Daily Archives

ବଲାଙ୍ଗିରର ବହୁଚର୍ଚ୍ଚିତ ଜମି ଦୁର୍ନୀତି ମାମଲାରେ ତହସିଲଦାର ଏବଂ ଅତିରିକ୍ତ ତହସିଲଦାର ନିଲମ୍ବିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ବହୁଚର୍ଚ୍ଚିତ ଜମି ଦୁର୍ନୀତି ମାମଲାରେ ଛନ୍ଦି ହୋଇଥିବା ତହସିଲଦାର ଏବଂ ଅତିରିକ୍ତ ତହସିଲଦାରଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି । ଏ ସଂପର୍କରେ ସୂଚନା ଦେଇଛନ୍ତି ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା । ସୂଚନାଯୋଗ୍ୟ ଯେ, ସ୍ଥାନୀୟ ଧୁମାମରା
Read More...

ଟେମରି ଉଚ୍ଚ ବିଦ୍ୟାଳୟରେ ପାଳନ ହେଲା ବନ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ଟେମରି ଉଚ୍ଚ ବିଦ୍ୟାଳୟ, ଟେମରିରେ ବନ ମହୋତ୍ସବ ପାଳନ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡୋଳାମଣି ଭୋଇଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପାଇକମାଳ ବନଖଣ୍ଡର
Read More...

ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରମାନେ ମିଳିତ ଭାବେ ବୃକ୍ଷ ରୋପଣ କରିଥିଲେ ।
Read More...

କୁନି ଝିଅ ପ୍ରିୟଙ୍କା ସାହୁ ଅଦରକାରୀ କାଗଜରେ ତିଆରି କଲେ ରଥ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଘୁନଘୁଟିପାଲି ଗାଁର କୁନି ଝିଅ ପ୍ରିୟଙ୍କା ସାହୁ ଅଦରକାରୀ କାଗଜରେ ତିଆରି କରିଛନ୍ତି କୁନି ରଥ । ମାତ୍ର ୧୫ ସେ.ମି.ର ଏହି ରଥରେ ତିନି ଦିଅଁଙ୍କୁ ସୁନ୍ଦର୍ ଭାବରେ ସଜାଇ ଆସନରେ ବସାଇଛନ୍ତି । ଏହି ରଥକୁ ଦେଖିବା ପାଇଁ ଆଖ ପାଖର
Read More...

ଅମ୍ବାଭୋନା ବ୍ଲକର ପ୍ରଥମ ସମିତି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଅମ୍ବାଭୋନା ବ୍ଲକର ପ୍ରଥମ ପଞ୍ଚାୟତ ସମିତି ବୈଠକ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷ କିର୍ତ୍ତିଚନ୍ଦ୍ର ଦୁଆନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତର ସମିତି ସଭ୍ୟ ସଭ୍ୟା,
Read More...

ଅର୍ଦ୍ଧେନ୍ଦୁ ଦାସଙ୍କୁ ବେଆଇନ ଭାବେ ଗିରଫ ପ୍ରତିବାଦରେ କର୍ଲାମୁଣ୍ଡାରେ ରାଲି

କଳାହାଣ୍ଡି, (ନରୋତ୍ତମ ସେଲମା) : ବିଶିଷ୍ଟ ସାମ୍ବାଦିକ ତଥା ବଡଖବରର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଗିରଫ କରିବା ଘଟଣାକୁ ନେଇ ରାଜ୍ୟ ସାରା ତୀବ୍ର ହେଉଛି ପ୍ରତିବାଦର ସ୍ୱର । ଆଜି କର୍ଲାମୁଣ୍ଡା ଜନଜାଗରଣ ମଞ୍ଚ ପକ୍ଷରୁ ଏକ ପ୍ରତିବାଦ
Read More...

ତିନିଦିନିଆ କନ୍ଧମାଳ ଗସ୍ତରେ କେନ୍ଦ୍ର ସଂଖ୍ୟାଲଘୁ ରାଷ୍ଟ୍ରମନ୍ତ୍ରୀ ଜହନ ବାର୍ଲା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଗ୍ରସ୍ତରେ କେନ୍ଦ୍ର ସଂଖ୍ୟାଲଘୁ ରାଷ୍ଟ୍ରମନ୍ତ୍ରୀ ଜହନ ବାର୍ଲା ଜୁଲାଇ ୮ରୁ ୧୦ତାରିଖ ତିନିଦିନିଆ ଗସ୍ତରେ ଆସୁଛନ୍ତି । ଜିଲ୍ଲାର ସଂଖ୍ୟାଲଘୁମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ
Read More...

ଅସୁରକ୍ଷିତ ମୁକୁଳା ପାଣି ଟାଙ୍କିରୁ ପାଟଣାଗଡ଼ ସହରବାସୀଙ୍କୁ ବିଶୁଦ୍ଧପାଣି ପରିବର୍ତ୍ତେ ଗୋଳିଆ ପାଣି ଯୋଗାଉଛି…

କୋଟି ଟଙ୍କାର ପାଣି ବିଶୋଧନ ମେସିନ୍‌ ଅଚଳ : ମରାମତି କରିବାକୁ ଦାବୀ ପାଟଣାଗଡ଼, (ଗୋରେଖନାଥ ବରିହା) : ଜଳରୁ ଆରମ୍ଭ ଜୀବନ । ଆମ୍ଭେ ସାଧାରଣତଃ କହୁ ଯେ, ଜଳ ହିଁ ଜୀବନ । ଜଳ ବିନା ଜୀବନ ବଞ୍ଚିବା ଅସମ୍ଭବ । ତେବେ ଏକଥା ବି ସତ ଏବଂ ମଣିଷ ଜୀବଜନ୍ତୁ ଯେଉଁ ଜଳକୁ ବିନା ଦ୍ଵିଧାରେ ପିଇ
Read More...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ : ବାପା, ମା’, ପୁଅ ସମେତ ୫ ମୃତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା କୋମନା ଜାତୀୟ ରାଜପଥ କୃଷ୍ଣା ଛକଠାରେ ଟ୍ରକ୍ ଏବଂ ବାଇକ୍‌ ମଧ୍ୟରେ ମହାଁମୁହିଁ ଧକ୍କା ଯୋଗୁଁ ୫ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଗୋଟିଏ ପରିବାରର ବାପା, ମା' ଓ ଶିଶୁପୁତ୍ର । ମୃତକ ମାନେ ହେଲେ କୋମନା ଥାନା
Read More...

ମାଝୀପଡା ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ୭୩ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଚଟୁଅନକା ଗ୍ରାମର ଜବାହରଲାଲ ନେହେରୁ ଆଦିବାସୀ କ୍ଲବ ଓ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ବନ
Read More...