Daily Archives

ତୁମୁରିପାଣିରେ ନିଆରା ରଥଯାତ୍ରା ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସାଧାରଣତଃ ରଥଯାତ୍ରା କହିଲେ ଆମେ ଆଷାଢ଼ ଶୁକ୍ଳ ପକ୍ଷ ଦ୍ଵିତୀୟ ତିଥିରେ ଘୋଷଯାତ୍ରାରୁ ଆରମ୍ଭ ହୋଇ ଦଶମୀ ପର୍ଯ୍ୟନ୍ତ ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଥାଏ । କିନ୍ତୁ ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁମୁରିପାଣି ଗ୍ରାମରେ ରଥଯାତ୍ରା ପାଳନ
Read More...

ତିନି କ୍ଵିଣ୍ଟାଲ ଗଞ୍ଜେଇ ଜବତ : ୧ ଗିରଫ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଏକ ଟ୍ରକ୍‌ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ ତାକୁ ଧରିବାରେ ସଫଳ ହୋଇଥିବା ଜଣାପଡିଛି । ଜାତୀୟ ରାଜପଥ ପର୍ଥଲା ନିକଟରେ ଦ୍ରୁତ ଗତିରେ ଯାଉଥିବା ଟ୍ରକକୁ ବରଗଡ଼ ସଦର ପୋଲିସ ଅଟକାଇ ବାକୁ ଚେଷ୍ଟା କରିଥିଲେ । କିନ୍ତୁ ପୋଲିସକୁ ଦେଖି ଟ୍ରକ ଦ୍ରୁତ
Read More...

ଗାୟତ୍ରୀ ଇଲେକ୍‌ଟ୍ରିକ୍ ହୋଲସେଲର୍ ଦୋକାନରେ ଜିଏସ୍‌ଟି ଚଢାଉ

କଂଟାବାଞ୍ଜି, (ଗୁରୁଦୟାଲ ହଂସ) : ଗତ କିଛି ଦିନର ବ୍ୟବଧାନ ପରେ କଂଟାବାଞ୍ଜି ସହରରେ ପୁଣି ଥରେ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ସୋମବାର ସ୍ଥାନୀୟ ପୁର୍ଶରାମ ଛକ ନିକଟରେ ଥିବା ଗାୟତ୍ରୀ ଇଲେକ୍‌ଟ୍ରିକ୍ ହୋଲସେଲର୍ ଦୋକାନ ଓ ଧୁବାପଡାରେ ଥିବା ଗୋଦାମ ଗୃହରେ
Read More...

ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ଦ୍ୱିତୀୟ ସୋମବାର ଦିନ ବଙ୍ଗୋମୁଣ୍ଡା ବ୍ଲକ କାର୍ଯର୍ର୍ର୍୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ
Read More...

ରାଉରକେଲା ମହାବିଦ୍ୟାଳୟ ରେଡକ୍ରସ ୟୁନିଟର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟ ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାଉରକେଲା ଯୁବ ରେଡକ୍ରସ ୟୁନିଟ ଦ୍ୱାରା ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରଫେସର ସୁଜାତା ପ୍ରଧାନଙ୍କ ଅଧ୍ୟକ୍ଷତାରେ
Read More...

ସାର କଳାବଜାରୀ କରୁଥୁବା ଡିଲରଙ୍କ ପ୍ରତି ଅଙ୍କୁଶ ଲଗାଇବା ସହ ଲାଇସେନ୍ସ ରଦ୍ଦ କରିବା ଦାବୀରେ ଜିଲ୍ଲା କୃଷି…

ପାଟଣାଗଡ଼, (ଗୋରେଖନାଥ ବରିହା) : ଉନ୍ନତ ମାନର ଧାନ, କପା, ପନିପରିବାର ଆଦି ଚାଷ ପାଇଁ ଯଥେଷ୍ଟ ପରିମାଣରେ ସାରର ଆବଶ୍ୟକତା ରହିଛି । ଚଳିତ ଖରିଫ ଋତୁରେ ଆବଶ୍ୟକ ମୁତାବକ ସାର ସରକାରୀ ମୂଲ୍ୟରେ ନ ପାଇ ଚଢ଼ା ଦରରେ ସାର କିଣିବା ସଙ୍ଗେ ଜିଙ୍ଗ୍ ଭିଟାମିନ ନେବାକୁ ଚାଷୀଙ୍କୁ ବାଧ୍ୟ କରାଯିବା
Read More...

ଜୟପାଟଣାଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ, କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର
Read More...

ବିଦ୍ୟୁତ୍‌ ଆଘାତରେ ଦନ୍ତା ହାତୀର ମୃତ୍ୟୁ

ନିରାକାରପୁର : ବିଦ୍ୟୁତ୍‌ ଆଘାତରେ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅଧୀନସ୍ଥ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା ।
Read More...

ଭବାନୀପାଟଣାଠାରେ ବିଶ୍ୱ ଜନସଂଖ୍ୟା ଦିବସ – ୨୦୨୨ ପାଳିତ

କଳାହାଣ୍ଡି, (ପି.କେ.ସାହୁ) : ଜନସଂଖ୍ୟା ବୃଦ୍ଧି ଜନିତ ସମସ୍ୟା ସଂପର୍କରେ ବିଶ୍ଵ ସ୍ତରରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତ୍ୟେକ ବର୍ଷ ବିଶ୍ଵ ଜନସଂଖ୍ୟା ଦିବସ ପାଳନ କରାଯାଏ । ଏହି ଅବସରରେ ଆଜି ଭବାନୀପାଟଣା ଡିଏଚ୍‌ଏଚ୍‌ ସମ୍ମିଳନୀ ଗୃହରେ ସକାଳ ୧୦.୦୦ଘଣ୍ଟା ସମୟରେ ଜିଲ୍ଲା ଜନ
Read More...

ବାଲେଶ୍ୱରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ବାଲେଶ୍ୱର : ବାଲେଶ୍ୱରରେ ବଜ୍ରପାତ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ । ବଜ୍ରପାତରେ ଅନେକ ଜୀବନ ଯାଉଥିବାରୁ ଲାଇଟେନିଂ ରିସର୍ଚ୍ଚ ସେଣ୍ଟରରେ ସଠିକ ପୂର୍ବ ସୂଚନା ଦିଆଯାଇପାରିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
Read More...