Daily Archives

ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ସ୍ଥିତ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟର ଶେଷ ବର୍ଷ ଛାତ୍ରୀଙ୍କ ବିଦାୟ ସମର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ଉପସ୍ଥିତିରେ ଅନୁଷ୍ଠିତ ସଭାକୁ ଦ୍ଵିତୀୟ ବର୍ଷର ଛାତ୍ରୀ ବର୍ଷା ମେହେର ପରିଚାଳନା କରିଥିଲେ
Read More...

ଶାନ୍ତି ତପୋବନ ଆଶ୍ରମରେ ଜନ୍ମଦିନ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅଶୋକା ପ୍ରକଳ୍ପ ସମ୍ବଲପୁରର ଅଧ୍ୟକ୍ଷ ତଥା ଶିଳ୍ପପତି ଅଶୋକ ବାଟରୀୟାଙ୍କ ୭୨ତମ ଜନ୍ମ ଦିବସ ଆଜି ନିଆରା ଭାବରେ ବରଗଡ଼ ଚକରକେନ୍ଦ ସ୍ଥିତ ଶାନ୍ତି ତପୋବନ ଆଶ୍ରମରେ ପାଳନ କରାଯାଇଛି । ଏହି ଅବସରରେ ଶାନ୍ତି ତପୋବନ ଆଶ୍ରମ, ମାତୃଛାୟା ଓ ବାନପ୍ରସ୍ଥର
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୨ଟି କେନ୍ଦ୍ରରେ ୧୮ରୁ ଅଧିକ ବୟସର ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୩ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଛତ୍ରପୁର ଓକିଲ ସଂଘ ପକ୍ଷରୁ ନୂତନ ଏଡ଼ିଜେ ଓ ଜେଏମଏଫସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁରରେ ବୁଧବାର ଛତ୍ରପୁର ଓକିଲ ସଂଘ ତରଫରୁ ନୂତନ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ଏଡ଼ିଜେ ମନୋରଞ୍ଜନ ଦାସ ଓ ଜେଏମଏଫସି ଜୁଏଲ ପଟ୍ଟନାୟକଙ୍କୁ ଛତ୍ରପୁର କୋର୍ଟକୁ ସ୍ୱାଗତ କରାଯିବା ସହ ସମ୍ବର୍ଦ୍ଧନା ସଭାର ଏକ
Read More...

କୁଷ୍ଠ ରୋଗ ଆରୋଗ୍ୟ ବ୍ୟକ୍ତିଙ୍କ ପାଇଁ ସ୍ୱତନ୍ତ୍ର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଜିଲ୍ଲା ପ୍ରଶାସନ ବଲାଙ୍ଗିରର ମିିଳିତ ଆନୁକୂଲ୍ୟରେ ଆଜି ପୁଇଁତଲା ସ୍ଥିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପଡିଆଠାରେ ଆରୋଗ୍ୟ କୁଷ୍ଠ ରୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର
Read More...

ପକ୍ଷପାତ ରୋଗରେ ଆକ୍ରାନ୍ତ ଟିକେଶ୍ୱର ଖର୍ସେଲଙ୍କୁ ୭୫ ବର୍ଷ ବୟସ ହୋଇଥିଲେ ମଧ୍ୟ ବାର୍ଦ୍ଧକ୍ୟ ଭତ୍ତା ମିଳୁ ନଥିବା…

ପାଟଣାଗଡ଼, (ଗୋରେଖନାଥ ବରିହା) : ପକ୍ଷପାତ ରୋଗରେ ଆକ୍ରାନ୍ତ ଟିକେଶ୍ୱର ଖର୍ସେଲଙ୍କୁ ୭୫ ବର୍ଷ ବୟସ ହୋଇଥିଲେ ମଧ୍ୟ ବାର୍ଦ୍ଧକ୍ୟ ଭତ୍ତା ମିଳୁ ନଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ ମଣ୍ଡଳ ଗାଁର ଟିକେଶ୍ୱର ଖର୍ସେଲ(୭୫) ଅସହାୟ ଅବସ୍ଥାରେ ପକ୍ଷପାତ
Read More...

ସୁଧୀନ୍ଦ୍ର କୁମାର ସାହୁ ନବୋଦୟ ପରୀକ୍ଷାରେ ଯୋଗ୍ୟ ବିବେଚିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଚଳିତ ବର୍ଷ ଜବାହାର ନବୋଦୟ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରେ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଜୋଜୋନାରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ସୁଧୀନ୍ଦ୍ର କୁମାର ସାହୁ ସଫଳ (ଯୋଗ୍ୟ ବିବେଚିତ) ହୋଇଛନ୍ତି । ତାଙ୍କର ପିତା ସରୋଜ କୁମାର
Read More...

ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ୩ ଦଫା ଦାବୀପତ୍ର ପ୍ରଦାନ କଲା ଛାତ୍ର କଂଗ୍ରେସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ଜମି ତଥା ଅନ୍ୟାନ୍ୟ ସମସ୍ୟାକୁ ନେଇ ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ ଏକ ୩ ଦଫା ଦାବୀପତ୍ର ରାଜ୍ୟପାଳ ତଥା ବିଶ୍ୱ ବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି । ଆଜି
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୬ ଓ ୧୧ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗ୍ରା.ପ.ରୁ
Read More...

ସଇଁତଲା କୋର୍ଟରେ ନୂତନ ବିଚାରପତିଙ୍କ ଯୋଗଦାନ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା କୋର୍ଟରେ ନୂତନ ବିଚାରପତି ଯୋଗଦାନ କରିଥିବାରୁ ଆଜି ସଇଁତଲା ଓକିଲ ସଂଘ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହା ପୂର୍ବରୁ ଥିବା ବିଚାରପତି ପ୍ରଭାତ କୁମାର ସାମଲଙ୍କୁ ଖୋର୍ଦ୍ଧା ବଦଳି ହେବା ପରେ ତାଙ୍କ ସ୍ଥାନରେ ନୂତନ
Read More...