Daily Archives

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ…

ସମ୍ବଲପୁର : ସମ୍ବଲପୁରର ସିଦ୍ଧେଶ୍ୱରବେର୍ଣ୍ଣା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ପ୍ରଧାନ ଆଚାର୍ଯ୍ୟ ଦିଲୀପ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟରେ
Read More...

ଗଞ୍ଜାମ ଅଞ୍ଚଳବାସୀଙ୍କ ବିକ୍ଷୋଭ : ତହସିଲଦାର ହଟାଓ ନାରା ଦେଇ ବ୍ଲକ ଅଫିସ ସମ୍ମୁଖରେ ଗଣଧାରଣା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ବିଭିନ୍ନ ସମୟରେ ବିଭିନ୍ନ ବିବାଦରେ ଛନ୍ଦି ହୋଇ ପଡ଼ିଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକଙ୍କ ପାଇଁ ଅଡୁଆ ଏବେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତ୍ରିବେଣୀ ମଠ ଛକଠାରେ ଦୀର୍ଘ ୭୦ ବର୍ଷରୁ ଅଧିକ ରହି ଆସୁଥିବା କନ୍ଧ ଶତପଥୀଙ୍କ ଘର
Read More...

ତୁରେକେଲା ବ୍ଲକରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଡଙ୍ଗରବୁଢା ଉଚ୍ଚ ବିଦ୍ୟାଳୟ ସର୍ଗିଗୁଡା ଠାରୁ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ତରଫରୁ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭୋଳାନାଥ ପୁଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ
Read More...

ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ହ୍ରାସ ୮ ପ୍ରତିଶତ ରଖାଯାଇଛି । ଏହି ଋଣ ୬୦-୪୦
Read More...

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସଚେତନତା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବର୍ତ୍ତମାନ ସ୍ଥିତିରେ କୋଭିଡ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ନିଶ୍ଚୟ ମାସ୍କ ପିନ୍ଧନ୍ତୁ । ସମସ୍ତଙ୍କ ସୁରକ୍ଷା ପାଇଁ ସାମାଜିକ ଦୂରତା ରକ୍ଷା, ସାବୁନ ଓ ପାଣିରେ ହାତ ଭଲ କରି ଧୋଇବା ସହ କୋଭିଡ-୧୯ ନିୟମର କଡ଼ା ଅନୁପାଳନ କରନ୍ତୁ । ସତର୍କ ହୁଅନ୍ତୁ,
Read More...

ମହିଳା ସରପଞ୍ଚଙ୍କ ପ୍ରୟାସ ଯୋଗୁଁ ମୃତ ସନ୍ନ୍ୟାସୀଙ୍କର ହେଲା ଅନ୍ତିମ ସତ୍କାର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସମାଜସେବା ପାଇଁ ଘରୁ ଗୋଡ଼ କାଢ଼ି ଥିବା ମହିଳା ସରପଞ୍ଚଙ୍କ ପ୍ରୟାସ ଯୋଗୁଁ ଶେଷରେ ମୃତ ସନ୍ନ୍ୟାସୀଙ୍କର ହେଲା ଅନ୍ତିମ ସତ୍କାର । ବରଗଡ଼ ଜିଲ୍ଲା ଗାଇସିଲାଟ ବ୍ଲକ କଟାବାହାଲ ଗ୍ରାମ ପଞ୍ଚାୟତର ପରମାନନ୍ଦପୁର ଗ୍ରାମରେ ଦୀର୍ଘ ୫ ବର୍ଷ ହେବ ଜଣେ ୮୦ ବର୍ଷ
Read More...

ବଡ଼ବାହାଲୀ ଛକର ଦୁର୍ଘଟଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ : ଘୋଷଣା କଲେ ସହାୟତା ରାଶି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲାଙ୍ଗିର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏଥିସହିତ ଆହତମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୮୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୮୭୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୬ ଜଣ
Read More...

ପାଟଣାଗଡ଼ ଏଚ୍‌ପି ପେଟ୍ରୋଲ ପମ୍ପ ସମ୍ମୁଖରେ ଦୁଇ ବାଇକ ମୁହାଁମୁହିଁ ଧକ୍କା : ୧ ମୃତ, ୩ ଗୁରୁତର

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ରାମପୁର ସ୍ଥିତ ଏଚ୍‌ପି ପେଟ୍ରୋଲ ପମ୍ପ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା । ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି । ମୃତ ଜଣକ ହେଲେ ଉଲବା ଗାଁର ଭଜ ଧରୁଆ । ଗୁରୁତର ହୋଇଥିବା ଯୁବକ ଉଲବା ଗାଁର ରାଜେଶ ଭୁଏ,
Read More...

ବିହାର ବିଧାନସଭା ଶତବାର୍ଷିକୀ ଉତ୍ସବର ଉଦ୍‌ଯାପନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

“ଏହି ବିଧାନସଭା ଭବନରେ ବଡ଼ ଏବଂ ନିର୍ଭିକ ନିଷ୍ପତ୍ତି ନିଆଯାଇଛି”“ଗଣତନ୍ତ୍ରରେ ସମାନ ଅଂଶଗ୍ରହଣ ଏବଂ ସମାନ ଅଧିକାର କିପରି ଅନୁସରଣ କରାଯାଏ, ତା'ର ଏକ ଉଦାହରଣ ହେଉଛି ଏହି ବିଧାନସଭା”“ଭାରତରେ ଗଣତନ୍ତ୍ରର ସଂକଳ୍ପ ଆମ ରାଷ୍ଟ୍ର ତଥା ସଂସ୍କୃତି ପରି ପ୍ରାଚୀନ ବୋଲି ସେ କହିଛନ୍ତି”“ଗଣତନ୍ତ୍ର
Read More...