Daily Archives

ଅର୍ଦ୍ଧେନ୍ଦୁ ଦାସଙ୍କୁ ବେଆଇନ ଭାବେ ଗିରଫ ପ୍ରତିବାଦରେ ମ.ରାମପୁରରେ ଶୋଭାଯାତ୍ରା ଓ ଦାବୀପତ୍ର ପ୍ରଦାନ

କଳାହାଣ୍ଡି, (ହେମନ୍ତ ସାହୁ) : ବିଶିଷ୍ଟ ସାମ୍ବାଦିକ ତଥା ବଡଖବରର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଗିରଫ କରିବା ଘଟଣାକୁ ନେଇ ରାଜ୍ୟ ସାରା ତୀବ୍ର ହେଉଛି ପ୍ରତିବାଦର ସ୍ୱର । ଆଜି ମ.ରାମପୁର ଜନଜାଗରଣ ମଞ୍ଚ ପକ୍ଷରୁ ଏକ ପ୍ରତିବାଦ ରାଲି
Read More...

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ୭୩ତମ ବନ ମହୋତ୍ସବ ସପ୍ତାହ ପାଳିତ

ବରକେରା, (କେପିଏନ୍‌ଏସ୍‌) : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ବନ ମହୋତ୍ସବ ଉପଲକ୍ଷେ ବିଦ୍ୟାଳୟ ପ୍ରାଙ୍ଗଣରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସେଠୀ ସଭାପତିତ୍ୱ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁନିନ୍ଦା ଗ୍ରାମ
Read More...

ଜିଲ୍ଲା ପ୍ରଶାସନର ପଦକ୍ଷପ : ଜିଲ୍ଲାରେ ପାଠ ଛାଡିଥିବା କିଶୋରୀ ବାଳିକା ପୁନଃ ପଢିବେ ପାଠ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ନିର୍ଦେଶ କ୍ରମେ ଜିଲ୍ଲାରେ ବାଲ୍ୟ ବିବାହ ଓ କିଶୋରୀ ମାତୃତ୍ୱକୁ ବନ୍ଦ କରିବା ଉଦେଶ୍ୟରେ ଜିଲ୍ଲାପ୍ରଶାସନ ତରଫରୁ ଜିଲ୍ଲାର ପ୍ରତ୍ୟେକ ସ୍ତରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି
Read More...

ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିରଞ୍ଚି ନାରାୟଣ ଦାଶଙ୍କ ପଦୋନ୍ନତି ହୋଇଥିବାରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସହଦେବ ମାଝୀ ଓ ଉପସଭାପତି ସୀତା ଦାସ ଶ୍ରୀ
Read More...

ପ୍ରକୃତି ମିତ୍ର ପୁରସ୍କାରପ୍ରାପ୍ତ ଖୁଣ୍ଟସମଲାଇ ନିରଞ୍ଜନ ଭୋଇ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକ ଏ ବର୍ଷ ପ୍ରକୃତି ମିତ୍ର ପୁରସ୍କାରପ୍ରାପ୍ତ ନିରଞ୍ଜନ ଭୋଇ ଉଚ୍ଚ ବିଦ୍ୟାଳୟରେ ୭୩ତମ ବନ ମହୋତ୍ସବ ସପ୍ତାହ ପାଳନ କରାଯାଇଛି । ପାଟଣାଗଡ ବନାଞ୍ଚଳ ଲରମ୍ଭା ମଣ୍ଡଳର ଫରେଷ୍ଟର ଗୁଣନିଧି ପରିଡା ଓ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ମମତା ରାଉତଙ୍କ
Read More...

୬୮୦ ବୋତଲ କୋରେକ୍ସ ଜବତ କଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିନକୁ ଦିନ ବଢିବାରେ ଲାଗିଛି ବଲାଙ୍ଗିର ସହରରେ ନିଶା କାରବାର କଫ୍‌ ସିରଫ୍‌ ବେପାର । ପୋଲିସ ପକ୍ଷରୁ ତନାଘନା କାର୍ଯ୍ୟାନୁଷ୍ଠାନ ଜାରି ରହିଥିଲେ ମଧ୍ୟ ନିଶା କାରବାର ଥମିବାର ନାଁ ନେଉ ନାହିଁ । ଆଜି ଦୁଇଜଣ ବେଆଇନ୍‌ କଫ୍‌ ସିରଫ ବେପାରୀଙ୍କୁ କାବୁ କରିଛି
Read More...

ଜୁନ୍‌ରେ ୬୭.୫୯ ମିଲିୟନ୍ ଟନ୍ କୋଇଲା ଉତ୍ପାଦନ

ଜୁନ୍ ୨୦୨୨ରେ କୋଇଲା ଉତ୍ପାଦନରେ ୩୨.୫୭ ପ୍ରତିଶତ ବୃଦ୍ଧି ୭୫.୪୬ ମିଲିୟନ୍ ଟନ୍ କୋଇଲା ପଠାଯାଇଛିକୋଇଲା ଅଧାରିତ ବିଦ୍ୟୁତ୍ ଉତ୍ପାଦନରେ ଜୁନ୍ ମାସରେ ୨୬.୫୮ ପ୍ରତିଶତ ବୃଦ୍ଧି ନୂଆଦିଲ୍ଲୀ, (ପିଆଇବି) : ଭାରତର କୋଇଲା ଉତ୍ପାଦନ ଜୁନ୍ ୨୦୨୧ରେ ୫୦.୯୮ ମିଲିୟନ୍ ଟନ୍ (ଏମ୍ଟି) ଥିବା ବେଳେ
Read More...

ବାଙ୍କିପାଲି ହାଇସ୍କୁଲରେ ବନ ମହୋତ୍ସବ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ବାଙ୍କିପାଲି ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନବୀନ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ
Read More...

ବୌଦ୍ଧଠାରେ ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ-୨୦୨୨ ପାଳିତ

ବୌଦ୍ଧ, (ମମତା ମହାକୁର) : ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା ଯଥା- ବକ୍ତୃତା, ପ୍ରବନ୍ଧ, କବିତା ଆବୃତ୍ତି ଓ ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ଦୁଇଟି ବର୍ଗରେ (କନିଷ୍ଠ /ବରିଷ୍ଠ) ସ୍ଥାନୀୟ ଟାଉନ ହଲ୍‌ଠାରେ ଅନୁଷ୍ଠିତ
Read More...

ବିଶ୍ଵ ଜନସଂଖ୍ୟା ସଚେତନତା ରଥ ଉଦ୍‌ଘାଟିତ

ପାଟଣା : ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଆଜି ବିଶ୍ୱ ଜନସଂଖ୍ୟା ସଚେତନତା ରଥ ବ୍ଲକ ଅଞ୍ଚଳ ପରିକ୍ରମା ଆରମ୍ଭ କରିଛି । ଆଜି ଏହି ରଥକୁ ସ୍ୱାସ୍ଥ୍ୟକେନ୍ଦ୍ରର ଅଧ୍ୟକ୍ଷ ଡ. ଶୁଭେନ୍ଦୁ ସାଗର କୁମାର ନାଏକ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡ଼. ଭାଗ୍ୟଶ୍ରୀ ପରିଡ଼ା ପତାକା ହଲାଇ ଉଦ୍‌ଘାଟନ
Read More...