Daily Archives

ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପିଟିଲା ମହିନ୍ଦ୍ରା ଜାଇଲୋ : ୪ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ପୁଇଁନ୍ତାଲାଠାରେ ଏକ ସଡ଼କ ଦୁର୍ଘଟଣା ଘଟି ୪ ଜଣ ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି । ସୂଚନା ଅନୁସାରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ସୋନପୁର ପଟୁ ଆସୁଥିବା ମହିନ୍ଦ୍ରା ଜାଇଲୋ ବୋଲେରୋ
Read More...

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଉତ୍ସବରେ ସାମିଲ୍ ହେଲା ପଦ୍ମପୁର ବିଜେପି ଦଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତର ନବ ନିର୍ବାଚିତ ରାଷ୍ଟ୍ରପତି ଭାବେ ପ୍ରଥମ ଥର ପାଇଁ ଏକ ଓଡ଼ିଆ ଆଦିବାସୀ ମହିଳା ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବିଜୟୀ ହେଲା ପରେ ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀ ତରଫରୁ ପଦ୍ମପୁର, ପାଇକମାଲ, ମାଣ୍ଡୋସିଲଠାରେ ବିଜୟ ଉତ୍ସବ ପାଳନ
Read More...