Daily Archives

ସୁବର୍ଣ୍ଣପୁର ଜିଲ୍ଲା ସଡ଼କ ସୁରକ୍ଷା କମିଟିର ନିଷ୍ପତ୍ତି : ପ୍ରତ୍ୟେକ ଶନି ଓ ରବିବାର ଦିନ ହେବ ଶତ ପ୍ରତିଶତ ହେଲମେଟ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ପାଇଁ ଗତ ଜୁନ୍‌ ୦୧ ତାରିଖଠାରୁ ସୁବର୍ଣ୍ଣପୁର ଜିଲ୍ଲାରେ ନୋ ହେଲମେଟ ନୋ ପେଟ୍ରୋଲ କଡାକଡି ଭାବେ କାର୍ଯ୍ୟକାରୀ କରାଯାଉଛି । ତେବେ ଏହି ଧାରାକୁ ବଜାୟ ରଖିବା ସହ ଗାଡିଚାଳନା ସମୟରେ ହେଲମେଟ ପିନ୍ଧିବା ଅଭ୍ୟାସକୁ ଆହୁରି
Read More...

ରାତ୍ରୀକାଳୀନ ଚଢ଼ାଉ : ବେନିୟମ ବାଲି ଚାଲାଣ ନିମନ୍ତେ ୩ ଗୋଟି ଟ୍ରାକ୍ଟରକୁ ୭୫ହଜାର ଟଙ୍କା ଜୋରିମାନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଗତକାଲି ରାତିରେ ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ୩ ଗୋଟି ଟ୍ରାକ୍ଟରକୁ ବେନିୟମ ବାଲି ଚାଲାଣ କରୁଥିବା ସମୟରେ ଉପଜିଲ୍ଲାପାଳ ସୋନପୁର ଡ଼.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ତତ୍ୱାବଧାନରେ ତହସିଲଦାର ସୋନପୁର ନଵୀନ କିଶୋର ପାଢ଼ୀ, ଆର ଆଇ ସୁଧୀର
Read More...

ଡାକ୍ତର ଓ ଷ୍ଟାଫ୍ ଦାବୀରେ ବିକ୍ଷୋଭ ଧାରଣା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅମ୍ଭାଭୋନା ବ୍ଲକରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆବଶ୍ୟକ ଡାକ୍ତର ଓ ଷ୍ଟାଫ୍ ଦାବୀରେ ଆଜି ଭାରତୀୟ ଜନତା ପାର୍ଟିର ଭଟଲି ନିର୍ବାଚନ ମଣ୍ଡଳୀ ପକ୍ଷରୁ ଡାକ୍ତରଖାନା ପରିସରରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଉପାନ୍ତ
Read More...

ସାମ୍ବାଦିକ ଅର୍ଧେନ୍ଦୁ ଦାଶଙ୍କୁ ବେଆଇନ ଗିରଫର ପ୍ରତିବାଦ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରାଜ୍ୟର ବରିଷ୍ଠ ସାମ୍ବାଦିକ ଅର୍ଧେନ୍ଦୁ ଦାଶଙ୍କୁ ଇଓଡବ୍ଲୁର ବେଆଇନ ଗିରଫଦାରୀର ପ୍ରତିବାଦରେ ଆଜି ବରଗଡ଼ ଗାନ୍ଧୀ ଛକଠାରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା
Read More...

ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ସମ୍ବର୍ଦ୍ଧନା

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଡା.ପ୍ରଫୁଲ୍ଲ କୁମାର ନାଏକ, ଭିଏସଏଏସ ତ୍ରିଲୋଚନ ମେହେର ଓ ଭିଟି ମୀନକେତନ ବାରିକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ
Read More...

