Daily Archives

ବିଦ୍ୟାଳୟ ସୁରକ୍ଷା ସପ୍ତାହ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥିତ ପତିତପାବନ ଏକାଡେମୀଠାରେ ବିଦ୍ୟାଳୟ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ସିନୁ ସୁନ୍ଦର ପାଢୀଙ୍କ ସଭାପତିତ୍ୱ ଓ ବିଜ୍ଞାନ ଶିକ୍ଷକ ସୁନିଲ କୁମାରଙ୍କ ସଂଯୋଜନା କାର୍ଯ୍ୟକ୍ରମରେ ବିଦ୍ୟାଳୟରେ ବିଭିନ୍ନ ସମୟରେ ସମ୍ମାନୀତ
Read More...

ହାପି ମୋମେନ୍ଟସ୍ ଇଣ୍ଡିଆର ନବମ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ହାପି ମୋମେନ୍ଟସ୍ ଇଣ୍ଡିଆର ନବମ ପ୍ରତିଷ୍ଠା ଦିବସ ଓ ସମ୍ବର୍ଦ୍ଧନା ସଭା ବସ୍ତିଆ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତା ଓ ମୋନାଲିସା ସାହୁଙ୍କ ସଂଯୋଜନାରେ
Read More...

ଜିଲ୍ଲା ଡୁମାଲ ସମାଜର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଷାଠିଏ ଘର ଡୁମାଲ ସମାଜର କାର୍ଯ୍ୟକାରିଣୀ ବୈଠକ କନ୍ଦାଜୁରୀ ମାହେଶ୍ୱରୀ ମନ୍ଦିରଠାରେ ଜିଲ୍ଲା ସଭାପତି ଲମ୍ବୋଦର ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକଟିକୁ କନ୍ଦାଜୁରୀ କେନ୍ଦ୍ରର ସଭାପତି କୁଞ୍ଚୁ ମେର୍ଲି ଓ ସଂପାଦକ ଡାକ୍ତର ଥାଟୀ
Read More...

ସୋସିଆଲ ମିଡିଆରେ ହିନ୍ଦୁ ଦେବାଦେବୀଙ୍କୁ ବିଭ୍ରାନ୍ତିକର ମନ୍ତବ୍ୟ ଦେବା ଅଭିଯୋଗରେ ରାଷ୍ଟ୍ରୀୟ ବଜରଙ୍ଗ ଦଳ ପକ୍ଷରୁ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସୋସିଆଲ ମିଡିଆରେ ହିନ୍ଦୁ ଦେବାଦେବୀଙ୍କୁ ଜଣେ ଅଣହିନ୍ଦୁ ଧର୍ମର ଯୁବକ ବିଭ୍ରାନ୍ତିକର ମନ୍ତବ୍ୟ ଦେଇଥିବା ନେଇ ବାଲିଗୁଡା ଓ କୋଟଗଡ ଥାନାରେ ରାଷ୍ଟ୍ରୀୟ ବଜରଙ୍ଗ ଦଳ ଓଡିଶା କନ୍ଧମାଳ ଶାଖା ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ସୂଚନା ପ୍ରକାରେ
Read More...

ଲୋଇସିଂହା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ତୃତୀୟ ସୋମବାର ଦିନ ଲୋଇସିଂହା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ
Read More...

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୩୪ ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୦୭ ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ଡୁଡୁକା ଗ୍ରା.ପରୁ ୧ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୮, ୧୮, ୨୧, ୬ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା
Read More...

ପ୍ରବଳ ବର୍ଷାରେ ଭାଙ୍ଗିଲା ପୁରୁଣା ତେନ୍ତୁଲି ଗଛ, ପାଢେଲରୁ ପାଟଣାଗଡ଼ ରାସ୍ତା ଅବରୋଧ

ପାଟଣାଗଡ଼, (ଗୋରେଖ ନାଥ ବରିହା) : ପାଟଣାଗଡ଼ ବ୍ଲକ ପାଢେଲ ଗାଁ ମଧ୍ୟ ଦେଇ ଯାଇଥିବା ରାସ୍ତାରେ ଏକ ପୁରୁଣା ତେନ୍ତୁଲି ଗଛ ପ୍ରବଳ ବର୍ଷା ଯୋଗୁଁ ଭାଙ୍ଗି ପଡିଛି । ବୃକ୍ଷ ଭାଙ୍ଗି ପଡିଥିବାରୁ ପାଢେଲରୁ ପାଟଣାଗଡ଼ ଯିବା ରାସ୍ତା ଅବରୋଧ ହୋଇଛି । ସେହି ରାସ୍ତା ଦେଇ ଯାଆ ଆସ କରୁଥିବା ଲୋକେ
Read More...

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ଓଡିଶା ପଶ୍ଚିମ ପ୍ରାନ୍ତ ବୈଠକ : ପ୍ରାନ୍ତ ପ୍ରଭାରୀଙ୍କ ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ପଶ୍ଚିମ ପ୍ରାନ୍ତ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତର ରାଜ୍ୟ ପ୍ରଭାରୀ ତଥା ଅଖିଳ ଭାରତୀୟ କାର୍ଯ୍ୟକାରୀ ସଦସ୍ୟ ରବିକାନ୍ତ ଜୈସବାଲ ତାଙ୍କ ଦୁଇଦିନିଆ ପ୍ରବାସ କାଳରେ ରାୟଗଡା ଇଂରାଜୀ ମିଡିୟମ ସ୍କୁଲଠାରେ ଜିଲ୍ଲାର ସଂଗଠନ ବୈଠକରେ ଯୋଗ ଦେବା ସହିତ
Read More...

ଶ୍ରାବଣର ପ୍ରଥମ ସୋମବାରରେ ହରିଶଙ୍କର ପୀଠରେ ବୋଲ୍‌ବମ୍ ଭକ୍ତଙ୍କ ପ୍ରବଳ ଭିଡ଼

ପାଟଣାଗଡ, (ଗୋରେଖନାଥ ବରିହା) : ଆଜି ଶ୍ରାବଣର ପ୍ରଥମ ସୋମବାର ଦିନ ପଶ୍ଚିମ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ହରିଶଙ୍କର ପୀଠରେ ପ୍ରବଳ ବୋଲ୍‌ବମ୍‌ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ଦୀର୍ଘ ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁଁ ଶ୍ରାବଣରେ ବୋଲ୍‌ବମ୍‌ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳୁ
Read More...