Daily Archives

ଭାରସାମ୍ୟ ହରାଇ ନଦୀକୁ ଖସିଲା କାର୍‌ : ୯ ମୃତ

ଡେରାଡୁନ : ଉତ୍ତରାଖଣ୍ଡର ରାମନଗରରେ ସଡକ ଦୁର୍ଘଟଣା ଘଟି ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଶିଶୁକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ସୂଚନାନୁସାରେ, ପଞ୍ଜାବର ପ୍ରାୟ ୧୦ରୁ ଅଧିକ ପର୍ଯ୍ୟଟକଙ୍କୁ ନେଇ ସକାଳେ କାର ଢେଲା ନଦୀ ଅତିକ୍ରମ କରୁଥିଲା । ହେଲେ କାର୍‌ଟି
Read More...

ବାହୁଡା ଓ ସୁନାବେଶ ପାଇଁ ବିଭିନ୍ନ ରୁଟ୍‌ରୁ ପୁରୀକୁ ଚଳାଚଳ କରିବ ଟ୍ରେନ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ରେଳ ମନ୍ତ୍ରଣାଳୟ ପୁରୀକୁ ଏବଂ ପୁରୀ ଠାରୁ ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳର ବ୍ୟବସ୍ଥା କରିଛି । ସନ୍ଧ୍ୟା ଦର୍ଶନ, ବାହୁଡା ଯାତ୍ରା ଏବଂ ସୁନା ବେଶ ପାଇଁ ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ । ଅଧିକ ଭକ୍ତଙ୍କୁ
Read More...

ବାରାଣସୀ ଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ତିନିଦିନିଆ ‘ଅଖିଳ ଭାରତୀୟ ଶିକ୍ଷା ସମାଗମ’ ଉଦଘାଟିତ

ଶିକ୍ଷାକୁ ସଂକୀର୍ଣ୍ଣ ଚିନ୍ତାଧାରାରୁ ବାହାର କରି ଏକବିଂଶ ଶତାବ୍ଦୀର ଆଧୁନିକଚିନ୍ତାଧାରା ସହ ଯୋଡିବା ଜାତୀୟ ଶିକ୍ଷା ନୀତିର ମୂଳ ଆଧାର-ପ୍ରଧାନମନ୍ତ୍ରୀସମ୍ବିଧାନ ପରେ ରାଷ୍ଟ୍ରୀୟ ଶିକ୍ଷା ନୀତି ହେଉଛି ଏକ ପବିତ୍ର ଦସ୍ତାବିଜ୍‌ - ଧର୍ମେନ୍ଦ୍ର ପ୍ରଧାନ• ନୂଆ ଜାତୀୟ ଶିକ୍ଷା ନୀତି-୨୦୨୦ ଏକ
Read More...

ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପିଏଚସି ଏବଂ ସିଏଚସିଠାରେ କୋଭିଡ କେୟାର ସେଣ୍ଟର ନିର୍ମାଣ ଚାଲୁଥିବା ନେଇ ଜିଲ୍ଲାପାଳଙ୍କ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି । ଏଥିପାଇଁ ସଜାଗ ରହିବା ପାଇଁ ସରକାର ତରଫରୁ କୁହାଯାଇଥିବା ବେଳେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବିଭିନ୍ନ ପିଏଚସି ଏବଂ ସିଏଚସିଠାରେ ୬ଟି
Read More...

ଆର୍ଥିକ ବର୍ଷ ୨୦୨୨-୨୩ ର ପ୍ରଥମ ତିନି ମାସରେ କ୍ୟାପଟିଭ୍ ଓ ବାଣିଜ୍ୟିକ କୋଇଲା ବ୍ଲକର ଉତ୍ପାଦନ ୭୯ ପ୍ରତିଶତ ବୃଦ୍ଧି…

ଗତ ବର୍ଷ ନିଲାମ କରାଯାଇଥିବା ଦୁଇଟି ଖଣିରୁ ୧.୫୭ ନିୟୁତ ଟନ୍ କୋଇଲା ଉତ୍ପାଦନ ହୋଇଛିଚଳିତ ବର୍ଷ ୧୨ ନୂଆ ଖଣିରେ ଉତ୍ପାଦନ ଆରମ୍ଭ ହେବାର ସମ୍ଭାବନା ନୂଆଦିଲ୍ଲୀ, (ପିଆଇବି) : କୋଇଲା ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଏବଂ ମନୋନୀତ କର୍ତ୍ତୃପକ୍ଷ ୬ ଜୁଲାଇ ୨୦୨୨ ରେ ପ୍ରକଳ୍ପ ପ୍ରସ୍ତାବକଙ୍କ
Read More...

ରଥଯାତ୍ରା ଉପଲକ୍ଷେ ପ୍ରତିଦିନ ସନ୍ଧ୍ୟାରେ ଭଜନ କାର୍ଯ୍ୟକ୍ରମ ଆୟୋଜନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଗଂମଚରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରଥଯାତ୍ରା ଉପଲକ୍ଷେ ପ୍ରତିଦିନ ସନ୍ଧ୍ୟାରେ ଭଜନ କାର୍ଯ୍ୟକ୍ରମ ଆୟୋଜନ ହେଉଅଛି । ସେହିପରି ବିଭାଗ ପକ୍ଷରୁ ବିଭିନ୍ନ ସୂଚନା କେନ୍ଦ୍ରରେ ପାଲା, ଦାସକାଠିଆ ଓ ଲୋକ ନୃତ୍ୟ
Read More...

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ପାଇଁ ଭାରତର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ସିଂ ଠାକୁର

• ଅଲିମ୍ପିକ୍ସ ପରେ ପ୍ରଶିକ୍ଷଣ ଓ ପ୍ରତିଯୋଗିତାର ସ୍ତର ବୃଦ୍ଧି ପାଇଛି : କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପ୍ରତିଯୋଗିତା ପାଇଁ ଭାରତର
Read More...

ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ‘ଏ ଏସ୍’ ସିରିଜ୍ ଉଠାଣ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ସ୍ୱଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ, ଅର୍ଥ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା 'ଏ ଏସ୍' ସିରିଜ୍ ଉଠାଣ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ ମୁଖ୍ୟ ଅତିଥି ଭାବରେ ଯୋଗ
Read More...

ଡାକ ବିଭାଗ ପକ୍ଷରୁ ଦୀନ ଦୟାଲ ସ୍ପର୍ଶ ଯୋଜନା ଆରମ୍ଭ : ଡାକ ଟିକଟ ସଂଗ୍ରହ ଓ ଗବେଷଣାକୁ ପ୍ରୋତ୍ସାହନ

ଭୁବନେଶ୍ବର, (ପିଆଇବି) : ଷଷ୍ଠରୁ ନବମ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ବାର୍ଷିକ ଛାତ୍ର ବୃତ୍ତି ପ୍ରଦାନ କରିବା ପାଇଁ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଦୀନ ଦୟାଲ ସ୍ପର୍ଶ ଯୋଜନା ଆରମ୍ଭ କରାଯାଇଛି । ସଉକ ଭାବେ ଡାକ ଟିକଟ ସଂଗ୍ରହ ଏବଂ ଗବେଷଣାକୁ ପ୍ରୋତ୍ସାହନ ଦେବା ଲାଗି ଏହି
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୮୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୬ ଜଣ
Read More...