ସ୍ୱତନ୍ତ୍ର କୋଶଲ ରାଜ୍ୟ ଦାବୀରେ ବିଧାନସଭା ଘେରାଉ

ଭୁବନେଶ୍ୱର, (କେପିଏନଏସ୍‌) : ସ୍ୱତନ୍ତ୍ର କୋଶଲ ରାଜ୍ୟ ଦାବୀରେ ବିଧାନସଭା ଘେରାଉ । ସହସ୍ରାଧିକ କୋଶଲବାଦୀ କର୍ମୀ ଏକତ୍ରିତ ହୋଇ ଆଜି ଭୁବନେଶ୍ୱରରେ ସ୍ୱତନ୍ତ୍ର କୋଶଲ ରାଜ୍ୟ ଦାବୀ କରିଛନ୍ତି । ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରୁ କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚାର ଆହ୍ୱାନ କ୍ରମେ ପୂର୍ବ
Read More...

କୁଲିଙ୍ଗାମାଲ ସେବାଶ୍ରମରେ ବନ ମହୋତ୍ସବ ପାଳିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ କୁଲିଙ୍ଗାମାଲ ସେବାଶ୍ରମ ବିଦ୍ୟାଳୟରେ ୟୁଥ୍ ଓ ଇକୋ କ୍ଲବ ଆନୁକୁଲ୍ୟରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନେତୃତ୍ୱରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନାରାୟଣ ମାଝୀ ତଥା ସମାଜସେବୀ
Read More...

ଡକାୟତି ଘଟଣା : ଜଣକୁ ଗିରଫ କଲା ମ.ରାମପୁର ପୁଲିସ୍

ସମସ୍ତଙ୍କୁ ଗିରଫ କରିବୁ : ଏସଡିପିଓଗ୍ୟାଙ୍ଗରୁ ମାତ୍ର ଜଣେ, ବାକି ଅଭିଯୁକ୍ତଙ୍କୁ କେବେ ? ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅଞ୍ଚଳରେ ଡକାୟତ ଗ୍ୟାଙ୍ଗ ଗତ କିଛିଦିନ ହେଲା ସଂପୂର୍ଣ୍ଣ ଭାବେ ସକ୍ରିୟ ଅଛନ୍ତି । ଜାତୀୟ ରାଜପଥ ଉପରେ ଦିନ ଦ୍ୱିପହରେ ୪୯
Read More...

ଡେଲାଙ୍ଗ-କୋଠାବାଡ଼ ସେବା ସମବାୟ ସମିତିର ସଭାପତି ଭାବେ ପ୍ରସନ୍ନ ସାହୁ ନିର୍ଦ୍ଵନ୍ଦରେ ନିର୍ବାଚିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଡେଲାଙ୍ଗ-କୋଠାବାଡ଼ ସେବା ସମବାୟ ସମିତିର ସଭାପତି ଭାବେ ଆଜି ପ୍ରସନ୍ନ କୁମାର ସାହୁ ନିର୍ଦ୍ଵନ୍ଦରେ ବିଜୟୀ ହୋଇଛନ୍ତି । ଏହି ପଦବୀ ନିମନ୍ତେ ସେ ଏକମାତ୍ର ମନୋନୟନ ପତ୍ର ଦାଖଲ କରିଥିଲେ । ଅନ୍ୟ କେହି
Read More...

ସାଲେପାଲିରେ ତିନି ଠାକୁରଙ୍କ ବାମନ ଅବତାର

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାଲେପାଲି ମାଉସୀ ମନ୍ଦିରରେ ଆଜି ତିନି ଠାକୁରଙ୍କ ବାମନ ଅବତାର କରାଯାଇଥିଲା । ଏହି ଅବତାରକୁ ଅଞ୍ଚଳର ବହୁ ଶ୍ରଦ୍ଧାଳୁ ଉତ୍ସାହର ସହିତ ଦର୍ଶନ କରିବାକୁ ସ୍ଥାନୀୟ ମାଉସୀ ମନ୍ଦିରକୁ ଆସିଥିଲେ ।
Read More...