ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ : ସ୍ୱାମୀଙ୍କୁ ଅଟକ ରଖିଛି ପୋଲିସ
ଜଟଣୀ : ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଜଟଣୀ ଥାନା କୁଶୁମାଟି ଗାଁରୁ ମିଳିଛି ଏହି ମୃତଦେହ । ସୂଚନା ଅନୁସାରେ ମୃତକ ଜଣକ ହେଲେ ଝୁନା ମହାନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ଝିଅକୁ ହତ୍ୟା କରାଯାଇଥିବା ବାପ ଘର ପକ୍ଷରୁ ଥାନାରେ!-->…
Read More...
Read More...