Daily Archives

ଋଷିକୁଲ୍ୟା ନଦୀ ତଟରୁ ବୋଲ୍‌ବମ୍‌ ଭକ୍ତଙ୍କ ଯାତ୍ରା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ପବିତ୍ର ଶ୍ରାବଣ ମାସର ସୋମବାରରେ ଶିବଲିଙ୍ଗରେ ଜଳ ଢାଳି ପୁଣ୍ୟ ଅର୍ଜନ କରିବା ପାଇଁ ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ସନ୍ନିକଟ ଋଷିମାଳ ପର୍ବତରୁ ବହି ଆସିଥିବା ପୁଣ୍ୟତୋୟା ଋଷିକୁଲ୍ୟା ନଦୀରୁ ଶ୍ରାବଣ ଭାର ନେଇ ବିଭିନ୍ନ ଶୈବପୀଠ ଅଭିମୁଖେ
Read More...

ବଫର ଷ୍ଟକ ପାଇଁ ୨୦୨୨-୨୩ରେ ଚାଷୀଙ୍କଠାରୁ ସର୍ବାଧିକ ୨. ୫୦ ଲକ୍ଷ ଟନ୍ ପିଆଜ ସଂଗ୍ରହ

ପିଆଜର ମୌଳିକ ପ୍ରକ୍ରିୟାକରଣ ଓ ମୂଲ୍ୟବର୍ଦ୍ଧନ ପାଇଁ ଟେକ୍‌ନୋଲୋଜି ବିକଶିତ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଆହ୍ୱାନପିଆଜର ଅମଳ ପରବର୍ତ୍ତୀ କ୍ଷତିକୁ ହ୍ରାସ କରିବାକୁ ରଣକୌଶଳ ବିକଶିତ କରିବାକୁ ବିଦ୍ୟାର୍ଥୀ, ଗବେଷକ ଓ ଷ୍ଟାର୍ଟର୍ଅପ୍ ସହିତ କେନ୍ଦ୍ର ଖାଉଟି କଲ୍ୟାଣ
Read More...

କୃଷି ନିର୍ଦ୍ଧାରଣ କମିଟି ବୈଠକ ଅଧାରୁ ଅଟକିଲା, ଦରମା ବନ୍ଦ ନିର୍ଦ୍ଦେଶ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଖରିଫ୍‌-୨୦୨୨ ପାଇଁ ଜିଲା କୃଷି ନିର୍ଦ୍ଧାରଣ ବୈଠକରେ ଜିଲ୍ଲାପାଳ ମୋନିଷା ବାନାର୍ଜୀ ଉପସ୍ଥିତ ଅଧିକାରୀଙ୍କୁ ତାଗିଦ୍‌ କରିବା ଏବଂ ବୈଠକ ଅଧାରୁ ଅଟକିଯିବା ଘଟଣା ଜିଲ୍ଲା ପ୍ରଶାସନିକ ମହଲରେ ଚର୍ଚ୍ଚାର ବିଷୟ
Read More...

ଜନନେତା ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ବିପ୍ଲବୀ, ସ୍ୱାଧୀନତା ସଂଗ୍ରାମୀ ତଥା ଜନନେତା ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ୧୬ ଜୁଲାଇ, ୨୦୨୨ ତାରିଖରେ ପାଳନ କରାଯିବ । ଏହି ଅବସରରେ ରାଜଭବନ ଛକ ସ୍ଥିତ ଚକ୍ରଧରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ଜୟଦେବ ଭବନ ଠାରେ
Read More...

‘ଆଜାଦି କା ଅମୃତ ମହୋତ୍ସବ’ ପାଳନ ଅବସରରେ ଏନଏଚଏଆଇର ଦେଶ ବ୍ୟାପୀ ବୃକ୍ଷରୋପଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ, (ପିଆଇବି) : ‘ଆଜାଦି କା ଅମୃତ ମହୋତ୍ସବ’ ଅନ୍ତର୍ଗତ ଏନଏଚଏଆଇ 17 ଜୁଲାଇ, 2022ରେ ଦେଶବ୍ୟାପୀ ବୃକ୍ଷରୋପଣ କାର୍ଯ୍ୟକ୍ରମ ପାଳନ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସାରା ଦେଶରେ ଗୋଟିଏ ଦିନରେ ଏକ ଲକ୍ଷ ଚାରା ରୋପଣ କରିବା । ଏନଏଚଏଆଇର ଆଞ୍ଚଳିକ କାର୍ଯ୍ୟାଳୟ ଗୁଡ଼ିକ ବୃକ୍ଷରୋପଣ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ବଲାଙ୍ଗିର ଜିଲ୍ଲାରେ ୮

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୬୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୭୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୨୪
Read More...

