ଜିଲ୍ଲା ବାଲ୍ୟ
Read More...

କୃଷି ବୀମା ରାଶି ପ୍ରଦାନ ଓ ଖପ୍ରାଖୋଲ ପଞ୍ଚାୟତକୁ ସଂପୂର୍ଣ୍ଣ ମରୁଡ଼ି ଘୋଷଣା କରିବା ପାଇଁ ଖପ୍ରାଖୋଲ ପଞ୍ଚାୟତ…

ପାଟଣାଗଡ, (ଗୋରେଖ ନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ସ୍ଥାନୀୟ ପଞ୍ଚାୟତର କୃଷି ବୀମା ରାଶିକୁ ବୀମା କମ୍ପାନୀ ସ୍ଥଗିତ ରଖିଛି । ଏହାକୁ ପଞ୍ଚାୟତର ଚାଷୀ ବିରୋଧ କରି ସୋମବାର ଦିନ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ରଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ୫ ଦଫା ସମ୍ବଳିତ ଏକ ଦାବୀପତ୍ର
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ପ୍ରଥମ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
Read More...

ଅଶୋକା ବିଲ୍ଡକନ୍ ଓ ନିଷ୍ଠା ପରିବାର ତରଫରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଅଶୋକା ବିଲ୍ଡକନ୍ ଓ ନିଷ୍ଠା ପରିବାରର ମିଳିତ ଆନୁକୁଲ୍ୟରେ ଟୋଲଗେଟ୍ ବରାହଗୋଡାଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରକୁ ମୁଖ୍ୟ ଅତିଥି ଭାରତୀୟ ଜାତୀୟ ରାଜପଥ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନାଗେଶ୍ଵର ରାଏ ଓ
Read More...