Daily Archives

ସ୍ୱାସ୍ଥ୍ୟମନ୍ତ୍ରୀ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀଙ୍କ ଦ୍ୱାରା ଡାଇରିଆ ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ରାୟଗଡ଼ା : ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲି ଶନିବାର କାଶୀପୁର ବ୍ଲକର ଡାଇରିଆ ପ୍ରଭାବିତ ଗ୍ରାମଗୁଡ଼ିକ ଗସ୍ତ କରିଛନ୍ତି । ପ୍ରଥମେ ଟିକିରି ଉଷାପଡ଼ା ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇ
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆଜାଦ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକର ଏକ ମାତ୍ର ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ, ଯେଉଁ ବିଦ୍ୟାଳୟ କି ସବୁ ବେଳେ ତାର ସ୍ୱତନ୍ତ୍ରତା ବଜାୟ ରଖି ଆସୁଛି । ପାଠ୍ୟକ୍ରମ ସହିତ ଛାତ୍ରୀମାନଙ୍କ ମାନସିକ, ଶାରୀରିକ, ଆଧ୍ୟାତ୍ମିକ, ଉନ୍ନତି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ
Read More...

ଟିଟିଲାଗଡ ନଗର ବିଜେପି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଟିଟିଲାଗଡ, (କେପିଏନ୍‌ଏସ୍‌) : ଆଜି ଟିଟିଲାଗଡ ଘଣ୍ଟାଶୁଣି ମନ୍ଦିର ସଭାଗୃହରେ ଟିଟିଲାଗଡ ନଗର ବିଜେପିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ନଗର ସଭାପତି ପ୍ରଶାନ୍ତ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସଭାପତି ଶିବାଜୀ ମହାନ୍ତି,
Read More...

ଉଜ୍ୱଳ ଭାରତ, ଉଜ୍ୱଳ ଭବିଷ୍ୟତ ପାୱାର -୨୦୪୭ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ବରଗଡ଼ ଜିଲ୍ଲାରେ "ଉଜ୍ଜଳ ଭାରତ, ଉଜ୍ୱଳ ଭବିଷ୍ୟତ ପାୱାର -୨୦୪୭" ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧାଟପ୍ପୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବ ପାଳନର ନୋଡାଲ ଅଧିକାରୀ
Read More...

ଏମ୍ ରାମପୁର ରାଧାକୃଷ୍ଣ ମନ୍ଦିର ପରିସରରେ ପଣ୍ଡିତ ମହାସଂଘ ପକ୍ଷରୁ ପଞ୍ଜିକା ଉନ୍ମୋଚିତ ପାଇଁ ପ୍ରସ୍ତୁତି ବୈଠକ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ଏମ୍‌ ରାମପୁର ରାଧାକୃଷ୍ଣ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ମାଣିକେଶ୍ଵରୀ ଡୁକୁରୀ ଦେବୀ ପଞ୍ଜିକା ଉନ୍ମୋଚିତ ପାଇଁ ପ୍ରସ୍ତୁତି ବୈଠକ ଏମ୍ ରାମପୁର ବ୍ଲକ ବ୍ରାହ୍ମଣ ସମାଜର ସଭାପତି ଶିବ ପ୍ରସାଦ ସତପଥିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।
Read More...

ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିର ଓ ଜୟ ତରୁଣ ଯୁବକ ରେଙ୍ଗାଲଜୁରୀ ସଂଘ ପକ୍ଷରୁ ପ୍ରକାଣ୍ଡ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ରେଙ୍ଗାଲଜୁରୀଠାରେ ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିର ଓ ରେଙ୍ଗାଲଯୁରୀ ଜୟ ତରୁଣ ଯୁବକ ସଂଘଙ୍କ ମିଳିତ ଆନ୍ୟୁକୂଲ୍ୟରେ ବାଙ୍କୋଡୋ ସଂରକ୍ଷଣ ଜଙ୍ଗଲ ମଧ୍ୟରେ ଶନିବାର ପ୍ରକାଣ୍ଡ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ମହିଳା ସଂଗଠନ ପକ୍ଷରୁ ଗାଁ ସଫେଇ କାର୍ଯ୍ୟକ୍ରମ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ନୁନିଆପାଲି ଗ୍ରାମ ପଂଚାୟତ ଅନ୍ତର୍ଗତ ପାଣ୍ଡେସରା ଗ୍ରାମର ମହିଳା ସଂଗଠନ ତରଫରୁ ଗାଁ ଦାଣ୍ଡ ଓ ବନ୍ଧରେ ସଫେଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା । ଏଥିରେ ସଂଗଠନ ୮୦ ଜଣ ମହିଳା ସକ୍ରିୟ ଅଂଶଗ୍ରହଣ କରି ଗ୍ରାମର ଅଙ୍ଗନବାଡି କେନ୍ଦ୍ରଠାରୁ ଆରମ୍ଭ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଳପୁର ବ୍ଲକ ସାଲେଭଟା ଗ୍ରା.ପ.ରୁ ୧ ଜଣ, ବଲାଙ୍ଗିର ବ୍ଲକ ସକମା ଗ୍ରା.ପ.ରୁ ୧ ଜଣ, ମିର୍ଦ୍ଧାପାଲି ଗ୍ରା.ପ.ରୁ ୧ ଜଣ, ବଲାଙ୍ଗିର
Read More...

ବେନ୍ଦ୍ରା ରଘୁନାଥ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫ଟିରେ ରୂପାନ୍ତରିତ ପାଇଁ ପ୍ରସ୍ତୁତି ବୈଠକ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଜି ପୂର୍ବାହ୍ନ ୯ଘଟିକା ସମୟରେ ଆଗଲପୁର ବ୍ଲକ ଅନ୍ତର୍ଗତ ବେନ୍ଦ୍ରା ରଘୁନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ ରୂପାନ୍ତରିକରଣର ମାଷ୍ଟର ପ୍ଲାନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ତୃତୀୟ ପର୍ଯ୍ୟାୟରେ ସାମିଲ ହୋଇଥିବା ୮ଗୋଟିି ସ୍କୁଲ ମଧ୍ୟରେ
Read More...

ନୂଆପଡାରେ ବାଘ ଆତଙ୍କ : ଗୁହାଳରେ ପଶି ଶିକାର କଲା ବଳଦ, ଚିନ୍ତାରେ ଗ୍ରାମବାସୀ

ନୂଆପଡା, (ନିରାକାର ମେହେର) : ନୂଆପଡାରେ ପୁଣି ବାଘ ଆତଙ୍କ । ଶୁକ୍ରବାର ରାତିରେ ଗୁହାଳ ଭିତରୁ ଗୋଟିଏ ବଳଦକୁ ଟେକିନେଇ ଖାଇଥିବା ଖବର ସାମନାକୁ ଆସିଛି । ଏପରି ଘଟଣା ଘଟିଛି କୋମନା ରେଞ୍ଜ ଧଉଁରାଭଟା ଗାଁରେ । ସୂଚନା ଅନୁସାରେ, ଗାଁକୁ ଲାଗି ରହିଛି ପାଟି ଡଙ୍ଗର । ଯାହା ସୁନାବେଡା
Read More...
error: Content is protected !!