ସାମାଜିକ ବୈଠକରେ ମାରଣାନ୍ତକ ଆକ୍ରମଣ : ଚାରି ଅଭିଯୁକ୍ତଙ୍କୁ କୋଟ ଚାଲାଣ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ଥାନାରେ ଗତ ଜୁନ୍‌ ୫ ତାରିଖ ସ୍ୱାମୀ ସ୍ତ୍ରୀର ଏକ ସାମାଜିକ ବୈଠକରେ ଗଣ୍ତଗୋଳ ହୋଇଥିବା ବେଳେ ସ୍ୱାମୀ ପକ୍ଷର ଲୋକଙ୍କୁ ମାରଣାନ୍ତକ ଆକ୍ରମଣ ହୋଇଥିବା ବେଳେ ଏନେଇ ସିନାପାଲି ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗ ପରେ ସିନାପାଲି
Read More...

ପର ଘରେ ଆଶ୍ରୟ ନେଇ ଦିନ କାଟୁଛନ୍ତି ଲମ୍ବୋଦରଙ୍କ ପରିବାର

ପାଟଣାଗଡ଼, (ଗୋରେଖନାଥ ବରିହା) : ପର ଘରେ ଆଶ୍ରୟ ନେଇ ଦିନ କାଟୁଛନ୍ତି ଲମ୍ବୋଦରଙ୍କ ପରିବାର । ସୂଚନା ଅନୁସାରେ ପାଟଣାଗଡ଼ ଉପଖଣ୍ଡ ବେଳପଡା ବ୍ଲକ ବେହେରାମୁଣ୍ଡା ଗ୍ରାମ ପଞ୍ଚାୟତ ସାନିମୁଣ୍ଡା(ଅମ୍ବାବାଞ୍ଜି) ଗ୍ରାମର ଲମ୍ବୋଦର ଭୁଏ ତାଙ୍କ ପତ୍ନୀ ଅନେକ ବର୍ଷ ହେଲାଣି ଆରପାରିକୁ ଗଲେଣି ।
Read More...

ଟ୍ୟାଙ୍କରକୁ ଧକ୍କାଦେଇ ଓଲଟିଲା ବସ୍ : ୨୯ ଆହତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥ ହୀରାପୁର ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଯାତ୍ରୀବାହୀ ଘରୋଇ ବସ୍‌କୁ ପିଟିଲା ଏକ ଘରୋଇ କମ୍ପାନୀର ଟ୍ୟାଙ୍କର । ଫଳରେ ବସ୍‌ରେ ଥିବା ୨୯ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫
Read More...

‘ଦେଶର ଶ୍ରେଷ୍ଠ ଉଚ୍ଚ ଶିକ୍ଷାନୁଷ୍ଠାନ ତାଲିକା-୨୦୨୨’ ଉନ୍ମୋଚନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଆସେସମେଂଟ୍‌, ଆକ୍ରେଡିଟେସନ ଓ ର‍୍ୟାଙ୍କିଂ ଉଚ୍ଚ ଶିକ୍ଷାନୁଷ୍ଠାନର ଗୁଣାତ୍ମକ ମାନ ବୃଦ୍ଧି କରାଇବ- ଧର୍ମେନ୍ଦ୍ର ପ୍ରଧାନ• ଦେଶର ଶ୍ରେଷ୍ଠ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକୁ ପୁରସ୍କୃତ କରିବା ସହ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ• ସ୍କୁଲ, ଆଇଟିଆଇ ଏବଂ ପଲିଟେକନିକକୁ ର‍୍ୟାଙ୍କିଂ
Read More...